• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧରମେନ୍ଦ୍ର ପ୍ରଧାନଙ୍କୁ ଫୁଲନଖରା ଛକରେ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
January 12, 2021
in ଓଡ଼ିଶା, କଟକ, ମହାନଗର, ରାଜନୀତି, ହୋମ୍
0
କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧରମେନ୍ଦ୍ର ପ୍ରଧାନଙ୍କୁ ଫୁଲନଖରା ଛକରେ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜାନୁଆରୀ ମଙ୍ଗଳବାର ) କଟକ :- କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧରମେନ୍ଦ୍ର ପ୍ରାଧାନଙ୍କ ନିଆଳୀ ନିର୍ବାଚନ ମଣ୍ଡଳୀର ଓଲଟପୁର ଗ୍ରସ୍ତ କାର୍ଯ୍ୟକ୍ରମ ମଙ୍ଗଳବାର ସକାଳ ୯ଟାରେ ଥିଲା । ଫୁଲନଖରା ଛକରେ ବିଯେପି ଯୁବ ନେତା, ବଦ୍ରିନାରାୟଣ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେପିର କର୍ମୀ ମାନେ ସକାଳ ଆଠଟାରୁ ଆସି, ଫୁଲନଖରା ଛକରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ଅପେକ୍ଷା କରିଥିବା ଦେଖାଯାଇଥିଲା । ହେଲେ ଦୀର୍ଘ ଦୁଇ ଘଣ୍ଟା ଅପେକ୍ଷା କରିବା ପରେ, କେନ୍ଦ୍ର ମନ୍ତ୍ରୀ ଦିନ ଦଶଟା କୋଡ଼ିଏ ମିନିଟରେ ଫୁଲନଖରା ଛକରେ ଆସି ପହଞ୍ଚିଥିଲେ ।

କେନ୍ଦ୍ର ମନ୍ତ୍ରୀଙ୍କୁ ଅପେକ୍ଷା କରି ଥିବା କଟକ ସଦର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା, ପଞ୍ଚମୁଖୀ ବିଜେପି ମଣ୍ଡଳ, ଉରାଳୀ ବିଜେପି ମଣ୍ଡଳର କର୍ମକର୍ତ୍ତା, ଵିଜେପି କର୍ମୀ ମାନେ ଉପସ୍ଥିତ ରହି କେନ୍ଦ୍ର ମନ୍ତ୍ରୀ ଧରମେନ୍ଦ୍ର ପ୍ରଧାନଙ୍କୁ ସ୍ୱାଗଚ କରିବା ସହ ସମ୍ବର୍ଦ୍ଧନା ଜଣାଇଥିଲେ । ସିଏମସି ୫୯ ନମ୍ବର ୱ।ର୍ଡ଼ର ଯୁବନେତା ବଦ୍ରିନାରାୟଣ ପଟ୍ଟନାୟକ, କଟକ ସଦର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ର ସଭାପତି ଭକ୍ତ ବସ୍ଚଳ ବସ୍ତିଆ, କାର୍ଯ୍ୟକାରିଣୀ ସଦସ୍ୟ ରଣଜିତ ପଣ୍ଡା ବୁନୁ, ପଞ୍ଚମୁଖୀ ମଣ୍ଡଳ ସଭାପତି ପ୍ରମୋଦ କୁମାର ଓଝା,

ଉରାଳୀ ମଣ୍ଡଳ ସଭାପତି ପ୍ରଦୀପ ବେହେରା, ପୂର୍ବତନ ଜିଲ୍କା ପରିଷଦ ସଭ୍ୟ କ୍ଷିରୋଦ ଚନ୍ଦ୍ର ଦଳାଇ, ରାଧାକାନ୍ତ ମଲ୍କିକ , ବିଚିତ୍ରା ନନ୍ଦ ଦଳାଇ,ପ୍ରମୁଖ ବିଜେପି ନେତା କର୍ମୀ ମାନେ କେନ୍ଦ୍ର ମନ୍ତ୍ରୀ ଧରମେନ୍ଦ୍ର ପ୍ରଧାନଙ୍କୁ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ । ପରେ ପରେ କେନ୍ଦ୍ର ମନ୍ତ୍ରୀ ଶ୍ରା ପ୍ରଧାନ ଓଲଟପୁର ଅଭିମୁଖେ ଯାତ୍ରା ରିଥିଲେ । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ )  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version