• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଚସ୍ପତିଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ଅନୁଷ୍ଠିତ : ୧୨୧ ୟୁନିଟ ରକ୍ତ ସଂଗ୍ରହ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବାଚସ୍ପତିଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ଅନୁଷ୍ଠିତ : ୧୨୧ ୟୁନିଟ ରକ୍ତ ସଂଗ୍ରହ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଡିସେମ୍ବର ସୋମବାର ) ଦିଗପହଣ୍ଡି :- ଓଡ଼ିଶା ବିଧାନସଭା ବାଚସ୍ପତି ତଥା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ବିଧାୟକ ଡା . ସୂର୍ଯ୍ୟନାରାୟଣ ପାତ୍ରଙ୍କ ଜନ୍ମଦିନ ଅବସରରେ ସୋମବାର ଦିନ ଦିଗପହଣ୍ଡି ପୂର୍ତ୍ତବିଭାଗ ଡାକବଙ୍ଗଳା ପ୍ରାଙ୍ଗଣରେ ଆଇନ ପରାମର୍ଶଦାତା ତଥା ବିଜେଡି ନେତା ରାମକୃଷ୍ଣ ପାଢୀଙ୍କ ନେତୃତ୍ୱରେ ଓଡିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବ୍ରହ୍ମପୁର ରକ୍ତଭଣ୍ଡାର ପକ୍ଷରୁ ୧୨୧ ୟୁନିଟ ରକ୍ତ ସଂଗ୍ରହ କରିଥିବା ଜଣାପଡ଼ିଛି । ସରପଞ୍ଚ ବି . କ୍ରିଷ୍ଣାରାଓ ସୁବୁଦ୍ଧି ସଭାପତିତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ଗଞ୍ଜାମ ଜିଲ୍ଲା ଜୀବନବିନ୍ଦୁ ସଂଯୋଜକ ତଥା ରାଜ୍ୟ ବିଜେଡି ସଂପାଦକ ସୁବାଷ ମହାରଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ସେହିପରି ବିଜେଡି ରାଜ୍ୟ ପରିଷଦ ସଭ୍ୟ ତଥା ବିଜେଡି ଜିଲ୍ଲା ସାଧାରଣ ସଂପାଦକ ଯୋଗେନ୍ଦ୍ର ସ୍ୱାଇଁ , ସାଧାରଣ ସଂପାଦକ ଜଗନ୍ନାଥ ସାବତ , ଦିଗପହଣ୍ଡି ବ୍ଳକ ଉପାଧ୍ୟକ୍ଷା ପ୍ରତିନିଧି ଏମ୍ . ନିରଞ୍ଜନ ରେଡ୍ଡୀ , ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ପୂର୍ବତନ ନଗରପାଳ ଭି . ରବିନାରାୟଣ ରାଜୁ , ସରପଞ୍ଚ ଭୀମସେନ ସାହୁ , ପୂର୍ବତନ କାଉନସିଲର ନିରୂପମା ପଟ୍ଟନାୟକ , ଖେମୁଣ୍ଡି ରକ୍ତଦାତା ସଂଘ ସଦସ୍ୟ ଭି . ଧର୍ମା ରାଜୁ , ବ୍ରହ୍ମପୁର ଯୁବ ବିଜେଡ଼ି ନେତା ସୁରେନ୍ଦ୍ର ମହାରଣା , ନଗର ବିଜେଡି ସଂପାଦକ ଯୁଧିଷ୍ଠିର ସ୍ବାଇଁ , କୋଷାଧ୍ୟକ୍ଷ ସୁରେନ୍ଦ୍ର ପଟ୍ଟନାୟକ , ଆଇନଜୀବୀ ରଞ୍ଜନ ବେହେରା ,ନଗର ବିଜେଡି ସଂଯୋଜକ ମାଗୀ ସେଠୀ , ରାଜ୍ୟ ବିଜେଡି ଛାତ୍ର ସଂପାଦକ ସୁନୀଲ ଗୈାଡ , ଯୁବନେତା ସଞ୍ଜୟ ପାଣିଗ୍ରାହୀ , ବଳରାମ ମହାରଣା , ତାରାପ୍ରସାଦ ପଟ୍ଟନାୟକ , ଶିବଶଙ୍କର ଗୈାଡ , ଆଇନଜୀବୀ ହରପ୍ରସାଦ ରଥ ପ୍ରମୁଖ ସମ୍ମାନୀୟ

ଅତିଥି ରୂପେ ମଞ୍ଚାସୀନ ରହିଥିଲେ । ଏହି ପରିପ୍ରେକ୍ଷୀରେ ଦିଗପହଣ୍ଡି ବ୍ଳକର ୧୨୧ ଜଣ ଯୁବକ ରକ୍ତଦାନ କରିଥିଲେ । ତେବେ ଆୟୋଜିତ ଶିବିରରେ ଅତିଥିମାନେ ଅଂଶଗ୍ରହଣ କରିଥିବା ରକ୍ତଦାତା ମାନଙ୍କୁ ଉତ୍ସାହିତ କରିବା ସହ ରକ୍ତଦାନ ଭଳି ମହତ୍ୱ କାର୍ଯ୍ୟର ଉପାଦେୟତା ସମ୍ପର୍କରେ ଆଲୋକପାତ କରିଥିଲେ । ଏପରିକି ବ୍ରହ୍ମପୁର ରକ୍ତଭଣ୍ଡାରରେ ରକ୍ତର ଅଭାବକୁ ଦୁର କରିବା ପାଇଁ ଏଭଳି ମହନୀୟତା କାର୍ଯ୍ୟ ପାଇଁ ପ୍ରଶଂସା ମଧ୍ୟ କରାଯାଇଥିଲା । ଏହି ଅବସରରେ ଓଡ଼ିଶାରେ ରକ୍ତଦାନରେ ଗଞ୍ଜାମ ଜିଲ୍ଲା ପ୍ରଥମ ସ୍ଥାନରେ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରେ ରକ୍ତର ଅଭାବ ରହିବ ନାହିଁ ବୋଲି ଅତିଥି ମାନେ ମତପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ଯୁବଗୋଷ୍ଠୀ ଉପସ୍ଥିତ ରହି ପରିଚାଳନା କରିବାରେ ସହଯୋଗ ପ୍ରଦାନ କରିଥିଲେ । ( ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version