• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବ ନିଯୁକ୍ତ କୁଳପତି ମାନଙ୍କ ସହିତ ବୈଠକ ‘ ଉଚ୍ଚଶିକ୍ଷା କ୍ଷେତ୍ରରେ ଓ ଗବେଷଣା ଦିଗରେ କୁଳପତି ମାନଙ୍କର ଗୁରୁଦାୟିତ୍ୱ – ମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
December 11, 2020
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନବ ନିଯୁକ୍ତ କୁଳପତି ମାନଙ୍କ ସହିତ ବୈଠକ ‘ ଉଚ୍ଚଶିକ୍ଷା କ୍ଷେତ୍ରରେ ଓ ଗବେଷଣା ଦିଗରେ କୁଳପତି ମାନଙ୍କର ଗୁରୁଦାୟିତ୍ୱ – ମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ଡିସେମ୍ବର ଶୁକ୍ରବାର ) ଭୁବନେଶ୍ୱର :-  ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ କାର୍ଯ୍ୟକୁ ଆଗେଇ ନେବା ଓ ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ପ୍ରାଥମିକତା ପ୍ରଦାନ ଏବଂ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରୀକାରେ ପ୍ରକାଶନ ଦିଗରେ କୁଳପତିମାନେ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟ ଓ ଏହା ଅଧିନରେ ଥିବା ମହାବିଦ୍ୟାଳୟ ଗୁଡ଼ିକରେ ଠିକ୍‌ ସମୟରେ ନାମଲେଖା, ପାଠ୍ୟକ୍ରମ ଶେଷ କରି ନିର୍ଦ୍ଧାରିତ ସମୟରେ ପରୀକ୍ଷା ପରିଚାଳନା କରି ଫଳ ପ୍ରକାଶନ ଆଦି ଉ ପରେ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନେ ସମୁଚିତ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ପୂର୍ବାହ୍ନରେ ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟରେ ନବନିଯୁକ୍ତ କୁଳପତି ମାନଙ୍କ ସହିତ ଏକ ବୈଠକରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଲେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରବର୍ତ୍ତିତ ୫-‘ଟି’ କାର୍ଯ୍ୟକ୍ରମକୁ ଅନୁ ପାଳନ ପୂର୍ବକ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଉତ୍କର୍ଷ ଶିକ୍ଷା କେନ୍ଦ୍ରରେ ପରିଣତ କରିବାକୁ ହେବ ।

ବିଶ୍ୱବିଦ୍ୟାଳୟ ଓ ଏହାର ଅନୁବନ୍ଧିତ ମହାବିଦ୍ୟାଳୟଗୁଡ଼ିକ ଯେପରି ନାକ୍‌ ମାନ୍ୟତା ପାଇ ପାରିବେ ସେ ଦିଗରେ ବିଶ୍ୱବିଦ୍ୟାଳୟମାନଙ୍କର ଗୁରୁଦାୟିତ୍ୱ ରହିଛି । ରାଜ୍ୟରେ ଉଚ୍ଚଶିକ୍ଷାର ମାନବୃଦ୍ଧି ନିମନ୍ତେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ସଂସ୍କାରମୂଳକ ପଦକ୍ଷେପ ର ସଫଳ ରୂପାୟନ ଦିଗରେ ପ୍ରତ୍ୟେକ ସ୍ତରରେ ଆନ୍ତରିକ ଉଦ୍ୟମ ହେବା ଆବଶ୍ୟକ । ମୋ କଲେଜ୍‌/ମୋ ୟୁନିଭର୍ସିଟି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ପୁରାତନ ବିଦ୍ୟାର୍ଥୀମାନଙ୍କୁ ଶିକ୍ଷାନୁଷ୍ଠାନର ଉନ୍ନତିରେ ସାମିଲ କରିବା ଦିଗରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱ ପ୍ରଦାନ କରିଥିଲେ । ଏକକ ପିଜି ପ୍ରବେଶିକା ପରୀକ୍ଷା, ପ୍ରୋକେଫାରିଆଲ୍‌ ପ୍ରଥା, ମଡେଲ ସିଲାବସ୍‌ ଆଦି ଫଳ ପ୍ରଦ ହୋଇ ପାରିଛି । ଏକ ଉତ୍ତମ ଶୈକ୍ଷିକ ବାତାବରଣ ଓ ଶୃଙ୍ଖଳା ମଧ୍ୟରେ ଛାତ୍ରଛାତ୍ରୀଙ୍କ ଆଶାଆକାଂକ୍ଷା ପୂରଣ ଦିଗରେ ବିଶ୍ୱବିଦ୍ୟାଳୟର କୁଳ ପତିମାନେ ଦୃଢ଼ ନେତୃତ୍ୱ ପ୍ରଦାନ କରିବାକୁ ମନ୍ତ୍ରୀ ଡ. ସାହୁ କହିଛନ୍ତି ।

ବୈଠକରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉ ପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ, ବିଶ୍ୱବ୍ୟାଙ୍କ ପ୍ରକଳ୍ପ ନିର୍ଦ୍ଦେଶକ, ଉଚ୍ଚଶିକ୍ଷା ବିଭାଗ ପରମେଶ୍ୱରନ୍‌ ବି. ପ୍ରମୁଖ ସଂ ପ୍ରତି ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ଓ ସଂସ୍କାରମୂଳକ କାର୍ଯ୍ୟକ୍ରମ ସଂ ପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ । ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକର ଭିତ୍ତିଭୂମି ଏବଂ ଶିକ୍ଷାଦାନ ଦିଗରେ ମିଳୁଥିବା ଅର୍ଥକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଠିକଣା ଭାବରେ ବିନିଯୋଗ କରି ଶିକ୍ଷାର ମାନବୃଦ୍ଧି ଉ ପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ବୈଠକରେ ବିଶ୍ୱବିଦ୍ୟାଳୟର କୁଳପତି ମାନେ ଆଲୋଚନାରେ ଅଂଶଗ୍ରହଣ କରି ବିଭିନ୍ନ ବିଷୟରେ ସେମାନଙ୍କ ସୁଚିନ୍ତିତ ମତ ପ୍ରଦାନ କରିଥିଲେ । ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳ ପତି ପ୍ରଫେସର ସବିତା ଆଚାର୍ଯ୍ୟ, ରମାଦେବୀ ବିଶ୍ୱବିଦ୍ୟାଳୟର କୁଳ ପତି ପ୍ରଫେସର ଅ ପରାଜିତା ଚୌଧୁରୀ, ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳ ପତି ପ୍ରଫେସର ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳ ପତି ପ୍ରଫେସର ଏନ୍‌ ନାଗରାଜୁ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳ ପତି ପ୍ରଫେସର କିଶୋର କୁମାର ବାସା, ଏବଂ ଖଲିକୋଟ ବିଶ୍ୱବିଦ୍ୟାଳୟର କୁଳ ପତି ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ସମେତ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version