• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଚାଷୀମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ଯୋଗାଇଦେବା ପାଇଁ ପଦକ୍ଷେ ପ ନିଆଯାଇଛି’ ‘କୃଷି ଋଣ ଯୋଗାଣ ପାଇଁ ସମବାୟ ବିଭାଗ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ନିର୍ବାହ କରୁଛି’

Proprietor Abhimanyu Maharana by Proprietor Abhimanyu Maharana
January 21, 2020
in ଓଡ଼ିଶା, ବାଣିଜ୍ୟ, ହୋମ୍
0
‘ଚାଷୀମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ଯୋଗାଇଦେବା ପାଇଁ ପଦକ୍ଷେ ପ ନିଆଯାଇଛି’ ‘କୃଷି ଋଣ ଯୋଗାଣ ପାଇଁ ସମବାୟ ବିଭାଗ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ନିର୍ବାହ କରୁଛି’
Share on FacebookShare on TwitterWhatsapp

‘କୃଷି ଓଡ଼ିଶା’ର ଦ୍ୱିତୀୟ ସନ୍ଧ୍ୟା

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 21.1.2020 :- ରାଜ୍ୟର ପ୍ରଗତିର ଚାବିକାଠି କୃଷକମାନଙ୍କ ହାତରେ । ରାଜ୍ୟର ବିକାଶ ଓ ଅର୍ଥନୈତିକ ଉନ୍ନତିରେ କୃଷକମାନଙ୍କର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ରହିଛି । ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ନିମନ୍ତେ ଅନେକଗୁଡ଼ିଏ ଯୋଜନା ପ୍ରଣୟନ କରିଥିବା ପରିେ ପ୍ରକ୍ଷୀରେ ଚାଷୀମାନଙ୍କୁ ଠିକ୍‌ ସମୟରେ ପର୍ଯ୍ୟାପ୍ତ ଋଣ ଯୋଗାଇ ଦେବା ଦିଗରେ ସମବାୟ ବିଭାଗ ଅଗ୍ରଣୀ ଭୂମିକା ଗ୍ରହଣ କରିଛି ।

କୃଷି କ୍ଷେତ୍ରରେ ୮୦ ଭାଗରୁ ଅଥିକ ଚାଷୀ କ୍ଷୁଦ୍ର ଓ ନାମମାତ୍ର ହୋଇଥିବାରୁ ନୂତନ କୃଷି ପଦ୍ଧତି ଓ ଜ୍ଞାନକୌଶଳ ଆ ପଣାଇବା ଦିଗରେ ଋଣର ଆବଶ୍ୟକତା ଦୃଷ୍ଟିରୁ ଚାଷୀ ଯେ ପରି ସହଜରେ ଓ ସୁବିଧାରେ ଋଣ ପାଇ ପାରିବ ସେ ଦିଗରେ ପଦକ୍ଷେପ ନେବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱ ଆରୋପ କରିଥିଲେ । ୨୦୦୦ ମସିହାରେ ସମବାୟ ବିଭାଗ ପକ୍ଷରୁ ୪୨୬ କୋଟି କୃଷି କ୍ଷେତ୍ରରେ ଋଣ ଯୋଗାଣ କରାଯାଇ ଥିବାବେଳେ ବର୍ତ୍ତମାନ ଏହା ୧୨,୭୦୦ କୋଟିରୁ ଊଦ୍ଧ୍ୱର୍ରେ ପହଞ୍ଚିଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

ଆଜି ଜନତା ମଇଦାନରେ ‘କୃଷି ଓଡ଼ିଶା’ର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ସଂପ୍ରତି ରାଜ୍ୟ ଚାଉଳ ଉତ୍ପାଦନ କ୍ଷେତ୍ରରେ ବଳକା ରାଜ୍ୟ ହୋଇଥିବାରୁ ଫସଲ ଅମଳ ପରବର୍ତ୍ତୀ ପରିଚାଳନା ଓ ଉତ୍ପାଦିତ ଫସଲ ସଂରକ୍ଷଣ ନିମନ୍ତେ ପର୍ଯ୍ୟାପ୍ତ ଭିତ୍ତିଭୂମି ସୃଷ୍ଟି କରିବା ନିମନ୍ତେ ପଦକ୍ଷେ ପ ନିଆଯାଉଛି ।

