• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫସଲ ନଷ୍ଟ କଲେ ହାତୀପଲ , ଜଗିଛି ଜଙ୍ଗଲ ବିଭାଗ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଫସଲ ନଷ୍ଟ କଲେ ହାତୀପଲ , ଜଗିଛି ଜଙ୍ଗଲ ବିଭାଗ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) ହିଞ୍ଜିଳିକାଟୁ :–  ଗତ ସୋମବାର ଠାରୁ ୩ ଦିନ ଧରି ଏକ ୧୪ ଜଣିଆ ହାତୀପଲ ହିଞ୍ଜିଳି ବନ ବିଭାଗ ଅନ୍ତର୍ଗତ ରଂଗୁଣୀପଲ୍ଲୀ ଓ ପଲ୍ଲୀପଦ୍ମନାଭପୁର ସମେତ ଆଖ ପାଖରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରିଥିବା ଜଣାପଡିଛି । ଚାଷ ଜମିରେ ଗଛିତ ଥିବା ଧାନ ଫସଲ ସହ ଅନ୍ୟାନ୍ୟ ଫସଲ ଜାତୀୟ ଶସ୍ୟ ସବୁ ନଷ୍ଟ କରିଥିବା ନେଇ ଅଞ୍ଚଳର ବହୁ ଚାଷୀ ସ୍ଥାନୀୟ ବନ ବିଭାଗକୁ ଖବର ଦେଇଥିଲେ । ପରେ ବ୍ରହ୍ମପୁର ବନଖଣ୍ଡ ବିଭାଗର ମୁଖ୍ୟ ଅଧିକାରୀ ଅମ୍ଳାନ ନାୟକଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଓ ବ୍ରହ୍ମପୁର ବନାଞ୍ଚଳର ମୋବାଇଲ ଷ୍ଟାଫ ସମେତ ସ୍ଥାନୀୟ ବନ ବିଭାଗର ଏକ ୨୫ ଜଣିଆ କର୍ମଚାରୀ ହାତୀ ପଲଙ୍କୁ ଘଉଡାଇବା ଏବଂ ସ୍ଥାନୀୟ ଲୋକଙ୍କ ଧନ ଜୀବନ ସୁରକ୍ଷା ବ୍ୟବସ୍ଥା ପ୍ରତି ଦୃଷ୍ଟି ଦେଇଥିବା ଜଣାପଡ଼ିଛି । ହାତୀପଲ ମଧ୍ୟରେ ୭ ମାଈ ହାତୀ , ୫ଟି ମଝିଲା ହାତୀ ଓ ୨ ଟି ଛୁଆ ହାତୀ ଥିବା ସୂଚନା ମିଳିଛି ।ରାତ୍ରୀ ସମୟରେ ହାତୀପଲ ଗାଁ ମୁହାଁ ଆଶଙ୍କା ଥିବାରୁ ବଡ଼ଖଣ୍ଡି ଫିଡର ଅଧିନ ଗାଁ ଗୁଡିକର ବିଦ୍ୟୁତ ସରବରାହ ବ୍ୟାହତ ହୋଇଛି ।

ଫଳରେ ସମରଝୋଳ, ବଡ଼ଖଣ୍ଡି, ମକରଝୋଳ , ଭେଙ୍କେଟରାୟ ପଲ୍ଲୀ , ବଳରାମପୁର, ପୋଚିଲିମ୍ମା, ପଲ୍ଲୀ ପଦ୍ମନାଭପୁର ସମେତ ବହୁ ଗ୍ରାମ ରାତ୍ର ୯ ଘଣ୍ଟା ଠାରୁ ପରଦିନ ସକାଳ ୭ ଟା ପର୍ଯ୍ୟନ୍ତ ବିଦ୍ୟୁତ ସରବରାହ ବନ୍ଦ ହୋଇଥିବା ସାଉଥକୋର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂସତ୍ୟ ନାରାୟଣ ଦାଶ ସୂଚନା ଦେଇଛନ୍ତି । ହାତୀପଲଙ୍କ ଅବସ୍ଥିତି ସମ୍ପର୍କରେ ସ୍ଥାନୀୟ ବନ ବିଭାଗର ବନପାଳ ବାଲାଜି ରେଡ୍ଡୀଙ୍କ ସହ ଯୋଗାଯୋଗ ବେଳେ ସମ୍ପ୍ରତି ହାତୀପଲ ନିକଟସ୍ଥ ଜଙ୍ଗଲ ମଧ୍ୟକୁ ଚାଲି ଯାଇଛନ୍ତି । ପୁଣି ସନ୍ଧ୍ୟା ସମୟରେ ଖାଦ୍ୟ ଅନ୍ବେଷଣ ସକାଶେ ଗାଁ ମୁହାଁ ହେବା ଆଶଙ୍କା ଥିବାରୁ ସମସ୍ତ କର୍ମଚାରୀ ସଜାଗ ଅଛନ୍ତି ବୋଲି ସେ ସୂଚନା ଦେଇଛନ୍ତି । ହିଞ୍ଜିଳିବ୍ଲକର ସମ୍ପୃକ୍ତ ଗ୍ରାମ ଗୁଡ଼ିକରେ ବାରମ୍ବାର ହାତୀପଲ ପ୍ରବେଶ କରି ଅଞ୍ଚଳର ବ୍ୟାପକ ଫସଲ ନଷ୍ଟ କରୁଥିବା ବେଳେ ଧନ ଜୀବନ ପ୍ରଭାବିତ ହେବାରେ ଲାଗିଛି । କ୍ଷତିଗ୍ରସ୍ତଙ୍କୁ ବିଭାଗୀୟ ସହାୟତା ପ୍ରଦାନ ନିମନ୍ତେ ଉଚ୍ଚ କତ୍ତୁର୍ପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡ଼ିଛି । ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version