• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଲିଉଡର ସବୁଠୁ ବ୍ୟୟବହୁଳ ମ୍ୟୁଜିକାଲ ସର୍ଟ ମୁଭି – ‘ଜାନିୟା’

Proprietor Abhimanyu Maharana by Proprietor Abhimanyu Maharana
January 4, 2021
in ଓଡ଼ିଶା, ମନୋରଞ୍ଜନ, ମହାନଗର, ହୋମ୍
0
ଓଲିଉଡର ସବୁଠୁ ବ୍ୟୟବହୁଳ ମ୍ୟୁଜିକାଲ ସର୍ଟ ମୁଭି –  ‘ଜାନିୟା’
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଜାନୁଆରି,୨୦୨୧,ସୋମବାର ) ଭୁବନେଶ୍ୱର :- ନୂଆବର୍ଷରେ ନିହାର ନମନ ଫିଲ୍ମସ୍ ଭେଟି ଦେଇଛି ଓଲିଉଡର ସବୁଠୁ ବ୍ୟୟବହୁଳ ମ୍ୟୁଜିକାଲ ସର୍ଟ ମୁଭି ‘ଜାନିୟା’ । ହୋଟେଲ ସାଣ୍ଡି’ଜ୍ ଟାୱାରଠାରେ ଏହାର ରିଲିଜ୍ ଉତ୍ସବ ଆୟୋଜିତ ହୋଇଯାଇଛି । ଆନୁଷ୍ଠାନିକ ଭାବେ ଏହାକୁ ରିଲିଜ୍ କରିଛନ୍ତି ତରଙ୍ଗ ଚ୍ୟାନେଲର ମୁଖ୍ୟ ଶ୍ରୀ ଶ୍ୟାମାପ୍ରସାଦ ମିଶ୍ର । ଏହି ଉତ୍ସବରେ ‘ଜାନିୟା’ର କଳାକାର, ଟେକ୍ନିସିଆନଙ୍କ ସମେତ ଓଡିଆ ଚଳଚ୍ଚିତ୍ର ଜଗତ ସହ ସମ୍ପୃକ୍ତ ବହୁ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ । ଗୁରୁତ୍ୱପୂର୍ଣ୍ଣ କଥାଟି ହେଉଛି, ଏହି ମ୍ୟୁଜିକାଲ ସର୍ଟ ମୁଭିରେ ଚଳଚ୍ଚିତ୍ରର ସମସ୍ତ ପ୍ରକାର ବୈଶିଷ୍ଟ୍ୟ ଦେଖିବାକୁ ମିଳିବ । ବର୍ତମାନ ସମୟରେ ଯେଉଁ ବଜେଟରେ ଚଳଚ୍ଚିତ୍ର ନିର୍ମାଣ କରାଯାଉଛି ତା’ଠୁ ଯଥେଷ୍ଟ ଅଧିକ ବଜେଟରେ ଏହି ମ୍ୟୁଜିକାଲ ସର୍ଟ ମୁଭି ନିର୍ମିତ ହୋଇଛି । ଚଳଚ୍ଚିତ୍ର ପରି ଏହାକୁ ସର୍ବାଙ୍ଗ ସୁନ୍ଦର ତଥା ଆକର୍ଷଣୀୟ କରିବା ପାଇଁ ପ୍ରଯୋଜକ ଲିପୁ ବାବୁ ଓ ସିପୁ ବାବୁ କୌଣସିଥିରେ ଉଣା କରିନାହାନ୍ତି । ଏହା ଏକ କ୍ଷୁଦ୍ର ଚଳଚ୍ଚିତ୍ର ହୋଇଥିଲେ ମଧ୍ୟ କାହାଣୀ, ସଙ୍ଗୀତ, ଅଭିନୟ, ଦୃଶ୍ୟଗ୍ରହଣ ଆଦି ପ୍ରତ୍ୟେକଟି ଦିଗ ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଇଛି ।

