• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଚସ୍ପତିଙ୍କ କାର୍ଯ୍ୟକ୍ରମରେ ହିତାଧିକାରୀ ଅନୁପସ୍ଥିତ : କାର୍ଯ୍ୟରେ ଅବହେଳା ; ପଞ୍ଚାୟତ ଅଧିକାରୀଙ୍କୁ ବିଡ଼ିଓଙ୍କ କାରଣ ଦର୍ଶାଅ ?

Proprietor Abhimanyu Maharana by Proprietor Abhimanyu Maharana
January 10, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବାଚସ୍ପତିଙ୍କ କାର୍ଯ୍ୟକ୍ରମରେ ହିତାଧିକାରୀ ଅନୁପସ୍ଥିତ : କାର୍ଯ୍ୟରେ ଅବହେଳା ; ପଞ୍ଚାୟତ ଅଧିକାରୀଙ୍କୁ ବିଡ଼ିଓଙ୍କ କାରଣ ଦର୍ଶାଅ ?
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜାନୁଆରୀ ଶନିବାର ) କୁକୁଡାଖଣ୍ଡି :-ବୁଧବାର ବାଚସ୍ପତି କୁକୁଡାଖଣ୍ଡି ବ୍ଲକରେ ଗ୍ରସ୍ତ ଯୋଗ ଦାନ ଉପସ୍ଥିତ ଭତ୍ତା ବଣ୍ଟନ କାଯ୍ୟକ୍ରମରେ ଚୟନ ହୋଇଥିବା ହିତାଧିକାରୀ ଉକ୍ତ ସଭାକୁ ଆସିନଥିବାରୁ ତିନୋଟି ପଞ୍ଚାୟତର ଗ୍ରାମପଞ୍ଚାୟତ ଅଧିକାରୀ ମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି କୁକୁଡାଖଣ୍ଡି ବିଡିଓ । କାରଣ ଦର୍ଶାଅ ନୋଟିସରେ କାର୍ଯ୍ୟରେ ଅବହେଳା ପାଇଁ ଦର୍ଶା ଯାଇଛି । ସୂଚନା ମୁତାବକ ଚଳିତ ସପ୍ତାହ ବୁଧୁବାର କୁକୁଡାଖଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଭିନ୍ନ ପଞ୍ଚାୟତର ହିତାଧିକାରୀ ମାନଙ୍କୁ ଭତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା I ଉକ୍ତ କାର୍ଯ୍ୟକ୍ରମରେ ବିଧାନସଭା ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ଡ଼.ସୂର୍ଯ୍ୟ ନାରାୟଣ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ କିନ୍ତୁ ଲାଞ୍ଜିଆ ପଞ୍ଚାୟତ ଅଧିକାରୀ ଅଶୋକ ପଟ୍ଟନାୟକ,ବଘାଲଟି ପଞ୍ଚାୟତ ଅଧିକାରୀ ରାମଚନ୍ଦ୍ର ଦଳେଇ ଏବଂ ଅନ୍ତେଇ ପଞ୍ଚାୟତ ଅଧିକାରୀ ଗାୟତ୍ରୀ ଦାସ ହିତାଧିକାରୀ ମାନଙ୍କୁ କୌଣସି ସୂଚନା ଦେଇନଥିବା କାରଣରୁ ସେମାନେ ବ୍ଲକ କାର୍ଯ୍ୟାଳୟରୁ ଭତ୍ତା ବାବଦୀୟ ଅର୍ଥରାଶି ପାଇବାରୁ ବଞ୍ଚିତ ହୋଇଥିଲେ I ଯାହାକୁ ଅତି ଗୁରୁତର ସହ ନେଇ କାର୍ଯ୍ୟରେ ଅବହେଳା କରିଥିବା କାରଣରୁ ସମସ୍ତ ତିନୋଟି ପଞ୍ଚାୟତର ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ବୋଲି ସୂଚନା ଦେଇଚନ୍ତି ବିଡ଼ିଓ I

ଏବଂ ସୁଚାରୁ ରୂପରେ କାର୍ଯ୍ୟ ତୁଲାଇ ନଥିବା କାରଣରୁ ନିୟମ ଅନୁଯାୟୀ ସମସ୍ତ ଅଧିକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଟାନ ନିଆଯିବ ବୋଲି କହିଚନ୍ତି I ଅନ୍ୟ ପକ୍ଷରୁ ହିତାଧିକାରୀ ମାନେ ସଭାକୁ ନଆସିଲେ ମଧ୍ୟ ସେମାନଙ୍କୁ ପଞ୍ଚାୟତରେ ଭତ୍ତା ପ୍ରଦାନ ଦିନ ଦିଆଯାଇପାରିଥାନ୍ତା ହିତାଧିକାରୀ କୌଣସି ପ୍ରକାରେ ସେମାନଙ୍କୁ ସୁବିଧାରୁ ବଞ୍ଚିତ ହୋଇପାରିନଥାନ୍ତେ । ମିଳିଥିବା ସୂଚନା ମୁତାବକ ଲାଞିଆ,ବାଘଲଟି,ଅନନ୍ତେଇ ପଞ୍ଚାୟତର ସମେତ ପ୍ରାୟ ପ୍ରତି ଅନ୍ୟ ପଞ୍ଚାୟତ ତରଫରୁ ୫୦ରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ନାମ ଉପଜିଲ୍ଲାପାଳଙ୍କ ନିକଟକୁ ପଠାଯାଇଥିଲା କିନ୍ତୁ ସେଠାରୁ ପ୍ରତି ପଞ୍ଚାୟତରୁ ୫ରୁ୭ ଜଣ ଙ୍କୁ ହିଁ ଚିହ୍ନଟ ହୋଇଥିଲା।ସେମାନଙ୍କୁ ଚେକ୍ ମାଧ୍ୟମରେ ଭତ୍ତା ପ୍ରଦାନ କରାଯାଇଥାନ୍ତା । ଅନ୍ୟପଷେ ବିଜେପି ନେତା ଶ୍ରୀକାନ୍ତ ପାଢୀ ଅଭିଯୋଗ କରିଛନ୍ତି ଯେ ବାଚସ୍ପତିଙ୍କ କାଯ୍ୟକ୍ରମରେ ହିତାଧିକାରୀ ଯୋଗଦେଲେନି ବୋଲି ରାଜନୀତି ନକରାଯାଉ ଏବଂ ଯୋଗ୍ୟ ହିତାଧିକାରୀ ଯେପରି ନିଜ ହକରୁ ବଞ୍ଚିତ ନହେବେ ସେଦିଗରେ ବ୍ଲକ ପ୍ରଶାସନ ଧ୍ୟାନ ଦିଅନ୍ତୁ । ବ୍ଲକରେ ଲାଗିରହିଥିବା ରାଜନୈତିକ ଛକାପଞ୍ଜାରେ ହିତାଧୀକାରୀ ଓ ସରକାରୀ କର୍ମଚାରୀ ଯେପରି ଅସୁବିଧାର ସମ୍ମୁଖୀନ ନହୁଅନ୍ତୁ ବୋଲି ପରକ୍ଷ ଭାବେ ବାଚସ୍ପତିଙ୍କୁ ନିଶାନ କରିଛନ୍ତି ।(ରିପୋର୍ଟ ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version