• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଏମକେସିଜି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟର କର୍ମଚାରୀ ମାନେ ସମ୍ପାଦକଙ୍କ ଅମାନବୀୟ କାର୍ଯ୍ୟ ଓ ଦୁର୍ନିତିର ତଦନ୍ତ ପାଇଁ ଲିଖିତ ଭାବେ ଜଣାଇଲେ ଜିଲ୍ଲାପାଳଙ୍କୁ  

Proprietor Abhimanyu Maharana by Proprietor Abhimanyu Maharana
December 24, 2020
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଏମକେସିଜି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟର କର୍ମଚାରୀ ମାନେ ସମ୍ପାଦକଙ୍କ ଅମାନବୀୟ କାର୍ଯ୍ୟ ଓ ଦୁର୍ନିତିର ତଦନ୍ତ ପାଇଁ ଲିଖିତ ଭାବେ ଜଣାଇଲେ ଜିଲ୍ଲାପାଳଙ୍କୁ  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ(୨୪ ଡିସେମ୍ବର ଗୁରୁବାର) ପାରଳାଖେମୁଣ୍ଡି  : – ଗଜପତି ଜିଲ୍ଲା ର ମୋହନା ଠାରେ ଅବସ୍ଥିତ ଏମକେସିଜି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ବହୁଦିନ ଧରି କାର୍ଯ୍ୟରତ ଶିକ୍ଷକ ଓ କର୍ମଚାରୀଙ୍କ ଦୀର୍ଘ ବର୍ଷ ଧରି ରହିଥିବା ପ୍ରାପ୍ୟ ନ ଦେଇ ବିଦ୍ୟାଳୟର ସମ୍ପାଦକ ଦଣ୍ଡାସି ସାହୁ କରୋନା ସମୟରେ ବହୁବର୍ଷ ଧରି ବିଦ୍ୟାଳୟରେ କାର୍ଯ୍ୟ କରି ଆସୁଥିବା ୮ ଜଣ କର୍ମଚାରୀଙ୍କୁ ବିଦ୍ୟାଳୟରୁ ମନମୁଖୀ ଭାବେ ବହିଷ୍କୃତ କରିଛନ୍ତି । ଏହା ଏକ ଅମାନବୀୟ କାର୍ଯ୍ୟ ହୋଇଥିବା ଯୋଗୁଁ ବିଦ୍ୟାଳୟର କର୍ମଚାରୀମାନେ ମିଳିତ ଭାବେ ୨୩/୧୨ ମଂଗଳବାର ଦିନ ଗଜପତି ଜିଲ୍ଲାପାଳ ,ଉପଜିଲ୍ଲାପାଳ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଭେଟି ବିଦ୍ୟାଳୟର ସଂପାଦକ ଦଣ୍ଡାସି ସାହୁଙ୍କ ଦୁର୍ନିତୀ, ଶୋଷଣ, କଳାକାର ନାମା ଓ ମନମୁଖୀ କାର୍ଯ୍ୟକଳାପ ଉପରେ ଲିଖିତ ଅଭିଯୋଗ କରିବା ସହିତ ଏହାର ପ୍ରତିକାର ସଂପର୍କରେ ଆଲୋଚନା କରିଥିଲେ ।

ଜିଲ୍ଲା ଅଧିକାରୀ ମାନେ ଏହି ସମସ୍ୟାର ତୁରନ୍ତ ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ଅପର ପକ୍ଷେ ସରକାରଙ୍କ ବିନାନୁମତିରେ ବିଦ୍ୟାଳୟର ନାମ ପରିବର୍ତ୍ତନ କରି ଜିଲ୍ଲା ଓ ଜିଲ୍ଲା ବାହାରୁ ଶିକ୍ଷିତ ଯୁବକ/ଯୁବତୀ ମାନଙ୍କ ଠାରୁ ମୋଟା ଅଙ୍କର ଉତ୍କୋଚ ଗ୍ରହଣ କରି ସେମାନଙ୍କୁ ଚ।କିରୀ ଦେବା ପାଇଁ କହି ଠକି ଭୂଆଁ ବୁଲାଇଛନ୍ତି । କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ୧୪ ଗୋଟି ପଦବୀ ଅନୁମୋଦନ ଲାଭ କରି ଆସୁଥିବା ବେଳେ ବିଦ୍ୟାଳୟରେ ପ୍ରାୟ ୫୦ ଜଣଙ୍କୁ ନୂତନ ପଦପଦବୀ ରେ ସଂପାଦକ କମିଟିର ବିନା ପରାମର୍ଶରେ ନିଯୁକ୍ତି କରିଥିବାରୁ ପରିଚାଳନା କମିଟିର ସଦସ୍ୟ/ସଦସ୍ୟା ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହି ମହାଘୋଟଲାର ଉଚ୍ଚସ୍ତରୀୟ ତଦନ୍ତ କରିବାପାଇଁ କର୍ମଚାରୀ , ଅଞ୍ଚଳବାସୀ ଓ ବୁଦ୍ଧିଜୀବି ମାନେ ମତବ୍ୟକ୍ତ କରିଛନ୍ତି । (ପାରଳାଖେମୁଣ୍ଡି/ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version