‘ଜାନିୟା’ର ଲିଡ୍ ରୋଲ୍‌ରେ ଅଛନ୍ତି ଶୁଭାଶିଷ ଶର୍ମା (ମଂଟୁ) ଓ ପୁନମ୍ ମିଶ୍ର । ଏହି ରୋମାଂଟିକ ଯୋଡି ଦର୍ଶକଙ୍କ ପ୍ରଥମ ପସନ୍ଦ ପାଲଟିଥିବା ବେଳେ ‘ଜାନିୟା’ରେ ସେମାନେ ସମ୍ପୂର୍ଣ୍ଣ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି । ବିଶିଷ୍ଟ କାହାଣୀକାର ଓ ସଂଳାପଲେଖକ ରଣଜିତ ପଟ୍ଟନାୟକଙ୍କୁ ମଧ୍ୟ ଏଥିରେ ଏକ ଅତିଥି ଭୂମିକାରେ ଦେଖିବାକୁ ମିଳିଛି । ତା’ ସହିତ ଖଳନାୟକ ଭୂମିକାରେ ଅଛନ୍ତି ଧାରାବାହିକର ଜଣାଶୁଣା ନିର୍ଦ୍ଦେଶକ ତଥା ‘ସାରା ଆକାଶ’ ଫେମ୍ ଅଭିନେତା ମିହିର ସ୍ୱାଇଁ । ଏକ ସମ୍ପୂର୍ଣ୍ଣ ନୂଆ ଗେଟ୍‌ଅପ୍ ଓ ନୂଆ ଅନ୍ଦାଜରେ ସେ ନଜର ଆସିଛନ୍ତି । ନିର୍ଦ୍ଦେଶନା ଭାର ତୁଲାଇଛନ୍ତି କ୍ରିଷ୍ଣା କର (କେ.କେ) ଓ ଟିମ୍ । ଓଲିଉଡର ଲୋକପ୍ରିୟ ଅଭିନେତା କ୍ରିଷ୍ଣା କର ଓରଫ୍ କେ.କେ ଏହି ମ୍ୟୁଜିକାଲ୍ ସର୍ଟ ଫିଲ୍ମ ଜରିଆରେ ପ୍ରଥମ କରିି ନିର୍ଦ୍ଦେଶନା କ୍ଷେତ୍ରକୁ ଓହ୍ଲାଉଛନ୍ତି । କାହାଣୀ ଲେଖିଛନ୍ତି ପୁପୁନ୍ । ଡ. ନିର୍ମଳ ନାୟକ ଗୀତରଚନା କରିଥିବା ବେଳେ ସଙ୍ଗୀତ ଦେଇଛନ୍ତି ସୁଶୀଳ ଦଳେଇ । କ୍ୟାମେରାରେ ଅଛନ୍ତି ଧ୍ରୁବାନନ୍ଦ ପଣ୍ଡା, ସମ୍ପାଦନା କରିଛନ୍ତି ସୌମ୍ୟ ଶୋଭନ ନାୟକ ।

୧୫ ମିନିଟ୍ ଅବଧି ବିଶିଷ୍ଟ ଏହି ମ୍ୟୁଜିକାଲ ସର୍ଟ ମୁଭିରେ ଲଭ୍ ଅଛି, ରୋମାନ୍ସ ଅଛି, ଡ୍ରାମା ଅଛି, ଆକ୍ସନ ଅଛି, ସସ୍ପେନ୍ସ ଅଛି, ଅଛି ଇମୋସନ । ସବୁ ବର୍ଗର ଦର୍ଶକଙ୍କୁ ସୁହାଇଲା ଭଳି କାହାଣୀ ବାଛିଛନ୍ତି ପ୍ରଯୋଜକ ରାଉତ ବ୍ରଦର୍ସ ଓରଫ୍ ଲିପୁ ବାବୁ ଓ ସିପୁ ବାବୁ । ‘ଜାନିୟା’କୁ ଗ୍ଲସି ଲୁକ୍ ଦେବା ପାଇଁ ପ୍ରଯୋଜନା ସଂସ୍ଥା ପକ୍ଷରୁ ସବୁପ୍ରକାର ପ୍ରଚେଷ୍ଟା କରାଯାଇଛି । କାହାଣୀରେ ନୂତନତ୍ୱ, ବାସ୍ତବ ଅଭିନୟ ଓ ଉଚ୍ଚକୋଟୀର ନିର୍ମାଣ ଦୃଷ୍ଟିରୁ ଏହା ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ନିର୍ଦ୍ଦେଶକ ବେଶ୍ ଆଶାବାଦୀ ଅଛନ୍ତି । କେବଳ ସେତିକି ନୁହେଁ, ଓଲିଉଡରେ ଚଳଚ୍ଚିତ୍ରର ମାନ ଦିନକୁ ଦିନ କମି କମି ଯାଉଥିବାବେଳେ ମ୍ୟୁଜିକାଲ ସର୍ଟ ମୁଭି ହୋଇଥିଲେ ମଧ୍ୟ ଟ୍ରେଣ୍ଡ୍‌ସେଟର ସାଜି ଏହା ଏକ ଉଦାହରଣ ସୃଷ୍ଟିକରିବ ବୋଲି କୁହାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version