• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତ ବନ୍ଦ ଡାକରା , ହିଞ୍ଜିଳିକାଟୁରେ ଆଂଶିକ ପ୍ରଭାବ

Proprietor Abhimanyu Maharana by Proprietor Abhimanyu Maharana
December 9, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଭାରତ ବନ୍ଦ ଡାକରା , ହିଞ୍ଜିଳିକାଟୁରେ ଆଂଶିକ ପ୍ରଭାବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୯ ଡିସେମ୍ବର , ବୁଧବାର )ହିଞ୍ଜିଳିକାଟୁ :-  କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ବିରୋଧ କରି ଭାରତୀୟ ଜାତୀୟ କଂଗ୍ରେସ ସମେତ ୧୮ ଟି ରାଜନୈତିକ ଦଳ ସମର୍ଥନ ଜଣାଇ ମଙ୍ଗଳବାର ବନ୍ଦ ଡାକରା ଦିଆଯାଇଥିଲା । ଏହି ପରିପ୍ରେକ୍ଷୀରେ ହିଞ୍ଜିଳି ଯୁବ କଂଗ୍ରେସ ପକ୍ଷରୁ ଭାରତ ବନ୍ଦ ଡାକରା କୁ ସମର୍ଥନ କରି ଏକ ବାଇକ ରାଲି ଆୟୋଜନ କରାଯାଇଥିଲା । ହିଞ୍ଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀର ଦଳୀୟ ପ୍ରାର୍ଥୀ ଶମ୍ଭୁ ପାଣିଗ୍ରାହୀଙ୍କ ନେତୃତ୍ୱରେ ସ୍ଥାନୀୟ ବ୍ଳକ, ନଗର ଓ ଛାତ୍ର କଂଗ୍ରେସର ଶତାଧିକ କର୍ମୀ ଏହାକୁ ସମର୍ଥନ ଜଣାଇ ଭାରତ ବନ୍ଦ ଡ଼ାକରାରେ ସାମିଲ ହୋଇଥିଲେ । ସ୍ଥାନୀୟ ଆରଏମସି ଛକ ଠାରୁ ଏକ ବାଇକ ରାଲିରେ ବାହାରି ନଗର ପରିକ୍ରମା କରିଥିଲେ । ପିକେଟିଙ୍ଗ କରିବା ସହ ସହରର ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକୁ ବନ୍ଦ କରିବା ପାଇଁ ଅନୁରୋଧ କରିଥିଲେ । ପରିବା ବଜାର ନିକଟସ୍ଥ ସ୍ବର୍ଗତା ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଏକ ପଥପ୍ରାନ୍ତ ସଭା ରେ ଆୟୋଜନ କରାଯାଏ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ନାରାବାଜି ଦେଇଥିଲେ ।

ଏହି ପରିପ୍ରେକ୍ଷୀରେ ସମଗ୍ର ସହରର ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହିଥିବା ବେଳେ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ଯାନବାହାନ ଚଳାଚଳ ବନ୍ଦ ରହିଥିଲା । ଶମ୍ଭୁ ପାଣିଗ୍ରାହୀଙ୍କ ନେତୃତ୍ୱରେ ହିଞ୍ଜିଳିକାଟୁ ନଗର ସଭାପତି ସୁନାରାମ ସାବତ , କୁନା ବିଶୋଇ , ଯୁବ ନେତା କହ୍ନେୟାଲାଲ୍ ସାବତ ( କାହ୍ନ। ) , ମନୋଜ କୁମାର ଗୌଡ଼ , ପବିତ୍ର ସେଠି , ସାଗର ଦାସ ,, ଲିଟୁ , ଧନୁ, ସାଗର ଛତ୍ର ନେତା ଚନ୍ଦନ କୁମାର ପାଢ଼ୀ , ଅନିଲ କୁମାର ପାଣ୍ଡା , ଶ୍ରୀକାନ୍ତ ପରିଡା , ବିଶାଳ ,ରାଜକୁମାର ଓ ଶତାଧିକ କଂଗ୍ରେସ ଯୁବ ,ଛାତ୍ର କଂଗ୍ରେସ କର୍ମୀ ଅଂଶ ଗ୍ରହଣ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା ସକାଶେ ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ପୁଲିସ ଫୋର୍ସ ମୃତୟନ କରାଯାଇଥିଲା ।  (ରିପୋର୍ଟ ଶୁସାନ୍ତ ପ୍ରଧାନ ହିଞ୍ଜିଳିକାଟୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଣତନ୍ତ୍ର ପ୍ରତି ବିପଦ : ରବି ରଥ

ଗଣତନ୍ତ୍ର ପ୍ରତି ବିପଦ : ରବି ରଥ

July 14, 2026
୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

July 14, 2026
ଟ୍ରେଡ୍‌କୋର ଇଣ୍ଡିଆ ଫାଉଣ୍ଡେସନ୍‌ର ଶୁଭାରମ୍ଭ; ଓଡ଼ିଶାରେ ବ୍ୟବସାୟିକ ନେଟୱର୍କିଂ ବ୍ୟବସ୍ଥା ହେବ ମଜବୁତ

ଟ୍ରେଡ୍‌କୋର ଇଣ୍ଡିଆ ଫାଉଣ୍ଡେସନ୍‌ର ଶୁଭାରମ୍ଭ; ଓଡ଼ିଶାରେ ବ୍ୟବସାୟିକ ନେଟୱର୍କିଂ ବ୍ୟବସ୍ଥା ହେବ ମଜବୁତ

July 14, 2026
ଉତ୍କଳ ଦୃଷ୍ଟିହୀନ ସଂଘର ସରକାରୀ ଜମି ବେଆଇନ ଦଖଲମୁକ୍ତ ଓ ସଦସ୍ୟଙ୍କ ସୁରକ୍ଷା ଦାବିରେ ସାମ୍ବାଦିକ ସମ୍ମିଳନୀ

ଉତ୍କଳ ଦୃଷ୍ଟିହୀନ ସଂଘର ସରକାରୀ ଜମି ବେଆଇନ ଦଖଲମୁକ୍ତ ଓ ସଦସ୍ୟଙ୍କ ସୁରକ୍ଷା ଦାବିରେ ସାମ୍ବାଦିକ ସମ୍ମିଳନୀ

July 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଣତନ୍ତ୍ର ପ୍ରତି ବିପଦ : ରବି ରଥ

ଗଣତନ୍ତ୍ର ପ୍ରତି ବିପଦ : ରବି ରଥ

July 14, 2026
୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

July 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version