• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଜିଲ୍ଲାରେ ପ୍ରଥମ କରି ଅନ୍ ଲାଇନମାଧ୍ୟମରେ ଭତ୍ତା ଟଙ୍କା ପ୍ରଦାନ : ଏହି ସେବାକୁ ଉଦଘାଟନ କଲେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଞ୍ଜାମ ଜିଲ୍ଲାରେ ପ୍ରଥମ କରି ଅନ୍ ଲାଇନମାଧ୍ୟମରେ ଭତ୍ତା ଟଙ୍କା ପ୍ରଦାନ : ଏହି ସେବାକୁ ଉଦଘାଟନ କଲେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) ବ୍ରହ୍ମପୁର :- ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ପରିସର ରେ ଆଜି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଉପସ୍ଥିତ ରହି ବୃଦ୍ଧ ,ବୃଦ୍ଧା, ବିଧବା,ଓ ଦିବ୍ୟାଙ୍ଗ ଙ୍କୁ ପ୍ରଦାନ କରାଯାଉଥିବା ଭତ୍ତା ଟଙ୍କା କୁ ଅନ୍ ଲାଇନ ସେବା ମାଧ୍ୟମରେ ପ୍ରଦାନ କରବା ର ଶୁଭାରମ୍ଭ କରିଛନ୍ତି । ପୂର୍ବରୁ ପଞ୍ଚାୟତ ସ୍ତରରେ ଗ୍ରାମସେବକ ଓ ପଞ୍ଚାୟତ କର୍ମଚାରୀ ମାନେ ଉପସ୍ଥିତ ରହି ଏହି ଭତ୍ତା ଟଙ୍କା ପ୍ରଦାନ କରୁଥିଲେ । ଭତ୍ତା ଟଙ୍କା ପଞ୍ଚାୟତ କୁ ନେବା ସମୟରେ ଅନେକ କର୍ମଚାରୀ ଲୁଟ୍ ର ଶିକାର ହେଉଥିବା ବେଳେ ଅଯଥା ସମୟ ଅପଚୟ ହେଉଥିଲା ।ବେଳେବେଳେ ଭୂତମଧ୍ୟ ଭତ୍ତା ଟଙ୍କା ନେଉଥିଲା । ଏହା କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଆଜି ଗଞ୍ଜାମ ଜିଲ୍ଲା ପାଇଁ ପ୍ରଥମ କରି ଅନ୍ ଲାଇନ୍ ସେବା ମାଧ୍ୟମରେ ଭତ୍ତା ଟଙ୍କା ପ୍ରଦାନ କରିବା ର ଶୁଭାରମ୍ଭ କରିଛନ୍ତି ।

ଏକ୍ସିସ୍ ବ୍ୟାଙ୍କ କୁ ୫୬ଲକ୍ଷ ୮୨ହଜାର ଶହେ ଟଙ୍କା ରଏକ ଚେକ କ୍ଲଷ୍ଟର ମ୍ୟାନେଜର ବିଶ୍ବନାଥ ମହାନ୍ତି ଙ୍କୁ ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ଜିଲ୍ଲାପାଳ ପାଣ୍ଡିଆ ଗ୍ରାମ ସ୍ଥିତ ଜଉଗଡ,ବଡଖରିଡା ଗ୍ରାମସ୍ଥିତ କାଳେଶ୍ବର ମନ୍ଦିର ପାର୍କ ଓ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା ରେ ସ୍ଥାନୀୟ ଅଞ୍ଚଳର ଜନପ୍ରତିନିଧି ଙ୍କ କାର୍ଯ୍ୟ କୁ ପ୍ରଶଂସା କରିଥିଲେ । ବ୍ଲକ ପରିସରରେ ସମନ୍ବିତ ଶିଶୁ ବିକାଶ ପକ୍ଷରୁ ଗେହ୍ଲା ଝିଅ କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ,ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ବେହେରା, ଏବିଡିଓ ମଧୁସୂଦନ ମହାରଣା ,ସହକାରୀ ଯନ୍ତ୍ରୀ ମୋହନ ସାହୁ ,ଏପିଓ,ବ୍ଲକ କର୍ମଚାରୀ ,ପଞ୍ଚାୟତ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । (ରିପୋର୍ଟ ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

September 11, 2026
୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version