• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୬ ଲେନ୍ ବିଶିଷ୍ଟ ହେବ ରିଂ ରୋଡ୍‌ : ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 23, 2020
in ଓଡ଼ିଶା, ହୋମ୍
0
୬ ଲେନ୍ ବିଶିଷ୍ଟ ହେବ ରିଂ ରୋଡ୍‌ : ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନିଉଜ୍) କଟକ :- ହଜାରେ ବର୍ଷର ସହର କଟକର ନବୀକରଣ ପାଇଁ ଏକ ବିଧିବଦ୍ଧ ଯୋଜନା କରାଯିବା ସହ ଟ୍ରାଫିକ୍ ସମସ୍ୟା ଦୂର ପାଇଁ ରିଂ ରୋଡ୍‌କୁ ୬ ଥାକିଆ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ବ୍ୟତୀତ ମହାନଦୀର ପୁନରୁଦ୍ଧାର ଜମିରୁ ସହରରରେ ମୁକ୍ତ ପରିବେଶ ସହିତ ରିଭର ଫ୍ରଂଟ ବିକାଶ କରାଯାଇ ପର୍ଯ୍ୟଟନ ପାଇଁ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ କଟକ ଗସ୍ତରେ ଯାଇ ମାତା ମଠ ନିକଟରେ ମହାନଦୀ କୂଳ ବୁଲି ଦେଖିବା ସହ ବିକାଶ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହଜାର ବର୍ଷର ସହର କଟକ ଅନେକ ଐତିହାସିକ ସ୍ମୃତି ବହନ କରୁଛି । ତେଣୁ ଏହାର ସମୁଚିତ ବିକାଶ ଆମ ସମସ୍ତଙ୍କର ମିଳିତ ଦାୟିତ୍ୱ ।

ଏଥିପାଇଁ ମୁଖ୍ୟମବୀ ସହରବାସୀଙ୍କ ସହଯୋଗ କାମନା କରିଛନ୍ତି । କଟକ ସହର ପାଇଁ ଏକ ବିଧିବଦ୍ଧ ଡିକଂଜେଷ୍ଟନ୍ ପ୍ଲାନ୍‌ କରାଯିବ । ଏଥିରେ ରାସ୍ତାଘାଟର ପ୍ରଶସ୍ତିକରଣ ସହିତ ମୁକ୍ତ ପରିବେଶ, ଉଦ୍ୟାନ ଏବଂ ସବୁଜିମା ସହିତ ଅତ୍ୟାଧୁନିକ ଭିତିଭୂମି ବିକାଶ କରାଯାଇ କଟକ ସହରକୁ ନୂଆ ରୂପ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହାସହ କଟକ ଏସସିବି ମେଡିକାଲ କଲେଜ ର ଉନ୍ନତିକରଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ମାସରେ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଦୋହରାଇଥିଲେ । ଏହା ବ୍ୟତୀତ ମହାନଦୀରୁ ପୁନରୁଦ୍ଧାର ହୋଇଥିବା ୪୨୪ ଏକର ପରିମିତ ଜମିର ପ୍ରତିଟି ଇଂଚ୍ କୁ ସହରବାସୀଙ୍କ ସୁଖ ସୁବିଧା ଓ ମୌଳିକ ଆବଶ୍ୟକତା ପୂରଣ ପାଇଁ ବିନିଯୋଗ କରାଯିବ ।

କ୍ରୀଡା ଠାରୁ ଆରମ୍ଭ କରି ସାଂସ୍କୃତିକ ତଥା ଅବସର ବିନୋଦନ ଏବଂ ପରିବେଶର ଉନ୍ନତି ନିମନ୍ତେ ଏଠାରେ ପଦକ୍ଷେପ ନିଆଯିବ । ଏହି ଜମିର ଅଧିକାଂଶ ଅଂଚଳ ସବୁଜିମା ସୃଷ୍ଟି ପାଇଁ ବିନିଯୋଗ କରାଯିବ । କଟକ ସହର ପାଇଁ ଏହିସବୁ ଯୋଜନା ନିମନ୍ତେ ଅଭିଜ୍ଞ ସହରାଂଚଳ ପ୍ରସ୍ତୁତିକାରୀଙ୍କରୁ ନିୟୋଜିତ କରାଯିବ ।

ସେମାନଙ୍କ ସହରର ବିକାଶରେ ହୀରାକୁଦରେ ହେବ ହେରିଟେଜ ଗାର୍ଡେନ କପ୍ଲେକ୍ସ ଜନସାଧାରଣଙ୍କର ଅବଦାନକୁ ଗୁରୁତ୍ୱ ଦେବା ନିମନ୍ତେ ଜନସାଧାରଣଙ୍କ ମତକୁ ଗ୍ରହଣ କରାଯାଇ ଚୂଡାନ୍ତ ଯୋଜନା ପ୍ରସ୍ତୁତ କରାଯିବ । କଟକ ସହରର ବିକାଶ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ସମ୍ବଳ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version