• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଛାତ୍ର ଜନତା ଦଳର ଭୁବନେଶ୍ୱର ଜିଲ୍ଲା ସାଧାରଣ ସମ୍ପାଦକ ଭାବେ ଚୟନ ହେଲେ : ଅନିଲ କୁମାର ମହାନ୍ତି 

Proprietor Abhimanyu Maharana by Proprietor Abhimanyu Maharana
December 30, 2020
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ବିଜୁ ଛାତ୍ର ଜନତା ଦଳର ଭୁବନେଶ୍ୱର ଜିଲ୍ଲା ସାଧାରଣ ସମ୍ପାଦକ ଭାବେ ଚୟନ ହେଲେ : ଅନିଲ କୁମାର ମହାନ୍ତି 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ଡିସେମ୍ବର ବୁଧବାର ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଂଜନ ତ୍ରିପାଠୀ ଙ୍କ ତତ୍ତ୍ଵାବଧାନରେ ନୂତନ ଭୁବନେଶ୍ୱର ଜିଲ୍ଲା କର୍ମକର୍ତ୍ତା ଚୟନ କରାଯାଇଛି । ଏହି କମିଟିରେ ଜିଲ୍ଲା ଛାତ୍ର ଜନତା ଦଳର ଛାମୁଆ ସଙ୍ଗଠକ ଅନିଲ କୁମାର ମହାନ୍ତିଙ୍କୁ ଛାତ୍ର ବିଜେଡିର ଭୁବନେଶ୍ୱର ଜିଲ୍ଲା ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି କରାଯାଇଛି । ଏଥି ପୂର୍ବରୁ ସେ ମହର୍ଷି ଉଚ୍ଚବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଲଢ଼ି ନିର୍ବାଚିତ ହୋଇଥିଲେ। ।

ଗତ ୨ ବର୍ଷ ମଧ୍ୟରେ ନିଜର କଠିନ ପରିଶ୍ରମ ଫଳରେ ଜିଲ୍ଲାରେ ବେଶ ଲୋକପ୍ରିୟ ହାସଲ କରିଥିଲେ। ତାଙ୍କୁ ଏହି ଦାୟିତ୍ବ ମିଳିଥିବାରୁ ସେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ସମେତ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଅମରେଶ ଜେନା, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଂଜନ ତ୍ରିପାଠୀ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ପ୍ରଦୋଷ ପରିଡ଼ା ଓ ଭୁବନେଶ୍ୱର ଜିଲ୍ଲା ସଭାପତି ସୁଭାଷ ସାହୁ ଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ନୂତନ ଦାୟିତ୍ଵ ମିଳିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି । ଆଗାମୀ ଦିନରେ ଜିଲ୍ଲା ଛାତ୍ର ସଙ୍ଗଠନକୁ ତୃଣମୂଳ ସ୍ତରରେ ସୁଦୃଢ଼ କରିବା ସହ ବିଜୁ ଛାତ୍ର ଜନତା ଦଳର ସମସ୍ତ କାର୍ଯ୍ୟକ୍ରମକୁ ଭୁବନେଶ୍ୱର ଜିଲ୍ଲା ସ୍ତରରେ ବ୍ୟାପକ ଭାବେ ତ୍ଵରାନିତ କରିବେ ବୋଲି ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version