• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୃସିଂହନାଥ ଠାରେ ଗନ୍ଧମାର୍ଦ୍ଦନ ଆନ୍ଦୋଳନ ୩୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
December 22, 2020
in ଓଡ଼ିଶା, ବରଗଡ଼, ହୋମ୍
0
ନୃସିଂହନାଥ ଠାରେ ଗନ୍ଧମାର୍ଦ୍ଦନ ଆନ୍ଦୋଳନ ୩୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଡିସେମ୍ବର ସୋମବାର ) ପଦ୍ମପୁର  :- ଆସନ୍ତା ଜାନୁୟାରୀ ୧ତାରିଖ ଦିନ ଗନ୍ଧମାର୍ଦ୍ଦନ ଆନ୍ଦୋଳନର ୩୬ତମ ବାର୍ଷିକ ଉତ୍ସବ ନୃସିଂହନାଥ ଠାରେ ପାଳନ କରିବା ପାଇଁ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର କେନ୍ଦ୍ରୀୟ କମିଟିରେ ପ୍ରସ୍ତାବ ଗୃହିତ ହୋଇଛି । ଆଜି ଯୁବ ପରିଷଦର ଆବାହକ ଶ୍ରୀ ଦିଲ୍ଲୀପ ବେହେରାଙ୍କ ଅଧ୍ୟକ୍ଷତାରେ ନୃସିଂହନାଥ ସ୍ଥିତ ଭାଗବତତତ୍ତ୍ବ ଆଶ୍ରମ ପରିସରରେ ଅନୁଷ୍ଠିତ ବୈଠକରେ ୧ତାରିଖ ବାର୍ଷିକ ଉତ୍ସବ ଓ ଡିସେମ୍ବର ୨୭ତାରିଖ ଦିନ ଟେମରୀ ଗ୍ରାମ ଠାରେ ମାଧବ ସିଂ ଠାକୁରଙ୍କ ସ୍ମୃତିରେ ସହିଦ୍ ଦିବସ ପାଳନ ପାଇଁ ପ୍ରସ୍ତାବିତ ହୋଇ ଥିଲା । ୧୯୮୫ ମସିହା ଅଗଷ୍ଟ ୧୫ ତାରିଖ ଦିନ ଗନ୍ଧମାର୍ଦ୍ଦନ ପର୍ବତରେ ” ବାଳକୋ” ର ବକସାଇଟ୍ ଖଣି ପ୍ରକଳ୍ପ ବିରୁଦ୍ଧରେ ଜନ ଆନ୍ଦୋଳନ କରିବାର ପାଇଁ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଗଠିତ ହୋଇଥିଲା ।

ସେହି ଦିନ ଠାରୁ ପ୍ରତିବର୍ଷ ଅଗଷ୍ଟ ୧୯କୁ ସ୍ଥାପନ ଦିବସ ଓ ଜାନୁଆରୀ ୧କୁ ବାର୍ଷିକ ଉତ୍ସବ ଭାବେ ଗନ୍ଧମାର୍ଦ୍ଦନ ପରିଷଦ ପାଳନ କରି ଆସୁଛି । ୨୦୧୦ ମସିହା ଡିସେମ୍ବର ୨୭ ତାରିଖ ଦିନ ଗନ୍ଧମାର୍ଦ୍ଦନ ଆନ୍ଦୋଳନର ନେତା ମାଧବ ସିଂ ଠାକୁର ପୋଲିସ ଗୁଳିରେ ନିହତ ହୋଇଥିଲେ । ଟେମରୀ ଗ୍ରାମରେ ମାଧବ ସିଂ ଠାକୁରଙ୍କ ସ୍ମୃତିରେ ଏକ ସହିଦ୍ ସ୍ତମ୍ଭ ନିର୍ମିତ ହୋଇଛି । ଆସନ୍ତା ଜାନୁୟାରୀ ୧ ବାର୍ଷିକ ଉତ୍ସବରେ ଗନ୍ଧମାର୍ଦ୍ଦନ ପ୍ରସଙ୍ଗରେ ଅନେକ ଗୁରୁତ୍ୱ ଆଲୋଚନା ହେବ ବୋଲି ସ୍ଥିର କରାଯାଇଛି ।

କୋଭିଡ ନିୟମ ଅନୁଯାୟୀ କମ୍ ସଂଖ୍ୟାରେ ଗନ୍ଧମାର୍ଦ୍ଦନ ଆନ୍ଦୋଳନକାରୀ ଏଥିରେ ସାମିଲ ହେବା ପରେ ନୃସିଂହନାଥ ସିଂହ ଦ୍ବାରରୁ ୩୬ଟି ମଶାଳ ପ୍ରଜ୍ଜଳିତ ପାଇଁ ସ୍ଥିର ହୋଇଛି । ଆଜି ଅନୁଷ୍ଠିତ କେନ୍ଦ୍ରୀୟ କମିଟି ବୈଠକରେ ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ, ସାଧାରଣ ସଂପାଦକ ଦୁର୍ଯ୍ୟୋଧନ ପୁଟା,ପୂର୍ବତନ ଆବାହକ ଧିରେନ ମହାନ୍ତି,ରାହାସ ବିହାରୀ ସାହୁ,ଜଗଦିଶ ଲୁହାର,ସାମ୍ବାଦିକ ନିରୋଜ ପାଣୀ,କୈଲାସ ଦିଶାରୀ,ରାଜେନ୍ଦ୍ର ସେଠ,ଅନଙ୍ଗ ସିଂ,ଯୋଗୀ ଭୋଇ,ଲିଙ୍ଗରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

September 18, 2026
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

September 18, 2026
ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

September 18, 2026
ଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲେ ପଣ୍ଡିତ ବିନାୟକ ମିଶ୍ର

ଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲେ ପଣ୍ଡିତ ବିନାୟକ ମିଶ୍ର

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

September 18, 2026
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version