• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ, ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
January 1, 2021
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ, ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ଢେଙ୍କାନାଳ :- ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହରେ ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ବୈଠକରେ କୋଭିଡ୍-୧୯ ପରିଚାଳନା ଏବଂ ଟୀକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଛି। ଶୀତ ପ୍ରକୋପକୁ ଦୃଷ୍ଟିରେ ରଖି ଜିଲ୍ଲାରେ ଥିବା ନିରାଶ୍ରୟ ମାନଙ୍କର ରାତ୍ରିଯାପନର ବିହିତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି । ବିଭିନ୍ନ କାରଣରୁ ଜିଲ୍ଲାରେ ପ୍ରାୟ ୮୨ ଜଣଙ୍କର ଅକାଳ ମୃତ୍ୟୁ ଘଟିଥିବାରୁ ଜନସାଧାରଣ ରାସ୍ତାରେ ଗାଡ଼ି ଚଳାଇବା ସମୟରରେ, ପୋଖରୀ ନଦୀରେ ଗାଧୋଇବା ସମୟରେ, ଡଙ୍ଗାରେ ପାରି ହେବାବେଳେ, ବଜ୍ରପାତ, ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହ, ଅଗ୍ନି ଦୁର୍ଘଟଣା ବେଳେ ଅଧିକ ସଚେତନ ରହିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ବର୍ଷା ଓ ବନ୍ୟା ଯୋଗୁଁ କ୍ଷତିଗ୍ରସ୍ତ ରାସ୍ତାଘାଟ, ବିଦ୍ୟାଳୟ ଶ୍ରେଣୀ କକ୍ଷ ମରାମତି କାର୍ଯ୍ୟ ସମ୍ପାଦନ ସମ୍ପର୍କରେ ଆଲୋଚନା ହୋଇଥିଲା । ପ୍ରତ୍ୟେକ ସ୍ତରରେ ବିପର୍ଯ୍ୟୟକୁ କିଭଳି ସଫଳ ଭାବେ ମୁକାବିଲା କରାଯାଇପାରିବ ସେଥିପାଇଁ ପଞ୍ଚାୟତ ସ୍ତରୀୟ ନିର୍ବାଚିତ ପ୍ରତିନିଧିମାନଙ୍କୁ ନେଇ ଟ୍ରେନିଙ୍ଗ ପ୍ରଦାନ ବ୍ୟବସ୍ଥା କରାଯାଇଛି।

ବର୍ଷା ଓ ବନ୍ୟା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ନିର୍ମାଣ ଓ ପ୍ରକଳ୍ପ ଏବଂ ଆବଶ୍ୟକ ନୂତନ ପ୍ରକଳ୍ପ ନିର୍ମାଣ ନିମନ୍ତେ ଲାଇନ୍ ଡିପାର୍ଟମେଣ୍ଟ୍ ଅଧିକାରୀ ମାନେ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ପ୍ଳାନ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଖରିଫ୍ ଫସଲ ଉତ୍ପାଦନ ଏବଂ ରବି ଫସଲ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଥିଲା।ଉଠା ଜଳସେଚନ ଅଧିନରେ ଥିବା ୮୮୦ ଟି ପଏଣ୍ଟ୍ ମଧ୍ୟରୁ ୬୩୭ଟି କାର୍ଯ୍ୟକ୍ଷମ ଥିବାବେଳେ କ୍ଷୁଦ୍ର ଜଳସେଚନର ମୋଟ୍ ୧୪୭ ପଏଣ୍ଟ୍ ମଧ୍ୟରୁ ୧୩୬ଟି କାର୍ଯ୍ୟକ୍ଷମ ଅଛି। ରବି ଚାଷ ନିମନ୍ତେ ଜଳସେଚନକୁ ସୁନିଶ୍ଚିତ କରିବାକୁ ଅଚଳ ଜଳସେଚନ ପଏଣ୍ଟ୍ ଗୁଡିକ କାର୍ଯ୍ୟକ୍ଷମ ନିମନ୍ତେ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଅଧିକ ସତର୍କତାର ସହ ଏହାର ମୁକାବିଲା କରିବାକୁ ଅଗ୍ନିଶମ ଅଧିକାରୀ ଓ କର୍ମଚାରୀ ମାନେ ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି।

ଆପାତ୍ତକାଳୀନ ବିଭାଗ ଦ୍ଵାରା ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ, ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ସଦର ଉପ-ଜିଲ୍ଲାପାଳ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, କାମାକ୍ଷାନଗର ଉପ-ଜିଲ୍ଲାପାଳ ଶ୍ରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ହିନ୍ଦୋଳ ଉପ-ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ଯୋଜନା ଓ ପରିସଂଖ୍ୟାନ ଉପନିର୍ଦ୍ଦେଶକ ସରୋଜ କୁମାର ସେଠୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରାଜ କିଶୋର ନାୟକ,ଉଠା ଜଳସେଚନର ନିର୍ବାହୀ ଯନ୍ତ୍ରୀ ଗିରିଶ ଚନ୍ଦ୍ର ବେହେରା, କ୍ଷୁଦ୍ର ଜଳସେଚନର ସରକାରୀ ଯନ୍ତ୍ରୀ ଶିଶିର କୁମାର ବିଶ୍ବାଳ,ଆର୍ ଡି ନିର୍ବାହୀ ଯନ୍ତ୍ରୀ ଶରତ ଚନ୍ଦ୍ର ଶତପଥୀ ଏବଂ ଅନ୍ୟ ପ୍ରମୁଖ ଅଧିକାରୀ ମାନେ ଉପସ୍ଥିତ ଥିଲେ। (ରିପୋର୍ଟ୍, ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Swarnakshetra at Noida’s Sector 61 hosts Rathayatra

Raipur Jagannath Temple Celebrates Rathayatra

July 18, 2026
Swarnakshetra at Noida’s Sector 61 hosts Rathayatra

ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

July 18, 2026
ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

Swarnakshetra at Noida’s Sector 61 hosts Rathayatra

July 18, 2026
ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

July 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Swarnakshetra at Noida’s Sector 61 hosts Rathayatra

Raipur Jagannath Temple Celebrates Rathayatra

July 18, 2026
Swarnakshetra at Noida’s Sector 61 hosts Rathayatra

ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

July 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version