• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଂଗ୍ରେସ ପକ୍ଷରୁ ଦିଆଯାଇଥିବା ମନ୍ତବ୍ଯକୁ ଦୃଢ଼ ନିନ୍ଦା କଲେ ପୂର୍ବତନ କାଉନସିଲର

Proprietor Abhimanyu Maharana by Proprietor Abhimanyu Maharana
December 20, 2020
in ଓଡ଼ିଶା, ଗଞ୍ଜାମ, ରାଜନୀତି, ହୋମ୍
0
କଂଗ୍ରେସ ପକ୍ଷରୁ ଦିଆଯାଇଥିବା ମନ୍ତବ୍ଯକୁ ଦୃଢ଼ ନିନ୍ଦା କଲେ ପୂର୍ବତନ କାଉନସିଲର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଡିସେମ୍ବର ,ଶନିବାର ) ବ୍ରହ୍ମପୁର :- ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ୧ ନଂ ୱାର୍ଡର ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ ଗତ କିଛିଦିନ ପୂର୍ବେ କଂଗ୍ରେସ ଛାଡି ବିଜେଡିରେ ଯୋଗଦାନକୁ ନେଇ ଗତକାଲି ଦିଗପହଣ୍ଡି କଂଗ୍ରେସ ପକ୍ଷରୁ ସାମ୍ୱାଦିକ ସମ୍ମିଳନୀରେ ଯେଉଁ ମନ୍ତବ୍ୟ ପ୍ରଦାନ କରାଯାଇଥିଲା ତାହାକୁ ଶନିବାର ଅପରାହ୍ନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ଜରିଆରେ ଦୃଢ ନିନ୍ଦା ପ୍ରକାଶ କରିଛନ୍ତି କାଉନସିଲର ଶ୍ରୀମତୀ ପଟ୍ଟନାୟକ । ଖବରପ୍ରକାରେ , ଦିଗପହଣ୍ଡି ବିଜେଡି କାର୍ଯ୍ୟାଳୟ ପରିସରରେ ଶନିବାର ଦିନ ନଗର ବିଜେଡି ଉପଦେଷ୍ଟା ଭି . ରବିନାରାୟଣ ରାଜୁଙ୍କ ନେତୃତରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜିତ ହୋଇଥିଲା । ଏଥିରେ ପୂର୍ବତନ କାଉନସିଲର ଶ୍ରୀମତୀ ପଟ୍ଟନାୟକ ସମେତ ନଗର ବିଜେଡି ସଭାପତି ଲକ୍ଷ୍ମୀ ନୃସିଂହ ମାର୍ଥା , ସଂପାଦକ ଯୁଧିଷ୍ଠିର ସ୍ବାଇଁ , କୋଷାଧ୍ୟକ୍ଷ ସୁରେନ୍ଦ୍ର ପଟ୍ଟନାୟକ ସମେତ ବହୁ ଦଳୀୟ କର୍ମୀଙ୍କ ଉପସ୍ଥିତିରେ ଗତକାଲି ଦିଗପହଣ୍ଡି କଂଗ୍ରେସ ପକ୍ଷରୁ ଶ୍ରୀମତୀ ପଟ୍ଟନାୟକଙ୍କ ଦଳରୁ ଇସ୍ତଫା ଓ ବିଜେଡିରେ ସାମିଲ ହେବା ଦୃଢ଼ ନିନ୍ଦା କରିଥିଲେ ।

ଯାହାକୁ ନେଇ ଆଜି କଂଗ୍ରେସର ଜବାବ ରଖି ନିଜ ଅଭିଭାଷଣରେ ପ୍ରକାଶ କରିଛନ୍ତି ମୁଁ କୈାଣସି ଦଳବିରୋଧୀ କାର୍ଯ୍ୟ କରିନାହିଁ କିମ୍ବା ମୋତେ ଦଳରୁ ବହିଷ୍କୃତ କରିବା ପାଇଁ କୈାଣସି ପ୍ରମାଣପତ୍ର ନାହିଁ ଓ କଂଗ୍ରେସ ନିକଟରେ କୈାଣସି ପ୍ରମାଣ ଥିଲେ ସମସ୍ତ ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରନ୍ତୁ ବୋଲି କହିଛନ୍ତି । ଏପରିକି ଦଳୀୟ କାର୍ଯ୍ୟକ୍ରମରେ କଂଗ୍ରେସ ପକ୍ଷରୁ ମୋତେ କୈାଣସି ସୂଚନା ପ୍ରଦାନ କରାଯାଉନଥିଲା ଏବଂ ଅଣଦେଖା କରାଯାଉଥିଲା । ଏହି ଅବସରରେ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକଳାପ ଓ ଶୁଶାସନକୁ ଅନୁକରଣ କରି ନିଜ ଚିନ୍ତାଧାରା ବଦଳାଇ ବିଜେଡିରେ ଯୋଗ ଦେଇଥିବା ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଏପରିକି ବିଜେଡି ଦଳରେ କୈାଣସି ପଦବୀ ଦିଆଯାଏ ଜଣେ ମହିଳା ହିସାବରେ ସମସ୍ତ କାର୍ଯ୍ୟ ସୂଚାରୁରୂପେ ପରିଚାଳନା କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କାଉନସିଲର ମାଗି ସେଠୀ , ପ୍ରଦୀପ୍ତ ପଟ୍ଟନାୟକ , କାଉନସିଲର ପ୍ରତିନିଧି ନୀଳ ପଟ୍ଟନାୟକ , ବିଜେଡି ଯୁବନେତା ଶିବଶଙ୍କର ଗୈାଡ , କର୍ମୀ ପ୍ରଶାନ୍ତ ପାଣିଗ୍ରାହୀ , ଜିତେନ୍ଦ୍ର ମାର୍ଥା , ରମେଶ ପାତ୍ର , ନିଗମ ପଣ୍ଡା , ବଳରାମ ମହାରଣା , ଟୁନା ସେଠୀ , ଟୁଲୁ ସେଠୀ ସମେତ ବହୁ କର୍ମୀ ଉପସ୍ଥିତ ରହିଥିଲେ ।(ରିପୋର୍ଟ/ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version