• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସହରକୁ ସ୍ବଚ୍ଛ ରଖିବା ନିମନ୍ତେ ପୌରସଂସ୍ଥା ପକ୍ଷରୁ ଅଭିଯାନ – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
January 1, 2021
in ଓଡ଼ିଶା, ପୁରୀ, ହୋମ୍
0
ସହରକୁ ସ୍ବଚ୍ଛ ରଖିବା ନିମନ୍ତେ ପୌରସଂସ୍ଥା ପକ୍ଷରୁ ଅଭିଯାନ – ପୁରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ଜାନୁଆରୀ ଶୁକ୍ରବାର) ପୁରୀ :- ସହରକୁ ସ୍ବଚ୍ଛ ରଖିବା ନିମନ୍ତେ ପୌରସଂସ୍ଥା ପକ୍ଷରୁ ଅଭିଯାନ ଜାରି ରହିଛି । ଇଂରାଜୀ ନବବର୍ଷକୁ ଭିନ୍ନ ଢଙ୍ଗରେ ପାଳନ କରିବା ନିମନ୍ତେ ଆଜି ବଡଦାଣ୍ଡ ସେବା କରାଯାଇଛି । ବଡଦାଣ୍ଡର ୬ଟି ସ୍ଥାନ ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ, ମର୍ଚ୍ଚିକୋଟ, ମାର୍କେଟଛକ, ଡାକ୍ତରଖାନା ଛକ, ବଡଶଙ୍ଖ ଓ ଗୁଣ୍ଡିଚା ମନ୍ଦିର ନିକଟରେ ସଫେଇ କାର୍ଯ୍ୟକ୍ରମ କରାଯାଇଛି । ପ୍ରଥମେ ଶ୍ରୀ ମନ୍ଦିର କାର୍ଯ୍ୟାଳୟରୁ ଏହି ଅଭିଯାନ ଆରମ୍ଭ ହୋଇଥିଲା ।

ଏହି ଅବସରରେ ସଫେଇ ସଚେତନତା ରଥ ବଡଦାଣ୍ଡର ଏହି ୬ଟି ସ୍ଥାନରେ ବୁଲିବା ସହ ସ୍ବଚ୍ଛତା ବାର୍ତ୍ତା ବଣ୍ଟନ କରିଥିଲେ । ଏହି ଅବସରରେ ସବୁ ସ୍ଥାନରେ ସମବେତ ପ୍ରାର୍ଥନା କରାଯାଇଥିଲା । ବଡଦାଣ୍ଡର ଉଭୟ ପାର୍ଶ୍ବରେ ଥିବା ବାସିନ୍ଦା, ଦୋକାନୀ, ଉଠା ଦୋକାନୀ, ହୋଟେଲ ବ୍ୟବସାୟୀ ପ୍ରମୁଖ ସ୍ବଚ୍ଛ ସବାରୀରେ ଆବର୍ଜନା ପକାଇବା ସହ ବଡଦାଣ୍ଡକୁ ସଫା ରଖିବା ନିମନ୍ତେ ଶପଥ ନେଇଥିଲେ ।

ଏଥିସହ ସଫେଇ କର୍ମଚାରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି । ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ଜିଲ୍ଲାପାଳ ବଲୱନ୍ତ ସିଂହଁ , ପୌର ସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶଙ୍କ ସମେତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଜନସାଧାରଣ ଓ ସଫେଇ କର୍ମଚାରୀଙ୍କୁ ଉତ୍ସାହିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version