• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମର ମହାନ ମାଟି ଅନେକ ବରପୁତ୍ର ମାନଙ୍କୁ ଜନ୍ମ ଦେଇଛି : ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
January 26, 2020
in ଓଡ଼ିଶା, ଦେଶ, ହୋମ୍
0
ଗଞ୍ଜାମର ମହାନ ମାଟି ଅନେକ ବରପୁତ୍ର ମାନଙ୍କୁ ଜନ୍ମ ଦେଇଛି : ଅରୁଣ
Share on FacebookShare on TwitterWhatsapp

ଗଞ୍ଜାମ ଜିଲ୍ଲା , ଭୁବନେଶ୍ୱର (ଓଡିଶା ତାଜା ନିଉଜ) ଗଞ୍ଜାମ 2020 :- ଜିଲ୍ଲା ସଦରମହାକୁମା ଛତ୍ରପୁର ଠାରେ ଗଞ୍ଜାମ ଜିଲ୍ଲାର ଜିଲ୍ଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି ।

ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଆୟୋଜିତ ପ୍ୟାରେଡରେ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆମ ସମ୍ବିଧାନ ପୃଥିବୀର ସର୍ବ ବୃହତ୍ତ ଲିଖିତ ସମ୍ବିଧାନ । କୋଟି କୋଟି ଭାରତୀୟଙ୍କ ଆଶା ଓ ସ୍ୱପ୍ନ ପ୍ରତିଫଳିତ ହୋଇଛି ଆମ ସମ୍ବିଧାନରେ ।

ଏହି ତିଥିରେ ଡ. ଭୀମ ରାଓ ଆମ୍ବେଦ କରଙ୍କ ପରି ସମସ୍ତ ସଦସ୍ୟଙ୍କ ମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ସେହିପରି ଭାବରେ ଗଞ୍ଜାମ ଜିଲ୍ଲାର ସଂଗ୍ରାମୀ ମାନଙ୍କ ଅସୀମ ତ୍ୟାଗ, ସାହାସ ଓ ସାଲିସ ବିହୀନ ସଂଗ୍ରାମ ଓଡ଼ିଶା ବାସୀଙ୍କ ଭିତରେ ଶିହରଣ ସୃଷ୍ଟି କରେ । ଘୁମୁସୁର ବିଦ୍ରୋହ, ପାରଳଖେମୁଣ୍ଡିରେ ସ୍ୱାଧିନତା ସଂଗ୍ରାମର ପଦଧ୍ୱନୀ ଆଜିକା ଦିନରେ ମନେ ପକାଇବାର ଅଛି । ଓଡ଼ିଶାର ପ୍ରଥମ ଖଦି କେନ୍ଦ୍ର ଗଞ୍ଜାମରେ ଥିଲା ବୋଲି ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ କହିବା ସହ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟ ବଳଦେବ ରଥଙ୍କୁ ଜନ୍ମ ଦେଇ ଏ ମାଟି ଆଜି ଗର୍ବିତ ।

ଅନ୍ୟ ଏକ ପକ୍ଷରେ ପୂର୍ବତନ ରାଷ୍ଟ୍ରପତି ଭି.ପି ଗିରି, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପରି କୃତ୍ତି ସନ୍ତାନ ଏ ମାଟିର ଗୈାରବ ବୃଦ୍ଧି କରିଛନ୍ତି ବୋଲି କହିଛନ୍ତି । ସେହିପରି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମାଟି ପାଇଁ ମହାନ । ପର୍ଯ୍ୟଟନ କ୍ଷେତ୍ରରେ ସାରା ଓଡ଼ିଶାରେ ଗଞ୍ଜାମ ଜିଲ୍ଲା ପରିଚିତ । ଦଣ୍ଡଯାତ୍ରା, ଦୋଳ ଯାତ୍ରା, ଠାକୁରାଣୀ ଯାତ୍ରା ଏମାଟିର ପୁରପଲ୍ଲୀରେ ପରିଚିତ ବୋଲି କହିଛନ୍ତି ।

ରାଜ୍ୟ ସରକାରଙ୍କ ୫ଟି, ମୋ ସରକାର, ମୋ ସ୍କୁଲ, ମୋ କଲେଜ, କୃଷି ଓ କୃଷକ ସଶକ୍ତି କରଣ, କୃଷି କରଣ ନୀତି ପାଇଁ ଓଡ଼ିଶା ଆଜି ସାରା ଭାରତ ବର୍ଷରେ ପରିଚୟ ସୃଷ୍ଟି କରିଛି ବୋଲି ମନ୍ତ୍ରୀ କହିଛନ୍ତି । ପତାକା ଉତ୍ତୋଳନ ସମାରୋହରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ସ୍ୱାଧିନତା ସଂଗ୍ରାମୀ ଏବଂ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ସ୍ୱାଧିନତା ସଂଗ୍ରାମୀ ମାନଙ୍କୁ ମନ୍ତ୍ରୀ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ହୋଇଥିବା ପ୍ରତିଯୋଗୀତାର କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version