• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବ୍ୟବହୃତ ୨ଟି ୧୦୮ ଆମ୍ବୁଲାନ୍ସ ଆରଏମସି ପରିସରରେ ପଡ଼ି ଖତ ଖାଉଛି 

Proprietor Abhimanyu Maharana by Proprietor Abhimanyu Maharana
January 8, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଅବ୍ୟବହୃତ ୨ଟି ୧୦୮ ଆମ୍ବୁଲାନ୍ସ ଆରଏମସି ପରିସରରେ ପଡ଼ି ଖତ ଖାଉଛି 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୮ ଜାନୁଆରୀ ଶୁକ୍ରବାର ) ହିଞ୍ଜିଳିକାଟୁ  :-  ଦୂର୍ଘଟଣାରେ ଆହତ ବ୍ୟକ୍ତି ଓ ଗୁରୁତର ଅସୁସ୍ଥ ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣାରେ ଡ଼ାକ୍ତରଖାନାରେ ଭର୍ତି କରିବା ପାଇଁ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଗତ ମାର୍ଚ୍ଚ ୨୦୧୩ରେ ଓଡ଼ିଶା ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାର ପ୍ରଚଳନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଳକକୁ ଗତ ମେ ୨୦୧୩ରେ ୨ଟି ୧୦୮ ଆମ୍ବୁଲାନ୍ସ (ଓଡ଼ି୦୨ଜେ ୩୩୧୭ ଓ ଓଡ଼ି୦୨ଜେ ୪୪୩୭) ଯୋଗାଇ ଦିଆଯାଇଥିଲା । ଭୂବନେଶ୍ୱର ଜିକିତ୍ସା ହେଲଥ୍ କେର୍‌ ଏହାର ଦାୟିତ୍ୱ ବହନ କରିଥିଲେ । ଦୀର୍ଘ ୬ବର୍ଷ ଆମ୍ବୁଲାନ୍ସ ୨ଟି କାର୍ଯ୍ୟକ୍ଷମ ହେବା ପରେ ଆମ୍ବୁଲାନ୍ସ ୨ଟି ନଷ୍ଟ ହୋଇ ପଡ଼ିଥିଲଶ । ପରେ ୨୦୨୦ ମସିହା ଆରମ୍ଭ ସମୟରେ ସଂପୃକ୍ତ ଆମ୍ବୁଲାନ୍ସକୁ ହିଞ୍ଜିଳିକାଟୁ ପୌରାଂଚଳ ନିୟନ୍ତ୍ରିତ ବଜାର ପରିସରରେ ରଖାଯାଇ ୨ଟି ନୂତନ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଥିଲା ।

ଦୀର୍ଘ ୧ବର୍ଷ ଧରି ସଂପୃକ୍ତ ଆମ୍ବୁଲାନ୍ସ ୨ଟି ସ୍ଥାନୀୟ ପୌରାଂଚଳ ଆରଏମସି ପରିସରରେ ପଡ଼ି ରହି ସମ୍ପୁର୍ଣ୍ଣ ନଷ୍ଟ ହେବାକୁ ବସିଲାଣି । ହିଞ୍ଜିଳିକାଟୁ ଓ ଏହାର ନିକଟବର୍ତି ଅଂଚଳରେ ଘଟୁଥିବା ଦୂର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ ଓ ଗୁରୁତର ରୋଗରେ ପୀଡ଼ିତ ରୋଗୀଙ୍କୁ ବିନା ମୂଲ୍ୟରେ ଜରୁରୀ କାଳୀନ ସେବା ଯୋଗାଇ ଦେବା ଲକ୍ଷ୍ୟରେ ଅତ୍ୟାଧୁନିକ ସେବା ପ୍ରଦାନକାରୀ ୨ଟି ୧୦୮ ଆମ୍ବୁଲାନ୍ସକୁ ହିଞ୍ଜିଳିକାଟୁ ସହରକୁ ଯୋଗାଇ ଦିଆଯାଇଥିଲା । ୨୦୨୦ ମସିହା ଆରମ୍ଭ ବେଳକୁ କୌଣସି କାରଣ ବଶତଃ ସ୍ଥାନୀୟ ସହରକୁ ଯୋଗାଇ ଦିଆଯାଇଥିବା ଆମ୍ବୁଲାନ୍ସ ଦ୍ୱୟ ଯାନ୍ତ୍ରିକ ତୃଟି କାରଣରୁ ବନ୍ଦ କରି ସେହି ସ୍ଥାନରେ ୨ଟଠି ନୂତନ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଥିଲା । ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଉପରେ ସ୍ଥାନୀୟ ପୌରାଂଚଳ ଓ ବ୍ଳକ ସମେତ ନିକଟବର୍ତି ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ଗ୍ରାମର ଜନସାଧାରଣ ଚିକିତ୍ସା ସେବା ପାଇଁ ନିର୍ଭର କରିଥାନ୍ତି । ଉକ୍ତ ଉପଖଣ୍ଡ ଚିକିତ୍ସାଳୟକୁ ଦୈନିକ ୪ଶହରୁ ଉର୍ଦ୍ଧ୍ୱ ରୋଗୀ ଚିକିତ୍ସା ସକାଶେ ଆସିଥାନ୍ତି ।

ବହୁ ସମୟରେ ଗୁରୁତର ରୋଗୀ ମାନଙ୍କୁ ଅଧିକ ଚିକିିତ୍ସା ସକାଶେ ବ୍ରହ୍ମପୁର ଓ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଉଥିବାର ନଜିର ରହିଛି । ଏପରିକି ବହୁ ସମୟରେ ବହୁ ଗରୀବ ରୋଗୀ ଅଧିକ ଚିକିତ୍ସା ସେବା ସକାଶେ ବ୍ରହ୍ମପୁର ଓ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ ହେଉଥିବା ବେଳେ ମାଗଣା ଆମ୍ବୁଲାନ୍ସ ପାଇନପାରି ବହୁତ ଅସୁବିଧାର ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳିଛି । ଏପରି ସ୍ଥଳେ ସ୍ଥାନୀୟ ସହର ଆରଏମସି ପରିସରରେ ପଡ଼ି ରହିଥିବା ୨ଟି ଆମ୍ବୁଲାନ୍ସକୁ କାର୍ଯ୍ୟକ୍ଷମ କରାଗଲେ ବହୁ ଜନସାଧାରଣ ଉପକୃତ ହୋଇପାରିବେ ବୋଲି ସ୍ଥାନୀୟ ଅଂଚଳର ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । ଏ ନେଇ ୧୦୮ ଆମ୍ବୁଲାନ୍ସ ଦାୟିତ୍ୱ ବହନ କରୁଥିବା ଜିକିତ୍ସା ହେଲଥକ କେର୍‌ ପରିଚାଳନା ନିର୍ଦ୍ଦେଶକ ଦୀପକ ଶ୍ରୀବାସ୍ତବଙ୍କ ସହ ଫୋନ୍ ଯୋଗେ ଯୋଗାଯୋଗ କରାଯାଇଥଲେ ମଧ୍ୟ ସମ୍ଭବପର ହୋଇ ପାରିନାହିଁ । ( ରିପୋର୍ଟ ଶୁସାନ୍ତ ପ୍ରଧାନ ହିଞ୍ଜିଳିକାଟୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version