• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତ ସମିତିସ୍ତରରେ କୃଷି ନିମନ୍ତେ ସ୍ୱତବ ବୈଠକ କରାଯିବ : ପଞ୍ଚୟତିରାଜ ମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 23, 2020
in ଓଡ଼ିଶା, ବାଣିଜ୍ୟ, ମନୋରଞ୍ଜନ, ହୋମ୍
0
ପଞ୍ଚାୟତ ସମିତିସ୍ତରରେ କୃଷି ନିମନ୍ତେ ସ୍ୱତବ ବୈଠକ କରାଯିବ : ପଞ୍ଚୟତିରାଜ ମନ୍ତ୍ରୀ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 22.1.2020 :- କୃଷି ଓ କୃଷକଙ୍କ ଉନ୍ନତି ନିମନ୍ତେ ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହି ପରିପ୍ରେକ୍ଷୀରେ ପଞ୍ଚାୟତ ସମିତି ସ୍ତରରେ କୃଷିର ଉନ୍ନତି ସଂପର୍କରେ ସ୍ୱତବ ବୈଠକ କରାଯିବା ପାଇଁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପଦ କ୍ଷେପ ନିଆଯାଉଛି ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ୍‌, ଗୃହନିର୍ମାଣ ଓ ନଗର ଉନ୍ନୟନ୍ନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ।

ଏହି ସ୍ୱତବ ବୈଠକରେ କୃଷି ବିଭାଗର ଅଧିକାରୀଙ୍କ ସମେତ ଉଦ୍ୟାନକୃଷି, ମୃତ୍ତିକାସଂରକ୍ଷଣ ଓ ଜଳଛାୟା ଉନ୍ନୟନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ସମବାୟ, ବିଦ୍ୟୁତ ଓ ଅନ୍ୟ କୃଷି ସଂପକ୍ତ ବିଭାଗଗୁଡ଼ିକୁ ସାମିଲ କରାଯାଇ ସ୍ଥାନୀୟ ଅଞ୍ଚଳରେ ଉପଲ୨ ମୃର୍ତ୍ତିକା ଓ ଜଳସେଚନ ସୁବିଧାକୁ ଦୃଷ୍ଟିରେ ରଖି କୃଷିକାର୍ଯ୍ୟ କରାଯାଇପାରିବ । ଆଜି ଜନତା ମଇଦାନରେ “କୃଷି ଓଡ଼ିଶା-୨୦୨’ର ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଜେନା କହିଲେ ଯେ ରାଜ୍ୟର ମୋଟ ଲୋକସଂଖ୍ୟାର ଏକ ବୃହତ୍ ଭାଗ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଜୀବନ ଜୀବିକା ନିର୍ବାହ କରୁଥିବା ଓ କୃଷକ ମାନେ ଗ୍ରାମ୍ୟ ଅର୍ଥନୀତିର ମେରୁଦଣ୍ଡ ହୋଇଥିବାରୁ ରାଜ୍ୟ ସରକାର କୃଷକମାଙ୍କ ଉନ୍ନତି ନିମନ୍ତେ ଅନେକଗୁଡ଼ିଏ ଯୁଗାନ୍ତକାରୀ ଯୋଜନା ପ୍ରଣୟନ କରିଛନ୍ତି ।

ଏହି ଯୋଜନାଗୁଡ଼ିକ ସଂପର୍କରେ ଚାଷୀମାନଙ୍କୁ ଅବଗତ କରାଇବା ଓ ଉନ୍ନତ ଚାଷ ପ୍ରଣାଳୀ ସଂପର୍କରେ ସଚେତନ କରାଇବା ଦିଗରେ ପଞ୍ଚୟତିରାଜ ପ୍ରତିନିଧିମାନେ ବିଶେଷ ଭୂମିକା ଗ୍ରହଣ କରିପାରିବେ । ବିଗତ ଦୁଇଦଶନ୍ଧି ମଧ୍ୟରେ ଓଡ଼ିଶାରେ କୃଷି ବିଶେଷ ସଫଳତା ହାସଲ କରି ଅନେକବାର ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବାବେଳେ ପଞ୍ଚାୟତିରାଜ ଜପ୍ରତିଧିଙ୍କର ସକ୍ରିୟ ଭୂମିକା ଓଡ଼ିଶାର କୃଷିକୁ ଆଉ ଦୁଇପାଦ ଆଗକୁ ନେଇପାରିବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଥିଲେ ।

ଏଥି ସହିତ କୃଷିଜାତ ଦ୍ରବ୍ୟକୁ ମୂଲ୍ୟଯୁକ୍ତ କରିବା ସହିତ ଏହାର ବିପଣନ ଦିଗରେ ଓରମାସ୍ ବିଶେଷ ଭୂମିକା ଗ୍ରହଣ କରିଛି ବୋଲି କହିଥିଲେ । ଉତ୍ସବରେ ଅଧ୍ୟକ୍ଷତା କରି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଲେ ଯେ କୃଷି କ୍ଷେତ୍ରରେ ରାଜ୍ୟ ଅନେକ ସଫଳତା ହାସଲ କରିଥିବାବେଳେ ରାଜ୍ୟ ସରକାର ଫସଲର ବିବିଧତା ଉପରେ ଗୁରୁତ୍ୱ ଦେଉଛନ୍ତି ।

ଫସଲ ଅମଳ ପରବର୍ତ୍ତୀ ପରିଚାଳନା ଓ ଏହାକୁ ଉପଯୁକ୍ତ ମୂଲ୍ୟରେ ବିକ୍ରିକରି କୃଷକ ମାନଙ୍କ ଆୟବୃଦ୍ଧି କରିବା ପାଇଁ ବିଭାଗ ପଦକ୍ଷେପ ନେଉଥିବାବେଳେ ପଞ୍ଚାୟତିରାଜ ଜନପ୍ରତିନିଧିମାଙ୍କର ଏ ଦିଗରେ ପୂର୍ଣ୍ଣ ଯୋଗଦାନ ରହିଛି । ରାଜ୍ୟ ସରକାରଙ୍କ ଓଡ଼ିଶା ମିଲେଟ୍ ମିଶନ, “ଜଜାତି ଅଧ୍ୟୁଷିତ ୧୪ଟି ଜିଲ୍ଲାର ୭୦ଟି ବ୍ଲକ୍‌ରେ ମାଣ୍ଡିଆ ଚାଷରେ ଅପାର ସଫଳତା ଲାଭ କରି ସାରା ଦେଶରେ ଏକ ଉଦାହରଣ ସୃଷ୍ଟି କରିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଉତ୍ସବରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ କୃଷି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version