• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଗପହଣ୍ଡିରେ ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
December 26, 2020
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ଦିଗପହଣ୍ଡିରେ ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଡିସେମ୍ବର ଶନିବାର ) ଦିଗପହଣ୍ଡି :- ଦିଗପହଣ୍ଡି ରେ ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ ପାଳନ  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବିଜେଡି ପକ୍ଷରୁ ଶନିବାର ଦିନ ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ସ୍ମୃତି ଚାରଣ ଉଦ୍ଦେଶ୍ୟରେ ୨୪ ତମ ପ୍ରତିଷ୍ଠା ଦିବସ ପାଳନ ହୋଇ ଯାଇଥିବା ଜଣାପଡିଛି । ଦିଗପହଣ୍ଡି ବ୍ଳକ ବିଜେଡି ସଭାପତି ଉଦୟନାଥ ସ୍ବାଇଁଙ୍କ ନେତୃତ୍ୱରେ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ୍ . ନିରଞ୍ଜନ ରେଡ୍ଡୀ , ସରପଞ୍ଚ ସଂଘ ସଭାପତି କେ . ହରିବନ୍ଧୁ ରେଡ୍ଡୀ , ପୂର୍ବତନ ନଗର ସଭାପତି ପ୍ରମୋଦ ପାଣିଗ୍ରାହୀ , ସରପଞ୍ଚ ବି . କ୍ରିଷ୍ଣାରାଓ ସୁବୁଦ୍ଧି ସମେତ ବହୁ ଦଳୀୟନେତା ଓ କର୍ମୀମାନଙ୍କ ଆୟୋଜିତ ଦିବସରେ ଏକତ୍ରିତ ହୋଇ ଦିଗପହଣ୍ଡି ପୁଞ୍ଜିକୟା ଚାରିଛକ ଠାରେ ଥିବା କଳିଙ୍ଗ ବରପୁତ୍ର ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ ।

ଏହାପରେ ଦଳୀୟ କର୍ମୀଙ୍କ ଗହଣରେ ନଗର ପରିକ୍ରମା କରିବା ସହ ଦିଗପହଣ୍ଡି ଘୋଡାହଡ ଜଳସେଚନ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଏକ ସଭାକାର୍ଯ୍ୟ ଆୟୋଜନ କରିଥିଲେ । ଖବରପ୍ରକାରେ , ଶନିବାର ବିଜୁ ଜନତା ଦଳ ସଫଳତାର ସହ ୨୪ ବର୍ଷରେ ପାଦ ଦେଇଥିବା ବେଳେ ଦୀର୍ଘ ଦୁଇ ଦଶନ୍ଧି ଧରି ଓଡ଼ିଶାରେ କ୍ଷମତାରେ ରହିଆସିଛି । ଏହି ଆଞ୍ଚଳିକ ଦଳର ପ୍ରତିଷ୍ଠା ଦିବସ ଆଜି ରାଜ୍ୟ ଓ ବିଭିନ୍ନ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯାଇଛି । ବିଜେଡିର ଯୁବ, ଛାତ୍ର ଓ ରାଜ୍ୟ କାର୍ଯ୍ୟକାରିଣୀରେ ନଂ-୧ ଓଡ଼ିଶା ଗଠନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ଚିତ୍ର ଦେଖାଇଛନ୍ତି , ତାକୁ ଗାଁ ଗାଁରେ ପହଞ୍ଚାଇବା ପାଇଁ ପ୍ରତିଷ୍ଠା ଦିବସରେ ଖସଡ଼ା ପ୍ରସ୍ତୁତ କରାଯାଇଛି । ରାଜ୍ୟବାସୀ ଏନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଉପରେ ଆସ୍ଥା ପ୍ରକଟ କରି ଆସୁଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦକ୍ଷ ନେତୃତ୍ୱ ଆଜି ରାଜ୍ୟବାସୀଙ୍କ ଏକ ଉତ୍ତରଦାୟୀ ସରକାର ପାଇଛନ୍ତି ।

ଏଥିସହ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଦୃଢ଼ କରିବା ପାଇଁ ଏହି ଦିବସରେ ଆମେ ଏକ , ଏହି ମନୋଭାବ ରଖି ସମସ୍ତେ ମିଳିମିଶି ଦଳର ସଫଳତାକୁ ଆଗେଇ ନେବା ସହ ଦଳକୁ ସୁଦୃଢ କରିବା ପାଇଁ ନିଷ୍ପତ୍ତି ନେଇଥିବା କହିଛନ୍ତି । ଏହି ଦିବସରେ ଅନ୍ୟ ମାନଙ୍କ ମଧ୍ୟରେ ମହିଳା ସଭାନେତ୍ରୀ ଉମା ମହେଶ୍ୱରୀ ସେଠୀ , ସରପଞ୍ଚ ଚୈତନ୍ୟ ପ୍ରଧାନ , ଉଷାନ୍ତ ସାହୁ , ବିଭୂତି ଭୂଷଣ ମହାପାତ୍ର , ସରପଞ୍ଚ ପ୍ରତିନିଧି ସରୋଜ ଜେନା , ଏସ୍ . ଗାନ୍ଧୀ ଦୋରା , ଭଗବାନ ବାଡତ୍ଯା , ଅସିତ ସାହୁ , ଜିଲ୍ଲା ପରିଷଦ ରାଜେନ୍ଦ୍ର ଦୋରା , ରବିନ୍ଦ୍ର ଗୈାଡ , ପାଣି ପଞ୍ଚାୟତ ସଭାପତି ରମେଶ ଚନ୍ଦ୍ର ପାତ୍ର, ସଂପାଦକ କିର୍ତ୍ତୀଚନ୍ଦ୍ର ଗୈାଡ , ପୂର୍ବତନ ସରପଞ୍ଚ ପ୍ରତିନିଧି ବିଜୟ ପ୍ରଧାନ , ରମେଶ ଚନ୍ଦ୍ର ପାଢ଼ୀ , ବ୍ଳକ ଯୁବ ସଭାପତି ଚିତ୍ରସେନ ଗୌଡ଼ , ଛାତ୍ର ବିଜେଡି ସଭାପତି ରାଜ କିଶୋର ମହାନ୍ତି , ସଂପାଦକ ବିକ୍ରମ ସିଂ , ନାଏବ ସରପଞ୍ଚ ଜଗନ୍ନାଥ ପ୍ରଧାନ ପ୍ରମୁଖ ଯୋଗଦାନ କରିଥିଲେ ।(ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version