• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ର ଆଖ ପାଖ ଅଂଚଳରେ ଅବକାରୀ ବିଭାଗର ବ୍ୟାପକ ଚଢ଼ଉ ; ୬ ଲକ୍ଷ ଟଙ୍କାର ବହୁ ପରିମାଣର ଦେଶୀ ବିଦେଶୀ ଜବତ ୯ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
December 21, 2020
in ଓଡ଼ିଶା, ହୋମ୍
0
ପାରଳାଖେମୁଣ୍ଡି ର ଆଖ ପାଖ ଅଂଚଳରେ ଅବକାରୀ ବିଭାଗର ବ୍ୟାପକ ଚଢ଼ଉ ; ୬ ଲକ୍ଷ ଟଙ୍କାର ବହୁ ପରିମାଣର ଦେଶୀ ବିଦେଶୀ ଜବତ ୯ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ଡିସେମ୍ବର ରବିବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅବକାରୀ ବିଭାଗ ବ୍ୟାପକ ଭାବେ ଚଢ଼ାଉ କରାଯାଇ ବିଭିନ୍ନ ଗ୍ରାମାଞ୍ଚଳ’ରୁ ବିପୁଳ ପରିମାଣ’ର ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ଏ ସଂକ୍ରାନ୍ତ’ରେ ୯ ଜଣ’ଙ୍କୁ ଗିରଫ କରାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରା ଯାଇଥିବା ବିଭାଗୀୟ ସୂତ୍ର’ରୁ ଜଣାଯାଇଛି ।ଗଜପତି ଜିଲ୍ଲାପାଳ ଶ୍ରୀ ଅନୁପମ ସାହା , ଅବକାରୀ ବିଭାଗ ଦକ୍ଷିଣାଞ୍ଚଳ ଡେପୁଟି କମିଶନର (ବ୍ରହ୍ମପୁର) ଶ୍ରୀ ଶାନ୍ତନୁ ନାୟକ ଏବଂ ଗଜପତି ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ କୁମାର ପାଣିଗ୍ରାହୀ’ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ନିରୀକ୍ଷକ ଶ୍ରୀ ପଦ୍ମଚରଣ ସାହୁ , ଇଆଇ: ଏଣ୍ଡ ଇବି: ବ୍ରହ୍ମପୁର ଆଇଆଇସି:-ଶ୍ରୀ ହୃଦୟ ଚନ୍ଦ୍ର ସାମନ୍ତ’ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାଧାନ’ରେ ଗଜପତି ସଦର ରେଞ୍ଜ’ରେ ମିଳିତ ଭାବେ ଅବକାରୀ ଚଢ଼ାଉ କରା ଯାଇଥିଲା ।

ଏହି ମିଳିତ ଚଢ଼ାଉ ଗଜପତି ସଦର ତଥା ପାରଳାଖେମୁଣ୍ଡି ଅବକାରୀ ରେଞ୍ଜ ଅନ୍ତର୍ଗତ ସିଙ୍ଗପୁର , ଶ୍ରୀବିଷ୍ଣୁପୁର , ଜଙ୍ଗଲପାଡୁ , ପାରଳା ଜାଗିଲି ସାହି ପ୍ରଭୃତି ଗ୍ରାମାଞ୍ଚଳ’ର ବିଭିନ୍ନ ସ୍ଥାନ ମାନଙ୍କ’ରେ ମିଳିତ ଅବକାରୀ ଚଢ଼ାଉ କରା ଯାଇଥିଲା ।
ଏହି ଚଢ଼ାଉ’ରେ ୧୧ ଗୋଟି କେଶ ରୁଜୁ କରାଯାଇ ମୋଟ ୯ ଜଣ’ଙ୍କୁ ଗିରଫ କରାଯାଇଛି । ସେହି ୯ ଜଣ ଗିରଫ ମାନେ ହେଲେ:- ସିଙ୍ଗିପୁର ଗ୍ରାମ’ର ଉର୍ମିଳା ଚିନ୍ତାଡା , ସୁରଥ ମିଶାଲ , ବିଭୂଦାନ ପରିଛା , ଆର: ମିଶାଲ ଓ ପାରଳା ଜାଗିଲି ସାହିର ସିରଲା ପାର୍ବତୀ , କେ:କେସୁଲ ଆମ୍ମା , ବିଶିକା ମହାଙ୍କଡ଼ , ଏସ: ଡାଲମା , ଓ ଜଙ୍ଗଲ ପାଡୁ ଗ୍ରାମ’ର ଏଡେଲା ଭେଙ୍କେଟ ରତ୍ନମ । ଏହି ସମସ୍ତ’ଙ୍କ ବିରୁଦ୍ଧ’ରେ ଅବକାରୀ ମାମଲା ରୁଜୁ କରାଯାଇଛି ।

ଏ ସଂକ୍ରାନ୍ତ’ରେ ମୋଟ ୧୦ ହଜାର କେଜି : ମଦ-ପୋଚ , ୧୧୦୫ ଲିଟର ଦେଶୀ ମହୁଲି ମଦ , ୨୯ ହଜାର ୨୮୦ ଲିଟର ବିଦେଶୀ-ମଦ ଓ ୩୧ ହଜାର ୨୦୦ ଲିଟର ବୀୟର ଜବତ କରାଯାଇଛି । ଏହି ସବୁ ଜବତ’ର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କା’ରୁ ଉର୍ଦ୍ଧ୍ବ ହେବ ବୋଲି ବିଭାଗୀୟ ପକ୍ଷରୁ କୁହାଯାଇଛି । ଏହି ଚଢ଼ାଉ କାର୍ଯ୍ୟକ୍ରମ’ରେ ଇଆଇ: ଏଣ୍ଡ ଇବି  ବ୍ରହ୍ମପୁର ଷ୍ଟାଫ , ଅବକାରୀ ଥାନାଧିକାରୀ ଶ୍ରୀ ଚନ୍ଦ୍ର ଶେଖର ପତିହାରି , ଅବକାରୀ ଏଏସଆଇ:- ଶ୍ରୀ ଚିତ୍ତରଞ୍ଜନ ଜେନା , ଶ୍ରୀ କାହ୍ନୁ ଚରଣ ବଡ଼ଦଳେଇ ଓ ଅବକାରୀ ଥାନା କାଶୀନଗର ଓ ପାରଳାଖେମୁଣ୍ଡି’ର ସମସ୍ତ ଷ୍ଟାଫ , ଏହି ମିଳିତ ଅବକାରୀ ଚଢ଼ାଉ’ରେ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

July 15, 2026
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version