• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୀବନ ପ୍ରଦୀପ ଦାସ୍ ଦଳ ବିରୋଧୀ କାର୍ଯ୍ୟ କରିବାରୁ : ସୁପ୍ରିମ ନବୀନ ପଟ୍ଟନାୟକ ଦଳରୁ କରିଥିଲେ ନିଲମ୍ବିତ – ଏବେ ଧରିଲେ ପଦ୍ମ ହାତ

Proprietor Abhimanyu Maharana by Proprietor Abhimanyu Maharana
January 14, 2021
in ଓଡ଼ିଶା, ବାଲେଶ୍ଵର, ରାଜନୀତି, ହୋମ୍
0
ଜୀବନ ପ୍ରଦୀପ ଦାସ୍ ଦଳ ବିରୋଧୀ କାର୍ଯ୍ୟ କରିବାରୁ : ସୁପ୍ରିମ ନବୀନ ପଟ୍ଟନାୟକ ଦଳରୁ କରିଥିଲେ ନିଲମ୍ବିତ – ଏବେ ଧରିଲେ ପଦ୍ମ ହାତ
Share on FacebookShare on TwitterWhatsapp

ଜୀବନ ପ୍ରଦୀପ ଦାଶ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ଵନ କରିଥିଲେ । 

ଓଡିଶା ତାଜା ନ୍ୟୁଜ୍  (୧୪ ଜାନୁଆରୀ ଗୁରୁବାର ) ବାଲେଶ୍ୱର :– ବିଜେଡିରୁ କୋଣଠେସା ଖାଇବାର ୨ ମାସ ପରେ ଜୀବନ ପ୍ରଦୀପ ଦାଶ ପୁଣି ପଦ୍ମର ହାତ ଧରିଛନ୍ତି । ପୂର୍ବତନ ବିଜେଡି ବିଧାୟକ ଜୀବନ ପ୍ରଦୀପ ଦାଶ ଫେରିଲେ ବିଜେପିକୁ … ଗୁରବାର ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଜୀବନ ବିଜେପିକୁ ଫେରିଛନ୍ତି । “ପୁଣି ଥରେ ଘରକୁ ଫେରିଥିବାରୁ ମୁଁ ଖୁସି ଅଛି । କୌଣସି ସର୍ତ୍ତ ନ ରଖି ଦଳରେ ଯୋଗ ଦେଇଛି”ବୋଲି, କହିଛନ୍ତି ଜୀବନ ପ୍ରଦୀପ ଦାଶ । ବାଲେଶ୍ୱର ଉପନିର୍ବାଚନ ଭୋଟର ମାତ୍ର ଦିନକ ପରେ ବିଜେଡିରୁ ଜୀବନଙ୍କୁ ନିଲମ୍ଵନ କରାଯାଇଥିଲା । ନିଲମ୍ବିତ ହେବାର ଗୋଟିଏ ଦିନ ପରେ ସେ ଦଳରୁ ଇସ୍ତଫା ଦେଇଥିଲେ ।

ସେତେବେଳେ ତାଙ୍କୁ ନିଜର ପକ୍ଷ ରଖିବାକୁ ସୁଯୋଗ ନ ଦିଆଯିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା କହିଥିଲେ । ବିଜେଡିରୁ ବିଦା ହେବା ପରେ ସେ ବିଜେପିକୁ ଫେରିବେ ବୋଲି ଚର୍ଚ୍ଚା ହେଉଥିଲା । ଜୀବନ ପ୍ରଦୀପ ଦାଶ ବାଲେଶ୍ୱର ସଦରରୁ ପ୍ରଥମ ଥର ପାଇଁ ୨୦୦୦ ମସିହାରେ ବିଧାୟକ ହୋଇଥିଲେ । ସେତେବେଳେ ସେ ବିଜେପି ଟିକେଟରୁ ନିର୍ବାଚନ ଲଢ଼ିଥିଲେ । ଏହାପରେ ସେ ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରୁ ନିର୍ବାଚନ ଲଢ଼ି ଜିତାପଟ୍ ହାତେଇ ଥିଲେ । ହେଲେ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପ୍ରାର୍ଥୀ ମଦନମୋହନ ଦତ୍ତ, ଜୀବନଙ୍କୁ ହରାଇଥିଲେ । (ଦୀପ୍ତିମାନ ପତି, ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version