• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩୦ରେ ଥାନାରେ ରୁପାନ୍ତରିତ ହେବ ବେଲଗୁଣ୍ଠା ଫାଣ୍ଡି , ଭାର୍ଚୁଆଲ୍ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
୩୦ରେ ଥାନାରେ ରୁପାନ୍ତରିତ ହେବ ବେଲଗୁଣ୍ଠା ଫାଣ୍ଡି , ଭାର୍ଚୁଆଲ୍ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଡିସେମ୍ବର ସୋମବାର ) ବେଲଗୁଣ୍ଠା :- ଆସନ୍ତା ୩୦ ତାରିଖରେ ବେଲଗୁଣ୍ଠା ଫାଣ୍ଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ଜରିଆରେ ନୁତନ ଥାନାକୁ ଉଦ୍ଘାଟନ କରିବେ । ଏ ନେଇ ୨୬ ତାରିଖରେ ସରକାରୀ ନିର୍ଦ୍ଦେଶ ନାମା ଆସିବା ପରେ ବେଲଗୁଣ୍ଠା ଫାଣ୍ଡିରେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଆଜି ସକାଳୁ ସକାଳୁ ଭଞ୍ଜନଗର ଏସ୍.ଡି.ପି.ଓ ସୁଭ୍ରାଂଶୁ ଶେଖର ମିଶ୍ର , ଭଞ୍ଜନଗର ଥାନାଧିକାରୀ ସୁଦୀପ୍ତ କୁମାର ସାହୁ ବେଲଗୁଣ୍ଠା ଫାଣ୍ଡିରେ ପହଞ୍ଚି ପ୍ରସ୍ତୁତି ତଦାରଖ କରିଥିଲେ । ଫାଣ୍ଡି ଅଧିକାରୀ ପ୍ରକାଶ କୁମାର ସାହୁ ଙ୍କ ତତ୍ତ୍ୱାବଧାନ ରେ ଫାଣ୍ଡିରେ ଥିବା ଜବତ ପୁରୁଣା ଗାଡିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ସହ ଅଳିଆ , ଆବର୍ଜନା ସଫା କରାଯାଇଥିଲା । ଦିନ ତମାମ ଫାଣ୍ଡି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀ ମାନେ ପ୍ରସ୍ତୁତି ଚଳାଇ ନୁତନ ଥାନାର ନବୀକରଣ କରିଥିଲେ । ବେଲଗୁଣ୍ଠା ଫାଣ୍ଡି ଥାନା ହେବା ଖବର ପ୍ରଚାରିତ ହେବା ପରେ ବେଲଗୁଣ୍ଠା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ।

ଏ ନେଇ ଅଞ୍ଚଳବାସୀ ଜିଲ୍ଲାପାଳ,ଏସ୍.ପି ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପୁର୍ବରୁ ବେଲଗୁଣ୍ଠା ଫାଣ୍ଡି ଥାନା ହେବାର ଥିଲେ ମଧ୍ୟ କୋଭିଡ କଟକଣା ପାଇଁ କିଛି ମାସ ବିଳମ୍ବ ଘଟିଥିଲା । ଗତ ନଭେମ୍ବର ମାସ ୧୮ ତାରିଖରେ ରାଜ୍ୟରେ ୬ଟି ନୁଆ ଥାନା ଯଥା ଭରତପୁର (ଭୁବନେଶ୍ୱର) , ଅନଗୁଳ ଜିଲ୍ଲାର ଅନୁଗୁଳ ସଦର , ଝାରସୁଗୁଡାର ସଦର ଥାନା , ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ,ଭଦ୍ରକ ଜିଲ୍ଲା ସବରଙ୍ଗ ଓ ପିର୍ ହାଟ ପାଇଁ ପାଇଁ ରାଜ୍ୟପାଳଙ୍କ ମୋହର ଲାଗିଲା ପରେ ବେଲଗୁଣ୍ଠାରେ ଥାନା ହେବା ନିଶ୍ଚିତ ହୋଇଯାଇଥିଲା । ଆସନ୍ତା ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନଫେରେନ୍ସିରେ ଉଦ୍‌ଘାଟନ କରିବାକୁ ଥିବା ବେଳେ ବେଲଗୁଣ୍ଠା ଠାରେ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ , ଗଞ୍ଜାମ ଏସ୍.ପି ବ୍ରିଜେଶ ରାୟ ଓ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଉପସ୍ଥିତ ରହି କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରିବେ । (ରିପୋର୍ଟ – ଶେଷଦେବ ସାହୁ , ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

July 16, 2026
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ  ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ  ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version