• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଟକ ଜଗତପୁର ପୋଲିସକୁ ମିଳିଲା ବଡ଼ ସଫଳତା ; ୫୦ ଲକ୍ଷ୍ୟ ଟଙ୍କାର ଚୋରି ଅଳଙ୍କାର ଜବତ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଅପରାଧ, ଓଡ଼ିଶା, କଟକ, ହୋମ୍
0
କଟକ ଜଗତପୁର ପୋଲିସକୁ ମିଳିଲା ବଡ଼ ସଫଳତା ; ୫୦ ଲକ୍ଷ୍ୟ ଟଙ୍କାର ଚୋରି ଅଳଙ୍କାର ଜବତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍  (୧୪ ଜାନୁଆରୀ ଗୁରୁବାର ) କଟକ :- କଟକର ଜଗତପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଜଗତପୁର ଆଇ ବି ରୋଡ଼ରେ ଥିବା ବାସନ୍ତୀ ଜୁଏଲାରୀ ଦୋକାନ ରୁ ଡିସେମ୍ବର ୪ ତାରିଖ ବିଳମ୍ବିତ ରାତିରେ ଚୋରି ହୋଇଥିବା , ୫୦ ଲକ୍ଷ୍ୟ ଟଙ୍କାର ସୁନା ଓ ରୂପା ଅଳଙ୍କାର କୁ ଉଦ୍ଧାର କରିବା ସହ, ପାଞ୍ଚ ଜଣଙ୍କୁ ସ୍ପେଶାଲ ସ୍କାର୍ଡ଼ ଟିମ ସହାୟତା ରେ ଜଗିରଫ କରିଛି ଜଗତପୁର ପୋଲିସ । ଗିରଫ ବ୍ୟକ୍ତିଙ୍କ ଠାରୁ ୩୮୫ ଗ୍ରାମ ଓଜନର ସୁନା ଅଳଙ୍କାର, ୨୫ କେଜି ରୂପା ଗହଣା , ଚୋରି କାର୍ଯ୍ୟରେ ବ୍ୟବହୃତ କାର , ବାଇକ୍, ଗ୍ୟାସ କଟର ମେସିନ, ସିଲିଣ୍ଡର , ଦୁଇଟି ଶାବଳ, ୪ ଟି ମୋବାଇଲ ଫୋନ ସହିତ ନଗଦ ବାର ହଜାର ଟଙ୍କା ଜବତ କରିଛି ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅନ୍ତର୍ଗତ ଅନନ୍ତପୁର ଗ୍ରାମର ବାବୁ ଓରଫ ତପନ କୁମାର ସେଠୀ( ୪୭) ବର୍ଷ,ତପନ ଏହି ଚୋରି ଘଟଣାର ମୁଖ୍ୟ ଅଭିଯୁକ୍ତ ।

ସେହିପରି କଟକ ଚୌଦାର ଥାନା ଓଟିଏମ କଲୋନୀର ବାବି ଓରଫ ଅମୂଲ୍ୟ ମହାନ୍ତି ( ୪୨ ) ବର୍ଷ, କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ଇଛାପୁର ଗ୍ରାମର ମୁନା ଓରଫ ରମେଶ ସେଠୀ ( ୩୭) ବର୍ଷ , ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ନୟାପଲୀ ଥାନା ଅନ୍ତର୍ଗତ ନୀଳକଣ୍ଠ ନଗର ବାଲିତୋଟା ସାହିର କୁନା ଓରଫ ତ୍ରିଲୋଚନ ସେଠୀ ( ୩୯) ବର୍ଷ ଏବଂ କଟକ ଚାଉଳିଆଗଞ୍ଜ ଥାନା ନୟାବଜାର ଏଜି କଲୋନୀ ଅଞ୍ଚଳର ପ୍ରଫୁଲ୍ଲ କୁମାର ସାହୁ ( ୫୫ ) ବର୍ଷ ।

ଏମାନେ ଗତ ଡିସେମ୍ବର ମାସ ୪ ତାରିଖ ବିଳମ୍ବିତ ରାତିରେ , ଜଗତପୁର ଆଇବି ରୋଡ଼ରେ ଥିବା ବାସନ୍ତୀ ଜୁଏଲାରୀ ଦୋକାନର ସଟର କାଟି ପଚାସ ଲକ୍ଷ୍ୟ ଟଙ୍କା ମୂଲ୍ୟର ସୁନା ରୂପା ଅଳଙ୍କାର ଚୋରି କରି ନେଇଥିଲେ । ଏନେଇ ଅଳଙ୍କାର ଦୋକାନର ମାଲିଖ ଡିସେମ୍ବର ୫ ତାରିଖରେ ଜଗତପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଘଟଣାର ଖୋଳତାଡ଼ କରି ଅଭିଯୁକ୍ତ ମାନଙ୍କୁ ଧରିଥିଲେ ବୋଲି ଡିସିପି ସୂଚନା ଦେଇଛନ୍ତି । ଏସିପି ଅମରେନ୍ଦ୍ର ପଣ୍ଡା , ଜଗତପୁର ଥାନା ଆଇଆଇସି ରବିନ୍ଦ୍ର ନାଥ ମେହେର ଉପସ୍ଥିତ ଥିଲେ । ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । (କଟକରୁ ଅମୂଲ୍ୟ କୁମାର ବାରିକ ଙ୍କ ରିପୋର୍ଟ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version