• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାର ଚାଷୀଙ୍କ ସହ ଅଛନ୍ତି : ନବୀନ

Proprietor Abhimanyu Maharana by Proprietor Abhimanyu Maharana
January 20, 2020
in ଓଡ଼ିଶା, ଦେଶ, ବାଣିଜ୍ୟ, ରାଜନୀତି, ହୋମ୍
0
ସରକାର ଚାଷୀଙ୍କ ସହ ଅଛନ୍ତି : ନବୀନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର :- ଜନତା ମଇଦାନଠାରେ “କୃଷି ଓଡ଼ିଶା- ୨୦୨୦’ ଉଦଘାଟିତ ହୋଇଛି । ଜାନୁଆରି୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ୫ ଦିନିଆ କାର୍ଯ୍ୟକ୍ରମକୁ ମୁଖ୍ୟମବୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି । ଏଥିସହ ମୁଖ୍ୟମବୀ ରାଜ୍ୟ କୃଷି ନୀତି ଉନ୍ମୋଚନ କରିଛନ୍ତି ।

ପାରମ୍ପରିକ ଧାରାକୁ ଛାଡ଼ି ଚାଷୀମାନେ କିଭଳି ନୂତନ ଜ୍ଞାନକୌଶଳ ବଳରେ ଲାଭଜନକ ଚାଷ କରିପାରିବେ ସେଥିପାଇଁ ଏହି ମେଗା ପ୍ରଦର୍ଶନୀ ଆରମ୍ଭ ହୋଇଛି । “କୃଷି ଓଡ଼ିଶା-୨୦୨୦’ର ଉଦଘାଟନ କରି ମୁଖ୍ୟମବୀ କହିଛନ୍ତି, କୃଷିର ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି ସରକାର । ସେ ଚାହାନ୍ତି, ଚାଷୀମାନେ ସ୍ୱାଭିମାନର ସହ ବଞ୍ଚନ୍ତୁ । କୃଷିର ବିକାଶ ପାଇଁ ସରକାର ନିଷ୍ଠାର ସହ କାମ କରୁଛନ୍ତି । ରାଜ୍ୟ ସରକାରଙ୍କ କାଳିଆ ଯୋଜନା ଚାଷୀଙ୍କ ସ୧ାନ ବୃଦ୍ଧି କରିଛି । ନୂଆ କୃଷିନୀତିର ମୂଳ ଲକ୍ଷ୍ୟ ହେଉଛି ଚାଷୀର ବିକାଶ ।

ଚାଷୀମାନେ ବର୍ତ୍ତମାନ ସମୟରେ ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର କରିବା ଉଚିତ । ଏହା ଦ୍ୱାରା ସେମାନେ ଅଧିକ ଲାଭବାନ୍ ହୋଇପାରିବେ । ସରକାର ଚାଷୀମାନଙ୍କ ହିତରେ କାମ କରୁଛନ୍ତି ଓ ସେମାନଙ୍କ ସହ ସବୁବେଳେ ଅଛନ୍ତି । ଏହି ଅବସରରେ କୃଷିମବୀ ଡ.ଅରୁଣ ସାହୁ ନିଜ ବକ୍ତବ୍ୟରେ କହିଛନ୍ତି, ରାଜ୍ୟର ଚାଷୀମାନଙ୍କ ଆୟ ବଢ଼ିଛି । ୨୦୦୨ ଓ ୨୦୦୩ରେ ଚାଷୀଙ୍କ ଆୟ ଯେତିକି ଥିଲା ତାହା ଏବେ ୭ ଗୁଣା ବୃଦ୍ଧି ପାଇଛି । ରାଜ୍ୟର ୧୪ ଟି ଜିଲ୍ଲାରେ ୭୦ଟି ବ୍ଲକରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦିଆଯାଉଛି ।

ପ୍ରଥମ ଥର ପାଇଁ ମାଣ୍ଡିଆ ମଣ୍ଡି ପ୍ରସ୍ତୁତ କରାଯାଇଛି । କୃଷି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଦର୍ଶନ ଲକ୍ଷ୍ୟରେ “କୃଷି ଓଡ଼ିଶା – ୨୦୨o’ ପ୍ରଦର୍ଶନୀରେ ୨୨୮ଟି ଷ୍ଟଲ୍ ନିର୍ମାଣ କରାଯାଇଛି । ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ୧୧୨ଟି କମ୍ପାନୀ ଯୋଗ ଦେଇଛନ୍ତି । ଦେଶବିଦେଶରେ କୃଷି କ୍ଷେତ୍ରରେ ଘଟୁଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହ ଓଡ଼ିଶାର ଚାଷୀମାନଙ୍କୁ ପରିଚିତ କରାଇବା ନିମନ୍ତେ ପ୍ରତିଦିନ ଆଲୋଚନାଚକ୍ର ଓ ପାଠଶାଳାର ଆୟୋଜନ କରାଯାଇଛି । ଯେଉଁଥିରେ ଜାତୀୟ ଓ ଅନ୍ତର୍ଜାତୀୟ କୃଷି ବିଜ୍ଞାନୀ, କୃଷି ବିଶେଷଜ୍ଞ, କୃଷି ଅଧିକାରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଭାଗନେବେ ।

ଚଳିତବର୍ଷ କୃଷି କ୍ଷେତ୍ରରେ ସମବାୟ ଓ ବାଣିଜ୍ୟିକ ବ୍ୟାଙ୍କ, ପଞ୍ଚାୟତିରାଜ ଜନ ପ୍ରତିନିଧି ଓ ମହିଳାଙ୍କ ଭୂମିକାକୁ ଗୁରୁତ୍ୱ ପ୍ରଦାନ କରାଯାଇ “କୃଷି ଓଡ଼ିଶା- ୨୦୨୦’ ପ୍ରଦର୍ଶନୀରେ ୨୧ ତାରିଖକୁ ସମବାୟ ଓ ବ୍ୟାଙ୍କିଙ୍ଗ୍ ଦିବସ, ୨୨ ତାରିଖକୁ ପଞ୍ଚାୟତିରାଜ ଜନ ପ୍ରତିନିଧି ଦିବସ ଏବଂ ୨୩ ତାରିଖକୁ ମହିଳା ଦିବସ ଭାବରେ ରଖାଯାଇଛି ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version