• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳି ବ୍ଳକର ୧୦ ଉଚ୍ଚ ବିଦ୍ୟାଳୟର ଭିତିଭୁମି ଅନୁଧ୍ୟାନ କଲେ ଜିଲ୍ଲାପାଳ ; ଜୁନ ୧୫ ମଧ୍ୟରେ ବିଦ୍ୟାଳୟ ଭିତିଭୂମି ଓ ଉତମ ପରିବେଶ ଶେଷ କରିବା ପାଇଁ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
December 22, 2020
in ଓଡ଼ିଶା, ଗଞ୍ଜାମ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ହିଞ୍ଜିଳି ବ୍ଳକର ୧୦ ଉଚ୍ଚ ବିଦ୍ୟାଳୟର ଭିତିଭୁମି ଅନୁଧ୍ୟାନ କଲେ ଜିଲ୍ଲାପାଳ ; ଜୁନ ୧୫ ମଧ୍ୟରେ ବିଦ୍ୟାଳୟ ଭିତିଭୂମି ଓ ଉତମ ପରିବେଶ ଶେଷ କରିବା ପାଇଁ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଡିସେମ୍ବର ମଙ୍ଗଳବାର ) ହିଞ୍ଜିଳିକାଟୁ :-  ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୂଳ ଲକ୍ଷ୍ୟ ରହିଛି । ଏଥି ପୂର୍ବରୁ ହିଞ୍ଜିଳିକାଟୁ ପୌରାଂଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ ଘୋଷଣା କରାଯାଇଥିଲା । ସ୍ଥାନୀୟ ବ୍ଳକର ୨୩ଟି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସକାଶେ ଗଞ୍ଜାମ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ଓ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତାଙ୍କ ସହ ଆଲୋଚନା କରିଛନ୍ତି । ଏହି ପରିପ୍ରେକ୍ଷୀରେ ସେମାବାର ସକାଳେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳିକାଟୁ ଗ୍ରସ୍ତ କରିଛନ୍ତି ।

ହିଞ୍ଜିଳିକାଟୁ ବ୍ଳକ କାର୍ଯ୍ୟାଳୟରେ ପଂହଚି ବିଡ଼ିଓଙ୍‌କ ସହ ସ୍ଥାନୀୟ ବ୍ଳକର ବିଭିନ୍ନ ପଂଚାୟତର ଉନ୍ନୟନ ମୂଳକ କାର୍ଯ୍ୟ ସର୍ମ୍ପକରେ ଆଲୋଚନା କରିଥିଲେ । ପରେ ସ୍ଥାନୀୟ ବ୍ଳକର କଂଚୁରୁ, ଦୟାପଲ୍ଲୀ, ଖରିଡ଼ା, ରାଳବ, ନନ୍‌ଦିକ, ପୁଟିଆପଦର, ଧୋବାଡ଼ି, ସାହାପୁର, ବେଲଗାଁ ଓ ଗଣ୍ଡଳା ପଂଚାୟତରେ ରହିଥିସବା ୧୦ଟି ଉଚ୍ଚ ବିଦ୍ୟାଳୟର ଭିତିଭୂମି ଅନୁଧ୍ୟାନ କରିଥିଲେ । ପାଠାଗାର, କମ୍ପ୍ୟୁଟର ପ୍ରକୋଷ୍ଠ, ଉନ୍ନତ ମାନର ଶୌଚାଳୟ, ପାନୀୟଜଳର ବନ୍ଦୋବସ୍ତ, ସ୍ମ୍ରାଟ୍ କ୍ଳାସରୁମ ଆସନ୍ତା ଜୁନ ୧୫ ତାରିଖ ସୁଦ୍ଧା ଶେଷ କରିବା ସକାଶେ ବିଭାଗୀୟ ଅଧିକାରୀ ଓ ସରଂପଚ, ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟଙ୍କୁ ଅବଗତ କରିଥିଲେ ।

ବିଦ୍ୟାଳୟ ଭତିଭୂମିର ପୁର୍ନବିନ୍ୟାସ ସହ ଉତମ ପରିବେଶ ବ୍ୟବସ୍ଥା ସର୍ମ୍ପକରେ ଜିଲ୍ଲାପାଳ କୁଲାଙ୍ଗେ ଗୁରୁତ୍ୱାରୋପ କରିଥିଲେ । ପରେ ଜିଲ୍ଲାପାଳ ମନରେଗା ଯୋଜନାରେ ଅନ୍ତର୍ଭୁକ୍ତ ଥିବା ମୋ ଉପକାରୀ ବଗିଚା, ଘାସ ଚାଷ ଏବଂ ଜମି ସମତୁଲ ସହ ହିଡ଼ ମଜବୁତ ଉପରେ ଚାଲିଥିବା ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ । ମୁଖ୍ୟତଃ ଗ୍ରାମୀଣ ଅଧିବାସଙ୍କ ଆର୍ଥୀକ ମାନଦଣ୍ଡ ଉପରେ ଅଭିବୃଦ୍ଧି ଗଟିବା ସହ ହିତାଧିକାରୀ ମାନେ ସ୍ୱାବଲମ୍ବୀ ହୋଇପାରିବେ ସେଥି ପ୍ରତି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।  ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ବିଡ଼ିଓ ପ୍ରସନ କୁମାର ପାତ୍ର, ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ସହାକାରୀ ଯନ୍ତ୍ରୀ ପ୍ରମୋଦ କୁମାର ନାୟକ, ପଂଚାୟତ ନିର୍ବାହୀ ଅଧିକାରୀ, ଜନ ପ୍ରତିନିଧି, କନିଷ୍ଠ ଯନ୍ତ୍ରୀ, ସଂପୃକ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।  ପ୍ରକାଶ ଥାଉକି, ଗତ ୩୧ ଜାନୁୟାରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି. କାର୍ତିକେୟାନ ପାଣ୍ଡିୟାନ ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥାନୀୟ ବ୍ଳକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ବିଦ୍ୟାଳୟ ଗୁଡ଼ିକର ଅଭାବ, ଅସୁବିଧା ସର୍ମ୍ପକରେ ବିଭାଗୀୟ ଅଧିକାରୀ ଓ କର୍ତୁପକ୍ଷଙ୍କ ସହ ଆଲୋଚନା କରିଥିଲେ । ଏବଂ ଚଳିତ ମାସ ୯ ତାରିଖରେ ଗଞ୍ଜାମ ଜିଲ୍ଲାପା କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥାନୀୟ ବ୍ଳକର ୧୩ଟି ଉଚ୍ଚ ବିଦ୍ୟାଳୟର ଭିତିଭୂମି ଅନୁଧ୍ୟାନ କରି ଫେରିଥିଲେ । (ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version