• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପାରଳାଖେମୁଣ୍ଡି ସ୍ଥିତ ସ୍ୱରସ୍ଵତୀ ଶିଶୁମନ୍ଦିର ପରିସରରେ ରାମ ମନ୍ଦିର ନିର୍ମାଣନିଧି ସଂଗ୍ରହ ସକାଶେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in Uncategorized, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ସ୍ୱରସ୍ଵତୀ ଶିଶୁମନ୍ଦିର ପରିସରରେ ରାମ ମନ୍ଦିର ନିର୍ମାଣନିଧି ସଂଗ୍ରହ ସକାଶେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର )ପାରଳାଖେମୁଣ୍ଡି :– ଗଜପତି ଜିଲ୍ଲାର ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁମନ୍ଦିର ପରିସରରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ସକାଶେ ନିଧି ସଂଗ୍ରହ ସକାଶେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି(ଓଡିଶା) ଗଜପତି ଜିଲ୍ଲା ଶାଖା ତରଫରୁ ଅନୁଷ୍ଠିତ ହୋଇଥିବା ଏହି ସାମ୍ବାଦିକ ସମ୍ମିଳନୀରେ ଜାନୁୟାରୀ ୧୫ରୁ ୩୦ତାରିଖ ପର୍ଯ୍ୟନ୍ତ ୧୫ଦିନ ନିଧି (ଅର୍ଥ) ସଂଗ୍ରହ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲାରେ ୧୨ଶହ ଗ୍ରାମର ସାଢେ ତିନି ଲକ୍ଷ ପରିବାର ସହ ଯୋଗା ଯୋଗ କରାଯିବ । ଏଥି ନିମନ୍ତେ ୧୮୫ଟି ଗ୍ରୁପ ଗଠିତ ହୋଇଛି ଏବଂ ଆଜିଠାରୁ ନିଧି ସଂଗ୍ରହ ନିମନ୍ତେ ଅଭିଯାନ ଆରମ୍ଭ ହୋଇଛି । ଅଗଷ୍ଟ ,୨୦୨୦ ମସିହାର ଭାରତ ସରକାରଙ୍କ ଦ୍ଵାରା ଗଠିତ ହୋଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ତରଫରୁ ପ୍ରଦାନ କରାଯାଇଥିବା ୧୦/,୧୦୦/ ଓ ୧୦୦୦/ ଟଙ୍କା କୂପନ ମାଧ୍ୟମରେ ପରିବାର ସମ୍ପର୍କ କରି ସଂଗ୍ରହ କରାଯିବ । 

ଟ୍ରଷ୍ଟ ତରଫରୁ ପ୍ରସ୍ତୁତ କରାଯାଇଥିବା ଏକ ସ୍ବତନ୍ତ୍ର ଆପ୍ ମାଧ୍ୟମରେ ସଂଗୃହିତ ହୋଇଥିବା ରାଶିକୁ ଡିପୋଜିଟ୍ କରାଯିବ ଏବଂ ଜିଲ୍ଲାରେ ୨୩ଜଣଙ୍କୁ ଦାୟିତ୍ବ ଦିଆଯାଇଛି । ସେମାନଙ୍କୁ ସେଥି ନିମନ୍ତେ ସ୍ବତନ୍ତ୍ର ତାଲିମ ମଧ୍ଯ ଦିଆଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଥିଲା । ସାମ୍ବାଦିକ ସମ୍ମିଳନୀରେ ବିଶ୍ବହିନ୍ଦୁ ପରିଷଦର ପ୍ରାନ୍ତ କାର୍ଯ୍ୟକାରିଣୀ ସଦସ୍ଯ ରମାକାନ୍ତ ରଥ, ବନବାସୀ କଲ୍ୟାଣ ଆଶ୍ରମର ପ୍ରାନ୍ତ ସଂଗଠନ ସମ୍ପାଦକ ବିଶ୍ଵାମିତ୍ର ମହନ୍ତ,RSSର ଜିଲ୍ଲା ସଂଘଚାଳକ ଗୌରାଙ୍ଗ ପାଣିଗ୍ରାହୀ,RSSର ଗଞ୍ଜାମ ବିଭାଗ କାର୍ଯ୍ୟକାରିଣୀ ସଦସ୍ଯ ଅନାଦି ପାଣିଗ୍ରାହୀ,ଅଭିଯାନର ପାରଳାଖେମୁଣ୍ଡି ନଗର ପ୍ରମୁଖ ବିନୋଦ ଚନ୍ଦ୍ର ଜେନା ଓ ସ୍ବାଗତ ସମିତି ଅଧ୍ୟକ୍ଷ ମହନ୍ତ ରାମାନନ୍ଦ ଦାସ,ମୁନୀନ୍ଦ୍ର ଶବର ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ସରସ୍ଵତୀ ଶିଶୁମନ୍ଦିର ପ୍ରଧାନ ଆଚାର୍ଯ୍ଯ ସରୋଜ କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ଗୁରୁମା ଓ ଗୁରୁଜୀ ମାନେ ସହଯୋଗ କରିଥିଲେ l (ଗରୁଡ଼ ଧ୍ୱଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version