• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ‘ବିଜେଡି’ ରେ ଫାଟ ଜଳଜଳ ରହୁନି ସମନ୍ନୟ , ବଢୁଛି କନ୍ଦଳ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ‘ବିଜେଡି’ ରେ ଫାଟ ଜଳଜଳ ରହୁନି ସମନ୍ନୟ , ବଢୁଛି କନ୍ଦଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) କୋଦଳା  :- ଭାରତ ବର୍ଷରେ ଓଡିଶା ରାଜନୀତିରେ ଆଞ୍ଚଳିକ ଦଳ ରୂପେ ସରକାର ଗଠନ କରିଛି ବିଜୁ ଜନତା ଦଳ l ଓଡ଼ିଶାର ବୃହତମ ଓ ଏକନମ୍ବର ଦଳ ହୋଇ ପାରିଛି (ବିଜେଡି) l ଦଳର ସାଙ୍ଗଠନିକ ସ୍ଥିତିକୁ ମଜବୁତ କରିବା ସହ ଘରେ ଘରେ ଦଳୀୟ ନେତାଙ୍କ ଭାବମୂର୍ତ୍ତିକୁ ଅକ୍ଷୁର୍ଣ୍ଣ ରଖିବା ଲାଗି ବହୁବିଧି ପଦକ୍ଷେପ ନିଆଯାଉଛି l ଏଭଳିସ୍ତିତିରେ ଆସ୍କା ଲୋକସଭା ଆସନର କବିସୂର୍ଯ୍ୟନଗର ବିଧାନସଭା ମଣ୍ଡଳୀରେ ବିଜୁ ଜନତା ଦଳରେ ଗୋଷ୍ଠି କନ୍ଦଳ ଉପୁଜିଥିବା ସାଧାରଣରେ ଚର୍ଚ୍ଚା ହେବାରେ ଲାଗିଛି l କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ନିର୍ବାଚିତ ହୋଇଥିବା ବେଳେ ଲୋକସଭା ଆସନ ମଧ୍ୟ ବିଜେଡି ହାତରେ ରହିଛି l ଯଦ୍ୱାରା ବର୍ତ୍ତମାନ କୋଦଳା ଓ କବିସୂର୍ଯ୍ୟନଗର ଏନଏସିରେ ବିଜେଡି ବିଜେଡି ଭିତରେ ଫାଟ ଜଳଜଳ ଦେଖାଗଲାଣି l ଦଳୀୟ ବିଜୁ ଜନତା ଦଳର ରାଜନେତା ମାନେ ନିଜ ନିଜର କର୍ମକର୍ତ୍ତା ମାନଙ୍କୁ ନେଇ ବିଭକ୍ତ ହେବାରେ ଲାଗିଲେଣି l ଯାହାଦ୍ୱାରା ବିଜୁ ଜନତା ଦଳର ସେଭଳି ଏକତା ଦେଖିବାକୁ ମିଳୁନାହିଁ l ଆଗକୁ ପୌର ଓ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବା ପୂର୍ବରୁ ଶାସକ ଦଳର କନ୍ଦଳ ହାଟରେ ପଡି ଦାଣ୍ଡରେ ଗଡ଼ିବା ଜଳଜଳ ଦେଖାଯାଉଛି l ଏଣୁ ଶାସକ ଦଳର ସଂଗଠନ ଭୁସିଡିବା ରାଜନୌତିକ କ୍ଷେତ୍ରରେ ଆଶଙ୍କା ରହିଛି l

କୋଦଳା ଓ କବିସୂର୍ଯ୍ୟନଗର ସହରବାସୀଙ୍କ ମନ ଜିଣିବାକୁ ସବୁ ତରିକା ଆପଣାଉଛି ଦଳ l ହେଲେ ଦଳ ଭିତରର କିଛି କୁଜିନେତା ଦଳ ବିରୋଧୀ କାର୍ଯ୍ୟ କରୁଥିବା ଚା, ଖଟି ମାନଙ୍କରେ ଚର୍ଚ୍ଚା ଜୋର ଧରିଛି l ଏପଟେ ବେଗୁନିଆପଡା ଓ କବିସୂର୍ଯ୍ୟନଗର ବ୍ଲକ ମାନଙ୍କରେ ଶାସକ ଦଳର କିଛି ଅସହିଷ୍ଣୁ ନେତାଙ୍କ କାର୍ଯ୍ୟକଳାପ ଉପରେ ଜନତା ଅସନ୍ତୋଷ ପ୍ରକାଶ ପାଇଛି l ପୂର୍ବରୁ ବିଜେଡିରେ ଥିବା କର୍ମକର୍ତ୍ତା ମାନଙ୍କୁ ବର୍ତ୍ତମାନ ଶାସନ କାଳରେ ସାମିଲ କରାଯାଉନଥିବା ବିଭିନ୍ନ ରାଜନୌତିକ ପରିଭାଷାରେ ଚର୍ଚ୍ଚା ହେଉଛି l ଏବଂ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସମସ୍ତଙ୍କୁ ଏକାଠି ଦେଖିବାକୁ ମିଳିନାହିଁ l କୋଦଳା ଓ କବିସୂର୍ଯ୍ୟନଗର ଦଳୀୟ ସମନ୍ନୟ ଅଭାବରୁ ବିଜେଡିରେ ଫାଟ ଦିଶିଲାଣି l ତେଣୁ ଦଳ ଆଗାମୀ ପୌର ନିର୍ବାଚନ ଓ କିଛି ଦିନ ବ୍ୟବଧାନରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ କିପରି ଭାବେ ସଂଗଠନ ମଜବୁତ କରିବ ତାହା ସାଧାରଣରେ କଳ୍ପନା ଜଳ୍ପନା ଲାଗିରହିଛି l ଏପଟେ କୋଦଳା ବିଜେଡିର କିଛି କର୍ମକର୍ତ୍ତାଙ୍କ ଉପରେ ସହରବାସୀ ଅସନ୍ତୋଷ ପ୍ରକାଶ ଜାହିର କରିଛନ୍ତି l କିଛି ରାଜନେତା ନିଜକୁ ନେତା ଭାବେ ପରିଗଣିତ କରୁଥିବା ସାଧାରଣରେ ଚର୍ଚ୍ଚା ହେଉଛି l ଏବଂ ଶାସକ ଦଳର ବିଧାୟିକାଙ୍କୁ ଅଣଦେଖା କରୁଥିବା ବିଭିନ୍ନ ରାଜନୌତିକ ମହଲରେ ଶୁଣିବାକୁ ମିଳୁଛି l ଏଥିରେ ସଂଗଠନକୁ ମଜବୁତ କରିବା ସ୍ଥିତିରେ ବଳ ଗୋଟାଉଛି ବିଜେଡି l କବିସୂର୍ଯ୍ୟନଗର ଓ କୋଦଳା ଏହି ଦୁଇ ଏନଏସିରେ ବିଜେଡିର କର୍ମକର୍ତ୍ତାଙ୍କ ଭିତରେ କୌଣସି ରହୁନାହିଁ ତାଳମେଳ l ଏଭଳି ସ୍ଥଳେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ଏବେ ଦୁଇ ଫାଳ ଦେଇ ଗତି କରୁଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି l ( ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version