ରାଜ୍ୟ ସରକାର ଚାଷୀମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ଯୋଗାଇଦେବା ଉଦ୍ଦେଶ୍ୟରେ ସମବାୟ ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ବି ପଣନ ପରିଷଦ ଏବଂ ନିୟନ୍ତ୍ରିତ ବଜାର କମିଟିଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଏହାର ପୁନର୍ଗଠନ କରାଯାଉଛି । ଏଥି ସହିତ ଚାଷୀମାନଙ୍କ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟରେ ଧାନସଂଗ୍ରହ କାଯ୍ୟକୁ ସ୍ୱଚ୍ଛ ଓ କି୍ରୟାଶୀଳ କରିବା ଏବଂ ପ୍ରକୃତ ଚାଷୀ ଯେ ପରି ତା’ର ଉତ୍ପାଦିତ ଧାନ ବିକି୍ର କରି ପାରିବ ସେଥି ନିମନ୍ତେ ଅନ୍‌ଲାଇନ୍‌ରେ ଚାଷୀ ପଂଜୀକରଣ, ଆଧାର ସେଂଯୋଗୀକରଣ, ପି- ପାସ୍‌ ଓ ଆଗୁଆ ଟୋକେନ୍‌ ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ ।

ଚାଷୀମାନଙ୍କ ସୁବିଧା ପାଇଁ କୃଷି ଋଣ, ସାର ଓ ବିହନ ଯୋଗାଣ, ବଳକା ଧାନ ଓ ଶସ୍ୟ ସଂଗ୍ରହ, ଶସ୍ୟ ସଂରକ୍ଷଣ ଆଦି ସୁବିଧାମାନ ଗୋଟିଏ ଛାତତଳେ ଉପଲଧ କରାଇବା ଉଦ୍ଦେଶ୍ୟରେ ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକୁ ଓ୍ୱାନ୍‌ ଷ୍ଟ ପ୍‌ ସ ପ୍‌ରେ ପରିଣତ କରାଯାଉଛି । ଏଥି ସହିତ କୃଷି ଅର୍ଥନୀତି ସହ ଗ୍ରାମୀଣ ଅର୍ଥନୀତିରେ ଉନ୍ନତି ପାଇଁ ଗାନ୍ଧୀଜୀଙ୍କ ବିଚାରଧାରାର ପ୍ରାସଙ୍ଗିକତା ଆଜି ବି ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ ।

କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ଚଳିତ ବର୍ଷ ‘କୃଷି ଓଡ଼ିଶା’କୁ ଏକ ନୂଆ ଢାଞ୍ଚାରେ ଉପସ୍ଥା ପନ କରିବା ପାଇଁ ପ୍ରୟାସ କରାଯାଇଛି । କୃଷି ସହିତ ସଞ୍ଚନ୍ଧିତ ବିଭାଗଗୁଡ଼ିକୁ ଗୁରୁତ୍ୱ ଦିଆଯାଇ ବିଭିନ୍ନ ଦିବସକୁ ତଦନୁସାରେ ନାମକରଣ କରାଯିବା ସହିତ ସେ ସଂପର୍କରେ ଆଲୋଚନା କରାଯାଇଛି, ଯେ ପରି ଚାଷୀମାନେ ବହୁଳ ଭାବରେ ଉପକୃତ ହୋଇ ପାରିବେ ।

କୃଷି କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ଦିଗରେ ଋଣର ଆବଶ୍ୟକତା ଦୃଷ୍ଟିରୁ ଆସନ୍ତାକାଲି ବ୍ୟାଙ୍କ ଅଧିକାରୀମାନଙ୍କ ସହିତ ‘କୃଷି ଓଡ଼ିଶା’ର ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ସେହି ପରି ପଞ୍ଚାୟତିରାଜ ଲୋକ ପ୍ରତିନିଧି ଏବଂ ମହିଳାମାନଙ୍କର କୃଷିର ବିକାଶ ଦିଗରେ ବିଶେଷ ଯୋଗଦାନ ଥିବା ଦୃଷ୍ଟିରୁ ପଞ୍ଚାୟତିରାଜ ଜନ ପ୍ରତିନିଧି ଦିବସ ଏବଂ ମହିଳା ଦିବସ ରଖାଯାଇଛି ।

