• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଚେତନତା ରଥର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
December 26, 2020
in ଓଡ଼ିଶା, କରୋନା, ଗଞ୍ଜାମ, ହୋମ୍
0
ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଚେତନତା ରଥର ଶୁଭାରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଡିସେମ୍ବର ଶନିବାର ) ଗଞ୍ଜାମ :-ଗଞ୍ଜାମ ଜିଲ୍ଲାରେ କରୋନାକୁ ପ୍ରତିହତ କରିବା ପାଇଁ ୟୁନିସେଫ୍ ଓଡିଶା ଶାଖା ସହାୟତାରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଯୋଡି ଶଙ୍ଖ ବାଦନ ପୂର୍ବକ କୋଭିଡ୍ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ କରାଯାଇଛି । ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ପୂର୍ବାହ୍ନରେ ସବୁଜ ପତାକା ଦେଖାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ସଚେତନତା ରଥ ଆଜି ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଦୈନିକ ଦୁଇଟି ବ୍ଲକ୍ ହିସାବରେ ମୋଟ୍ ଦଶଟି ବ୍ଲକ୍ ପରିକ୍ରମା କରି ଲୋକଙ୍କ ନିକଟରେ ସଚେତନତାର ବାର୍ତ୍ତା ପହଞ୍ଚାଇବ । ଏହି ଅବସରରେ ସ୍ଥାନୀୟ ଲୋକ କଳାକାରମାନେ ମଧ୍ୟ ଏହି ସଚେତନତା କାର୍ଯ୍ୟରେ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଲୋକ କଳାକାର ମାନଙ୍କ ଦ୍ବାରା କୋଭିଡ୍ ସଚେତନତା ବାର୍ତ୍ତା ପହଁଚାଇବାର ନୂଆ ଚିନ୍ତାଧାରା ଲୋକମାନଙ୍କ ପାଇଁ ମଙ୍ଗଳଦାୟକ ସାବ୍ୟସ୍ତ ହୋଇପାରିବ । ଏହି ରଥ କରୋନା ମହାମାରୀରୁ ରକ୍ଷାପାଇଁ ଏବଂ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନ ସାଧାରଣଙ୍କୁ ସଚେତନ କରିବ । ପର୍ଯ୍ୟାୟ କ୍ରମେ ଏହି ରଥ ଜିଲ୍ଲାସାରା ପରିକ୍ରମା କରାଇ ଲୋକଙ୍କୁ ସଚେତନ କରାଇବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ଆଜି ପୂର୍ବାହ୍ନରେ ଛତ୍ରପୁର ବ୍ଲକ୍ ଓ ଅପରାହ୍ନ ରେ ହିଞ୍ଜିଳି ବ୍ଲକ୍, ୨୬ ତାରିଖ ଦିନ କବି ସୂର୍ଯ୍ୟନଗର ଓ ପୋଲସରା ବ୍ଲକ୍, ୨୭ ତାରିଖ ଦିନ ଭଞ୍ଜନଗର ଓ ଶେରଗଡ ବ୍ଲକ୍, ୨୮ ତାରିଖ ଦିନ ସାନଖେମୁଣ୍ଡି ଓ ଦିଗପହଣ୍ଡି ବ୍ଲକ୍ ଏବଂ ୨୯ ତାରିଖ ଦିନ ରଙ୍ଗେଇଲୁଣ୍ଡା ବ୍ଲକ୍ ଓ ବ୍ରହ୍ମପୁର ମ୍ୟୁନିସପାଲଟି ପରିକ୍ରମଣ କରି ଜନସାଧାରଣଙ୍କୁ ସଚେତନ କରାଇବ । କରୋନା ମହାମାରୀକୁ ରୋକିବା ପାଇଁ ଔଷଧ ବାହାରିବା ଓ ଏହାର ସଫଳ ଫଳପ୍ରଦ ହେବା ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ମାସ୍କ ବ୍ୟବହାର କରିବା, ସାମାଜିକ ଦୂରତ୍ବ ରକ୍ଷା କରିବା ଓ ୪୦ ସେକେଣ୍ଡ ଧରି ହାତ ଧୋଇବା ଅଭ୍ୟାସକୁ ମାନି ଚଳିବା ସମ୍ପର୍କରେ ସଚେତନତା ଜାରି ରହିବାର ଆବଶ୍ୟକତା ରହିଛି ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହା ବିଦ୍ୟାଳୟ ରେ ୧୫୦ଟି ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ଅଛି । ସଂପ୍ରତି ଜିଲ୍ଲାରେ ମାତ୍ର ୨୧ ଟି କରୋନା ଆକ୍ଟିଭ୍ କେସ୍ ରହିଛି । ନୂଆବର୍ଷ ଉପଲକ୍ଷେ ପିକନିକ୍ ସ୍ପଟ୍ ଗୁଡିକରେ ମଧ୍ୟ ଗହଳି ନ କରିବା ପାଇଁ ପରାମର୍ଶ ଦେଇଥିଲେ । ଜିଲ୍ଲାର ସମସ୍ତ ଅଧିକାରୀ ମାନେ ମୁଖ୍ୟ କାର୍ଯ୍ୟାଳୟ ନ ଛାଡିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶଙ୍କର୍ଷଣ ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ଏବଂ ସମସ୍ତ ସାମ୍ବାଦିକ ଗଣ ଉପସ୍ଥିତ ଥିଲେ ।  (ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026

Recent News

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version