• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାରା ବିଶ୍ୱରେ ସୁନାମ ଆଣିଲେ ଓଡ଼ିଆପୁଅ ସାଇରାମ ଗାନ୍ଧୀ କାନ୍‌ସ ଚଳଚ୍ଚିତ୍ର ଉତ୍ସବରେ ଜିତିଲା ପ୍ରଥମ ପୁରସ୍କାର – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
January 6, 2021
in ଓଡ଼ିଶା, ମହାନଗର, ହୋମ୍
0
ସାରା ବିଶ୍ୱରେ ସୁନାମ ଆଣିଲେ ଓଡ଼ିଆପୁଅ ସାଇରାମ ଗାନ୍ଧୀ କାନ୍‌ସ ଚଳଚ୍ଚିତ୍ର ଉତ୍ସବରେ ଜିତିଲା ପ୍ରଥମ ପୁରସ୍କାର – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୬ ଜାନୁଆରୀ ବୁଧବାର ) ଭୁବନେଶ୍ୱର :- ସାଧାରଣ ଲୋକଙ୍କ ଅସାଧାରଣ କାର୍ଯ୍ୟକୁ ନେଇ ଏବେ ବଲିଉଡ଼ରେ ଚାଲିଛି ବାୟୋପିକର ଯୁଗ । ବଲିଉଡର ଏହି ବାୟୋପିକର ଯୁଗରେ ଯୋଡ଼ି ହୋଇ ବିଶ୍ୱରେ ସୁନାମ ଆଣିଛନ୍ତି ଜଣେ ଓଡ଼ିଆ ପୁଅ ଓଡ଼ିଶାରେ ପରିଚିତ ସାଇରାମ ଗାନ୍ଧୀ ନାମରେ ପରିଚିତ ମୋହନ ମହାପାତ୍ର । ଖୁବ୍ କମ ବସୟରେ ଓଡ଼ିଶାର ଏହି ସାଧାରଣ ପୁଅ ଏକ ଅସାଧାରଣ କାମରେ ନିୟୋଜିତ କରିଛନ୍ତି । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏବଂ ସ୍ୱଚ୍ଛ ଭାରତ ଅଭିଯାନ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ସେ ଚଳାଇଛନ୍ତି ଏକ ନିଆରା ପ୍ରୟାସ । ତାଙ୍କର ସ୍ୱଚ୍ଛ ଭାରତ ଅଭିଯାନକୁ ନେଇ ସାରା ଦେଶରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ।

ଏହି ପଦଯାତ୍ରାକୁ ନେଇ ତିଆରି ହୋଇଛି ବଲିଉଡ଼ ଚଳଚ୍ଚିତ୍ର ‘ସିଲ୍‌ଭର ଗାନ୍ଧୀ’ । ଚଳଚ୍ଚିତ୍ରର ନିର୍ଦ୍ଦେଶକ ଅବିନାଶ ନନ୍ଦ ଓ ପ୍ରଯୋଜକ ହେଉଛନ୍ତି ସନ୍ତୋଷ ସେଟ୍ଟୀ । ତାଙ୍କ ଚଳଚ୍ଚିତ୍ର ‘ସାଇରାମ ଗାନ୍ଧୀ’ କାନ୍ ଚଳଚ୍ଚିତ୍ର ଉତ୍ସବରେ ପ୍ରଥମ ପୁରସ୍କାର ଲାଭ କରି ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ଏ ସମ୍ପର୍କରେ ଅବିନାଶ ନନ୍ଦ କହିଛନ୍ତି, ଚଳଚ୍ଚିତ୍ରଟି ଭାରତୀୟମାନଙ୍କୁ ପରିଷ୍କାର ଓ ସୁସ୍ଥ ଜୀବନ ପାଇଁ ପ୍ରେରଣା ଓ ଉତ୍ସ ଯୋଗାଇବ । ଏଥିପାଇଁ ଶ୍ରୀ ନନ୍ଦ ପ୍ରଯୋଜକ ସନ୍ତୋଷ ସେଟ୍ଟୀ, ସଙ୍ଗୀତା ହଂସ ଓ ରଜିନ୍ଦର ସିଂହ ଭାଟିଆ, ଲେଖକ ଅଭିମନ୍ୟୁ ମିଶ୍ର ଓ ସଞ୍ଜୟ ମୁସମ୍‌ଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ଏହି ଖବର ପ୍ରସାରିତ ହେବା ପରେ ସାଇରାମ ଗାନ୍ଧୀଙ୍କ ନିକଟକୁ ଦେଶ ତଥା ରାଜ୍ୟ ବାହାରୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version