ଓଡ଼ିଶାର କୃଷିକୁ ଏକ ନୂତନ ଦିଗ ଦେବା ପାଇଁ କୃଷି ଓ ସମବାୟ ବିଭାଗ ଉ ପଯୁକ୍ତ ସମନ୍ୱୟ ରକ୍ଷା କରିବା ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱାରୋପ କରିଥିଲେ । ଉତ୍ସବ ପ୍ରାରମ୍ଭରେ ଖାଦ୍ୟେ ଯୋଗାଣ ଓ ଖାଉଟି କଲ୍ୟାଣ ଓ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବୀରବିକ୍ରମ ଯାଦବ ସ୍ୱାଗତ ଭାଷଣ ପ୍ରଦାନ କରି ‘କୃଷି ଓଡ଼ିଶା’ ଉତ୍ସବ ଆୟୋଜନର ଆଭିମୁଖ୍ୟ ସଂପର୍କରେ ଆଲୋକ ପାତ କରିଥିଲେ ।

ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉ ପଦେଷ୍ଟା ଶ୍ରୀ କୃତ୍ତିବାସ ପାତ୍ର, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଓଡ଼ିଶା ମତ୍ସ୍ୟ ଉନ୍ନୟନ କେ ର୍ପାରେସନ୍‌ର ଅଧ୍ୟକ୍ଷ ଶ୍ରୀ ଅସିତ୍‌ ପଟ୍ଟନାୟକ, ନାବାର୍ଡର ଚିଫ୍‌ ଜେନେରାଲ୍‌ ମ୍ୟାନେଜର ଶ୍ରୀ ଏ. ଚନ୍ଦ୍ରଶେଖର, ୟୁକୋ ବ୍ୟାଙ୍କର ଭୁବନେଶ୍ୱର ସର୍କଲ ହେଡ୍‌ର ଜେନେରାଲ୍‌ ମ୍ୟାନେଜର ଶ୍ରୀ ଏସ୍‌. କୁମାର, ଭାରତୀୟ ରିଜର୍ଭ ବ୍ୟାଙ୍କର ଡିଜିଏମ୍‌ ଶ୍ରୀ ପ୍ରିୟରଞ୍ଜନ ପ୍ରମୁଖ ଯୋଗଦେଇ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରର ବିକାଶ ଦିଗରେ ବ୍ୟାଙ୍କ ଓ ଆର୍ଥିକ ଅନୁଷ୍ଠାନଗୁଡ଼ିକର ବିଭିନ୍ନ ଦିଗ ସଂ ପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ ।

ଏହି ଅବସରରେ ମୁଖ୍ୟ ଅତିଥି ଇ-ଲାଇସେନି୍ସଂର ୟୁଜର ମାନୁଆଲ୍‌ ସହିତ ସିଙ୍ଗଲ୍‌ ଓ୍ୱିନ୍‌ଡୋ ଆଧାରିତ ଇ-ଲାଇସେନ୍ସିଂ ପଦ୍ଧତିର ଶୁଭ ଉନ୍ମୋଚନ କରିଥିଲେ । ଉଦ୍ୟାନ କୃଷିରେ ବିଶେଷ ଉତ୍କର୍ଷ ହାସଲ କରିଥିବା ରାଜ୍ୟର ୩୦ ଜଣ ସଫଳ ଚାଷୀଙ୍କୁ ସଞ୍ଚର୍ଦ୍ଧିତ କରାଥିବା ସହିତ ୧୦ଟି ଜଳଛାୟା ପ୍ରକଳ୍ପ କମିଟିକୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଉତ୍ସବରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦେବେନ୍ଦ୍ର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version