• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାମ କରୁନାହିଁ ପୁଅର ୨ଟି କିଡନି,ସହାୟତା ପାଇଁ ଗରିବ ମେନକାଙ୍କ ଆକୁଳ ନିବେଦନ l

Proprietor Abhimanyu Maharana by Proprietor Abhimanyu Maharana
December 31, 2020
in ଓଡ଼ିଶା, ଦେଶ, ଭଦ୍ରକ, ହୋମ୍
0
କାମ କରୁନାହିଁ ପୁଅର ୨ଟି କିଡନି,ସହାୟତା ପାଇଁ ଗରିବ ମେନକାଙ୍କ ଆକୁଳ ନିବେଦନ l
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ଭଦ୍ରକ :-କାମ
କଥାରେ ଅଛି ଜୀବନରେ ଯେବେ ଦୁଃଖ ଆସେ ବିପଦ ଚାରିଆଡ଼ୁ ମାଡ଼ି ବସେ, ଆଉ ଯଦି ଏହି ଦୁଃଖ ଗରିବ ପରିବାର ଉପରେ ଆସେ ତେବେ ଜୀବନଟା ଯେମିତି ଅନ୍ଧକାର ହୋଇଯାଏ | ଆଉ ଏଭଳି ଦୁଃଖର ପାହଡ଼ ତଳେ ଚାପି ହୋଇ ପେଶି ହେଉଛି ଏକ ଗରିବ ପରିବାର | ଭଦ୍ରକ ବ୍ଲକ ପରସିଙ୍ଗା ପଞ୍ଚାୟତ ଅଧିନ ପଥରଆଡ଼ି ଗ୍ରାମର ବିଧବା ମେନକା ପୁହାଣଙ୍କ କଥା | ଜୀବନ ଚଲାପଥରେ ମେନକାଙ୍କ ହାତ ଛାଡ଼ି ଆରପାରକୁ ଚାଲି ଗଲେ ସ୍ବାମୀ | ସ୍ବାମୀଙ୍କ ମୃତ୍ୟୁ ପରେ ଯେମିତି ପରିବାରକୁ ଗ୍ରାସ କରି ନେଇଛି ଦୁଃଖର ଅନ୍ଧକାର | ସଂସାରର ଦୁଃଖ ଓ ଯନ୍ତ୍ରଣା ଭିତରେ ବହୁ କଷ୍ଟରେ ୩ଟି ସନ୍ତାନକୁ ବଡ଼ କରିବା ସହିତ ବଡ଼ ଝିଅର ହାତକୁ ୨ହାତ କରିଥିଲେ ମେନକା | ତେବେ ମେନକଙ୍କା ଏଭଳି ଦୁର୍ଦ୍ଦିନରେ ସାହା ହେଲେ ଏକମାତ୍ର ୨୨ ବର୍ଷୀୟ ପୁଅ ଗୋବିନ୍ଦ | ଗୋବିନ୍ଦ ଏକ ଦୋକାନରେ କାମ କରି ପରିବାର ଚଳାଇବାରେ ମାଙ୍କୁ କରୁଥିଲେ ସହାୟତା | ପୁଅର ସ୍ବଳ୍ପ ରୋଜଗାର ମେନକାଙ୍କ ଜୀବନରେ ଟିକେ ଖୁସି ଆଣିବା ସହ ପରିବାର ପାଇଁ ହୋଇଥିଲେ ସାହାର |

ତେବେ ଅଳ୍ପ ଦିନ ପରେ ମେନକାଙ୍କ ଏହି ଖୁସିରେ ଲାଗି ଗଲା ଦୁଃଖର ଗ୍ରହଣ, ରୋଜଗାରିଆ ପୁଅ ଗୋବିନ୍ଦ ଅସୁସ୍ଥ ହୋଇ ପଡ଼ିଲେ | ପରେ ଡାକ୍ତରଙ୍କୁ ଦେଖାଇବା ପରେ ଜାଣିବାକୁ ପାଇଲେ ପୁଅର ୨ଟି ଯାକ କିଡନି ନଷ୍ଟ ହୋଇଯାଇଛି | ଛୋଟ ବୟସରେ ଏକମାତ୍ର ପୁଅର ଏଭଳି ଅବସ୍ଥା ଜାଣି ଯେମିତି ମେନକାଙ୍କ ପାଦ ତଳୁ ମାଟି ଖସିଗଲା, ଗରିବ ସଂସାରରେ ପୁଅର ଏଭଳି ଅବସ୍ଥା ମେନକାଙ୍କୁ ସଂପୂର୍ଣ୍ଣ ଭାଙ୍ଗି ଦେଇଛି | ପର ଘରେ କାମ କଲେ ଯେଉଁ ପରିବାରର ଚୁଲି ଜଳେ, ଯେଉଁଠି ଅତି କଷ୍ଟରେ ୩ ପ୍ରାଣୀଙ୍କ ପେଟ ପୁରେ ସେଠି ପୁଅର ଚିକିତ୍ସା ଏହି ଗରିବ ପରିବାର ପାଇଁ ଯେମିତି ସାତ ସପନ | ଚିକିତ୍ସା ପାଇଁ ଅର୍ଥ ନ ଥିବାରୁ ସରାକରୀ ଓ ବେସରକାରୀ ସ୍ତରରେ ସହାୟତା ମିଳିଲେ ପୁଅର ଚିକିତ୍ସା ହୋଇ ପାରନ୍ତା ବୋଲି ଛଳ ଛଳ ଓ ଥର ଥର କଣ୍ଠରେ କହିଛନ୍ତି ମେନକା |ରାଜ୍ୟ ସରକାର ଏଭଳି ଗରିବ ଲୋକଙ୍କ ପାଇଁ କେତେ କଣ ଯୋଜନା କରିଥିବା ବେଳେ ଏହି ଗରିବ ପିରିବାରର ଏକମାତ୍ର ପୁଅର ଚିକିତ୍ସା ପାଇଁ ସରକାରୀ ସ୍ତରରେ ସହାୟତା ସହ ସ୍ଥାନୀୟ ବିଧାୟକଙ୍କ ସାହାର୍ଯ୍ୟ ଲୋଡ଼ିଛନ୍ତି ଗ୍ରାମବାସୀ | ଏଥିସହ ବ୍ୟକ୍ତିବିଶେଷ ଓ ସଂଗଠନ ପକ୍ଷରୁ କୌଣସି ପ୍ରକାର ସହାୟତା ମିଳନ୍ତା ତେବେ ନିଶ୍ଚୟ ଏହି ଗରିବ ପରିବାରର ଦୁଃଖ ଦୂର ହୋଇପାରନ୍ତା ବୋଲି କହିଛନ୍ତି ଗ୍ରାମବାସୀ |                (ଦୀପ୍ତିମାନ ପତି, ଭଦ୍ରକ )ପରସିଙ୍ଗା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version