• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମୋହନା ବ୍ଲକ ର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇବାରେ ଲାଗିଛି ଗୋ ହତ୍ୟା ; ଆଇନ ଅଛି ଦଣ୍ଡ ବିଧାନ ବି ଅଛି – ଆଇନ କୁ ଆଖି ଠାର , ନିଆଯାଉନି କାର୍ଯ୍ୟାନୁଷ୍ଠାନ

Proprietor Abhimanyu Maharana by Proprietor Abhimanyu Maharana
December 21, 2020
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକ ର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇବାରେ ଲାଗିଛି ଗୋ ହତ୍ୟା ; ଆଇନ ଅଛି ଦଣ୍ଡ ବିଧାନ ବି ଅଛି – ଆଇନ କୁ ଆଖି ଠାର , ନିଆଯାଉନି କାର୍ଯ୍ୟାନୁଷ୍ଠାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଡିସେମ୍ବର ସୋମବାର )ପାରଳାଖେମୁଣ୍ଡି :-  ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଟାଙ୍କିଲିପଦର ଠାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଜରସି ଗାଇକୁ ଅତି ନିର୍ମମ ଭାବେ ହତ୍ୟା କରି ମାଂସ ଭାଗ ପକାଯାଇ ଉକ୍ତ ଗୋ- ମାଂସ ଆଖପାଖ ଅଞ୍ଚଳର ହୋଟେଲ ରେଷ୍ଟୁରାଷ୍ଟ କୁ ଯୋଗେଇବା ପାଇଁ କଟା ଯାଉଥିବା ଅନୁମାନ କରି ମାଂସ କଟାଳିଙ୍କ ଯୋଜନାକୁ ପଣ୍ଡ କରିଦେଇଛନ୍ତି ସ୍ଥାନୀୟ ଗ୍ରାମବାସୀ । ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଲବାରସିଂ ପଞ୍ଚାୟତ ର ଟାଙ୍କିଲିପଦର ଘାଇ ନିକଟରେ ଗତ କାଲି ସଂନ୍ଧ୍ୟା ସମୟରେ କିଛି ଲୋକେ ଏକାକୀ ନିଛାଟିଆ ସ୍ଥାନରେ ଏକ ଜରସି ଗାଇ କୁ ହତ୍ୟା କରି ମାଂସ ଭାଗ ପକାଉଥିଲେ ।

ତେବେ ସେହି ସମୟରେ ଟାଙ୍କିଲିପଦର ର ଜଣେ ଲୋକ ଗାଇ ମାରୁଥିବା ସ୍ଥଳ କୁ ଯାଇ ଦେଖିଥିଲେ । ଗାଇ ମାହାରିଆ କୁ ଦେଖି ମାଂସ କଟାଳି ମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ଏହା ପରେ ଟାଙ୍କିଲିପଦର ଗ୍ରାମବାସୀ ଜାଣିବା ପରେ ଅସନ୍ତୋଷ ପ୍ରକାଶ କରି ଘଟଣା ସ୍ଥଳକୁ ଯାଇ ଦେଖିଥିଲେ । ଗ୍ରାମବାସୀ ଙ୍କ କହିବା ଅନୁସାରେ କଟା ଯାଇଥିବା ଗାଇଟି ଆଖପାଖ ଅଞ୍ଚଳର କେହି ଚୋରି କରି ହତ୍ୟା କରିଥାଇ ପାରେ ବୋଲି ସଂନ୍ଧେହ କରୁଛନ୍ତି । ପୁର୍ବରୁ ମଧ୍ୟ ମୋହନା ବ୍ଲକ ର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇବାରେ ଲାଗିଛି ଗୋ ହତ୍ୟା , ଆଇନ ଅଛି ଦଣ୍ଡ ବିଧାନ ବି ଅଛି । ହେଲେ କାର୍ଯ୍ୟାନୁଷ୍ଠାନ ହେଉନଥିବା ଯୋଗୁଁ ଆଇନ କୁ ଆଖି ଠାର ଭଳି କ୍ରମଶଃ ଦିନକୁ ଦିନ ବହୁ ମୁଲ୍ୟବାନ ଗୋରୁ ଗାଇ କୁ ହତ୍ୟା କରାଯାଉଛି । ଅତି ଅମାନୁଷିକ ଭାବେ ହତ୍ୟା କରାଯାଉଥିବା ଗାଇ ଗୋରୁ କୁ ଗୋ ମାଂସ ରୁପେ ବ୍ୟବହାର କରାଯାଉଥିବା ବେଳେ ଅନେକ ବେପାରୀ ସକ୍ରିୟ ହୋଇ ଗୋ ମାଂସ ଚାଲାଣ କରିଆସୁଛନ୍ତି ।  (ଗରୁଡ଼ ଧ୍ୱଜ ଚୌଧୁରୀ/ଗଜପତି) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version