• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲଉଡିଦରହା ସରପଞ୍ଚଙ୍କ ବିଭିନ୍ନ ସ୍ଥାନରେ ଉନ୍ନୟନ ମୂଳକ କାର୍ଯ୍ୟ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
December 24, 2020
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ଲଉଡିଦରହା ସରପଞ୍ଚଙ୍କ ବିଭିନ୍ନ ସ୍ଥାନରେ ଉନ୍ନୟନ ମୂଳକ କାର୍ଯ୍ୟ – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଡିସେମ୍ବର ବୁଧବାର) ପଦ୍ମପୁର :- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଲଉଡିଦରହା ପଞ୍ଚାୟତ ର ଗୌଡ଼ମାଲ, ନିଲଜିପତ୍ରା,  ଡୁଙ୍ଗରିପାଲି, କୁର୍ମା,ସିକାରିପାଲି ଗ୍ରାମ ମାନଙ୍କ ରେ ଉନ୍ନୟନ ମୂଳକ କାର୍ଯ୍ୟ ତଥା ମହାତ୍ମା ଗାନ୍ଧୀ ଗ୍ରାମୀଣ ଯୋଜନା ତରଫରୁ ୨୦ଲକ୍ଷ ଟଙ୍କାର ପଞ୍ଚାୟତ ଅଫିସ ଠାରେ ଗେଷ୍ଟ ହାଉସ ନିର୍ମାଣ କରିବାକୁ ନେଇ ସାଧାରଣ ରେ ଆନନ୍ଦ ପ୍ରକାଶ ପାଇ ଆଲୋଚନା ହେଉଛି।ସୂଚନା ଅନୁସାରେ ଲଉଡିଦରହା ପଞ୍ଚାୟତର ସରପଞ୍ଚ ବଳରାମ ଖମାରି ୨୦୧୭ମସିହାରେ ସରକାର ଙ୍କ ଦ୍ଵାରା ପ୍ରସ୍ତୁତ ପିଠା କାର୍ଯ୍ୟକ୍ରମରେ ସଫଳ ହୋଇ ବ୍ଲକ ପକ୍ଷ ରୁ ପ୍ରଶଂସିତ ହୋଇଥିଲେ ।

ପଞ୍ଚାୟତ ରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବିଭିନ୍ନ ସ୍ଥାନ ରେ ଉନ୍ନୟନ ମୂଳକ କାର୍ଯ୍ୟ ର ପୂର୍ଣ୍ଣାଙ୍ଗ ହେବାକୁ ଯାଉଥିବା ଦେଖିବାକୁ ମିଳୁଛି।ଲଉଡିଦରହା ପଞ୍ଚାୟତର ଡୁଙ୍ଗରିପାଲି ଗ୍ରାମ ଠାରେ ପନିପରିବା ଚାଷୀ ମାନଙ୍କ ସୁବିଧା ନିମନ୍ତେ ପନିପରିବା ବଜାର ଆରମ୍ଭ କରିଛନ୍ତି। କୋଭିଡ ୧୯ – ପାଇଁ ଦୀର୍ଘ ୧୦ ମାସ ବଜାର ବନ୍ଦ ରହିଥିଲା।ପନିପରିବା ଚାଷୀ ମାନେ ସରପଞ୍ଚ ଙ୍କ ଠାରେ ଅଭିଯୋଗ କରିବାରୁ ଗତ ୨୧/୧୨ ସୋମବାର ମାସ୍କ ବାଣ୍ଟି ବଜାର ଶୁଭାରମ୍ଭ କରିଥିଲେ।ଚାଷୀମାନେ ତଥା ଜନସାଧାରଣ ସରପଞ୍ଚଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। (ବରଗଡ଼ ଜିଲ୍ଲା ପଦ୍ମପୁର/ରିପୋର୍ଟ-ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026
ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ

ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version