• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳାହାଣ୍ଡି : ନର୍ଲା ବନାଞ୍ଚଳରେ ହାତୀ ଉପଦ୍ରବ ; ଚାଷୀ ମହଳରେ ଛନକା

Proprietor Abhimanyu Maharana by Proprietor Abhimanyu Maharana
December 18, 2020
in ଓଡ଼ିଶା, କଳାହାଣ୍ଡି, ହୋମ୍
0
କଳାହାଣ୍ଡି : ନର୍ଲା ବନାଞ୍ଚଳରେ ହାତୀ ଉପଦ୍ରବ ; ଚାଷୀ ମହଳରେ ଛନକା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଡିସେମ୍ବର , ଶୁକ୍ରବାର ) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ନର୍ଲା ବନାଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ଚାଷୀ ମହଳରେ ଏବେ ଛନକା ପଶିଯାଇଛି। ନର୍ଲା ବ୍ଳକ କୁରମେଲ ପଞ୍ଚାୟତର ପାଙ୍ଗା ଗ୍ରାମର ବେଲଧରବାଗରେ ୩୦ରୁ ଉର୍ଦ୍ଧ୍ବ ଏକର ଜମି ଫସଲ ନଷ୍ଟ କରିଥିବା ଚାଷୀମାନେ ଅଭିଯୋଗ ଆଣିଛନ୍ତି। ନର୍ଲା ବନାଞ୍ଚଳରେ ହାତୀପଲ ଦୀର୍ଘ ୧୦ ବର୍ଷ ଧରି ରହି ଆସିଥିବା ବେଳେ ଏହି ହାତୀପଲ ଯୋଗୁଁ ଚାଷୀ ମାନଙ୍କର ନିଦ ହଜିଯାଇଥିବାର ଦେଖିବାକୁ ମିଳିଛି। ଏପରିକି ଶୀତ କାକରରେ ବିଲ ମୁଣ୍ଡରେ ଜୀବନକୁ ବାଜି ଲଗାଇ ଚାଷୀମାନେ ହାତୀ ଉପଦ୍ରବରୁ ନିଜ ଫସଲକୁ ରକ୍ଷା କରିବା ପାଇଁ ଉଜାଗର ରହୁଥିବାର ଅଭିଯୋଗ ମଧ୍ୟ ହୁଏ ।

୫୦ରୁ ଉର୍ଦ୍ଧ୍ବ ହାତୀ ବିଭିନ୍ନ ଦଳରେ ବିଭକ୍ତ ହୋଇ ତିନିରୁ ଚାରି ଥର ଫସଲ ନଷ୍ଟ କରିଥିବା ସ୍ଥାନୀୟ ରାଜସ୍ଵ ବିଭାଗ ପାଖରେ ରିପୋର୍ଟ ହୋଇଛି। ନର୍ଲା ବନ ବିଭାଗରେ ଦରଖାସ୍ତ କରିଥିବା ଚାଷୀ ରାମ ପାତ୍ର, କାର୍ତ୍ତିକ ପାତ୍ର, କୁଳମଣି ପାତ୍ର,ବନସିଂ ପାତ୍ର,ବିଦ୍ୟା ପାତ୍ର, ବିରଞ୍ଚି ପାତ୍ର,ବୁଡୁ ପାତ୍ର,ନବ ପାତ୍ର, ପରମାନନ୍ଦ ପାତ୍ର,ତ୍ରିନାଥ ପାତ୍ର,ଜଗ ମୋହନ ସମେତ ଏହି କ୍ଷତିଗ୍ରସ୍ତ ଚାଷୀ ୩ମାସ ହେଲା କ୍ଷତି ପୂରଣ ପାଇଁ ଆବେଦନ କରିଥିବା ଜଣାଇଛନ୍ତି। ନର୍ଲା ଫରେଷ୍ଟରଙ୍କୁ ପଚାରିବାରୁ ୪୦୦ରୁ ଉର୍ଦ୍ଧ୍ବ ଦରଖାସ୍ତ ଆସିଛି ଏବଂ ସବୁ ହେଡ ଅଫିସକୁ ପଠାଇ ଦିଆଯାଇଛି। ଖୁବଶୀଘ୍ର କ୍ଷତି ପୂରଣ ମିଳିବ ବୋଲି କହିଛନ୍ତି ।

ବନବିଭାଗ ଏହି ହାତୀପଲଙ୍କ ଉପରେ ସ୍ଵତନ୍ତ୍ର ଦୃଷ୍ଟି ଦେବା ପାଇଁ ନର୍ଲା ସେକ୍ସନରେ ୧୨ ଜଣଙ୍କୁ ହାତୀ ଘଉଡ଼ାଇବା କାର୍ଯ୍ୟରେ ନିୟୋଜିତ କରିଥିବା ଜଣାଇଛନ୍ତି। କିଛି ଦିନ ପୂର୍ବେ ନର୍ଲା ଫରେଷ୍ଟ ଅଫିସ ପଛପଟେ ୩ ଗୋଟି ହାତୀ ଆସି ଥିବା ବେଳେ ହାତୀପଲ ଗାଁ ଓ ସହର ମୁହାଁ ହେଉଥିବା ଦେଖିବାକୁ ମିଳୁଛି। ନର୍ଲା ଡଙ୍ଗର ତଳପଡା ନିକଟ ଲମଟିଡଙ୍ଗରରେ ହାତୀଙ୍କ ଆଡ୍ଡା ଜମିବାରେ ଲାଗିଛି। (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version