• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନଗଣନା ପର୍ଯ୍ୟବେକ୍ଷକଙ୍କୁ ସମ୍ବର୍ଦ୍ଧନା – କଟକ

Proprietor Abhimanyu Maharana by Proprietor Abhimanyu Maharana
December 30, 2020
in ଓଡ଼ିଶା, କଟକ, ହୋମ୍
0
ଜନଗଣନା ପର୍ଯ୍ୟବେକ୍ଷକଙ୍କୁ ସମ୍ବର୍ଦ୍ଧନା – କଟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ଡିସେମ୍ବର ବୁଧବାର ) କଟକ :- କଟକ ଜିଲ୍ଲାପାଳ ଶ୍ରୀଯୁକ୍ତ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ରାଜ୍ୟ ଜନଗଣନା ନିର୍ଦ୍ଦେଶାଳୟ ଓ ପ୍ରଶାସନ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ୨୦୧୧ ମସିହା ଜନଗଣନାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ସିଲଭର ପଦକ ଓ ପ୍ରମାଣପତ୍ର ପ୍ରଦାନ କରାଯାଇଛି ! ଏହି କାର୍ଯ୍ୟରେ ଜିଲ୍ଲାର ୬୨ ଜଣ ଜନଗଣନାକାରୀ ପର୍ଯ୍ୟବେକ୍ଷକ ମାନଙ୍କୁ ମେଡାଲ ଓ ପ୍ରମାଣପତ୍ର ପ୍ରଦାନ କରାଯିବାସହ କଟକ ସଦର ବ୍ଲକ ହଂସନାଥ ନୋଡାଲ ହାଇସ୍କୁଲର ଶିକ୍ଷୟତ୍ରୀ ନିରୂପମା ଦାସ, ନୂଆକୋରୁଆ ୟୁପି ସ୍କୁଲର ଶିକ୍ଷକ ପ୍ରଭାତ

ଶଢଙ୍ଗୀ, ଅମନସାସୋଲ ୟୁପି ସ୍କୁଲର ଶିକ୍ଷକ ସନ୍ତୋଷ ନନ୍ଦ, ଆଇତଳଙ୍ଗ ପ୍ରାଇମେରି ସ୍କୁଲର ଶିକ୍ଷକ ହେମନ୍ତ ପାତ୍ର,କେଶପୁର ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ହାଜି ଶେଖ ସଫିକ ଉଦ୍ଦିନ ପ୍ରମୁଖ ସମ୍ବର୍ଦ୍ଧିତ ହୋଇ ଅଞ୍ଚଳ ପାଇଁ ଆଣିଦେଇଛନ୍ତି ମହାସଫଳତା ! ସୂଚନାଯୋଗ୍ୟ ୧୮୭୨ ମସିହାରୁ ଦେଶରେ ଜନଗଣନା କାର୍ଯ୍ୟ ଆରମ୍ଭ ହୋଇ ଆସୁଛି ଏବଂ ପ୍ରତି ଦଶବର୍ଷରେ ଏହା କରାଯାଇଥାଏ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ପୁରୀ : ଅଧାରେ ଅଟକିଲା ତିନି ରଥ

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ : ଅଧାରେ ଅଟକିଲା ତିନି ରଥ

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version