• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନ୍ନଦାତାଙ୍କ ମନ କି ବାତ୍ ଶୁଣିବା ପାଇଁ କ୍ରାନ୍ତିକାରୀ କୃଷକ ସଭାର ଘଣ୍ଟଥାଳି ପ୍ରତିବାଦ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଅନ୍ନଦାତାଙ୍କ ମନ କି ବାତ୍ ଶୁଣିବା ପାଇଁ କ୍ରାନ୍ତିକାରୀ କୃଷକ ସଭାର ଘଣ୍ଟଥାଳି ପ୍ରତିବାଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଡିସେମ୍ବର ସୋମବାର ) ଗଞ୍ଜାମ  :-  ହିଞ୍ଜିଳିକାଟୁ ଅନ୍ନଦାତାଙ୍କ ଦାବିକୁ ସମ୍ମାନ ଜଣାଇବା ବଦଳରେ ମାସକରୁ ଅଧିକ ଦିନ ହାଡଭଙ୍ଗା ଶୀତ କାକରରେ ଲକ୍ଷ ଲକ୍ଷ ଚାଷୀ ଦିଲ୍ଲୀର ପ୍ରବେଶ ପଥରେ ପଡି ରହି ଦେଶବାସୀଙ୍କ ପାଇଁ ଐତିହାସିକ ସଂଘର୍ଷ କରୁଛନ୍ତି । ସେମାନଙ୍କ ଦାବି କୁ ତୁରନ୍ତ ମାନିନେବା ବଦଳରେ କୃଷକମାନଙ୍କୁ ‘ଖଲିସ୍ତାନୀ’, ‘ଦେଶଦ୍ରୋହୀ’, ‘ଅର୍ବାନ ନକ୍ସଲ’, ‘ବିରୋଧୀ ଦଳର ଚାଲ’ କହି ବଦନାମ କରିବାକୁ ଚେଷ୍ଟା କରୁଥିବା ମୋଦି ସରକାରଙ୍କ ମନ କି ବାତ୍ କାର୍ୟ୍ୟକ୍ରମ ସମୟରେ ଉଚିତ୍ ଜବାବ ଦେବା ପାଇଁ ସଂଯୁକ୍ତ କୃଷକ ମୋର୍ଚ୍ଚା ଓ ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ୱୟ ସମିତି ୨୭ ଡିସେମ୍ବର ଦେଶବ୍ୟାପୀ ଘଣ୍ଟଥାଳି ପିଟି ପ୍ରତିବାଦ କରିବା ପାଇଁ ଆହ୍ଵାନକୁ ଦେଇଥିଲା । ଏହାକୁସଫଳ କରିବା ପାଇଁ କ୍ରାନ୍ତିକାରୀ କୃଷକ ସଭା (ଏଆଇକେକେଏସ୍) ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ

ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ଚାନ୍ଦୁଳି ଗ୍ରାମପଞ୍ଚାୟତରେ କୃଷକ, ଭାଗଚାଷୀ ଓ କ୍ଷେତମୂଳିଆଙ୍କ ପକ୍ଷରୁ ଘଣ୍ଟଥାଳି ପିଟି ଗାଁରେ ଶୋଭାଯାତ୍ରା ସହ ପ୍ରତିବାଦ ସହ ସଚେତନ ପାଇଁ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କ୍ରାନ୍ତିକାରୀ କୃଷକ ସଭାର ରାଜ୍ୟ ସମ୍ପାଦକ ଶଙ୍କର ସାହୁ ନିଜ ବକ୍ତବ୍ୟରେ ପ୍ରକାଶ କରିଛନ୍ତି ଯେ ଏ ପର୍ୟ୍ୟନ୍ତ ୪୦ରୁ ଅଧିକ ଚାଷୀ ଜୀବନ ବଳିଦାନ ଦେଇସାରିଲେଣି ଏବଂ ସ୍ୱାଧୀନତା ପରେ ଏହା ଦେଶର ସବୁଠାରୁ ବଡ କୃଷକ ବିଦ୍ରୋହ । ଏହା ସତ୍ତ୍ୱେ ମୋଦି ସରକାର ତିନି କୃଷି ନୀତି ପ୍ରତ୍ୟାହାର କରୁନାହାନ୍ତି । ଚାଷୀ ମାନଙ୍କର ଦାବୀ ହେଉଛି ଯେ କର୍ପୋରେଟ ସପକ୍ଷରେ ସରକାର ଆଣିଥିବା ତିନି କୃଷି ଆଇନ୍କୁ ରଦ୍ଦ କରନ୍ତୁ ଏବଂ କୃଷିଜାତ ସମସ୍ତ ଦ୍ରବ୍ୟର ସର୍ବନିମ୍ନ ମୂଲ୍ୟକୁ ସୁନିଶ୍ଚିତ କରିବା ପାଇଁ ଏକ ଆଇନ୍ ଆଣନ୍ତୁ । ଆଦାନୀ-ଆମ୍ବାନୀ ଭଳି ବଡ ବଡ କର୍ପୋରେଟଙ୍କ ସ୍ୱାର୍ଥରେ ଏହି ସବୁ ଆଇନ୍ ଆଣି ଦେଶର ସର୍ବନାଶ କରନ୍ତୁ ନାହିଁ । (ରିପୋର୍ଟ : ଶେଷଦେବ ସାହୁ / ଶୁସାନ୍ତ ପ୍ରଧାନ , ହିଞ୍ଜିଳିକାଟୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version