• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବିଧାନସଭାର ସଂପୂର୍ଣ୍ଣ କମ୍ପୁଟରୀକରଣ ପାଇଁ ଗୃହକମିଟି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
January 18, 2021
in ଓଡ଼ିଶା, ଯାଜପୁର, ହୋମ୍
0
ଓଡ଼ିଶା ବିଧାନସଭାର ସଂପୂର୍ଣ୍ଣ କମ୍ପୁଟରୀକରଣ ପାଇଁ ଗୃହକମିଟି ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଜାନୁଆରୀ ସୋମବାର ) ଭୁବନେଶ୍ୱର :- ଓଡ଼ିଶା ବିଧାନସଭା ସଚିବାଳୟର ଦୈନନ୍ଦିନ କାର୍ଯ୍ୟ ଏବଂ ବିଧାନସଭା ଅଧିବେଶନ କାର୍ଯ୍ୟର ସଂପୂର୍ଣ୍ଣ କମ୍ପୁଟରୀକରଣ ପାଇଁ ବିଧାନସଭା ଗୃହ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଏ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ବିଧାନସଭାର ସମସ୍ତ କର୍ମଚାରୀଙ୍କୁ ଆବଶ୍ୟକୀୟ ପ୍ରଶିକ୍ଷଣ ପ୍ରଦାନ ସହ ଆଗାମୀ ଦିନରେ ଇ-କମ୍ପୁଟର ମାଧ୍ୟମରେ ଫାଇଲ୍‌ ଓ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରିବା ପାଇଁ ବାଚସ୍ପତି ଡ. ପାତ୍ର କଡ଼ା ନିର୍ଦ୍ଦେଶ ଦେଇଥିଲେ । ଇ-ବିଧାନସଭାକୁ ମିଶନ୍‌ ମୋଡ଼୍‌ରେ କାର୍ଯ୍ୟକାରୀ କରିବା ସହ ବିଧାନସଭାର ସମସ୍ତ କାର୍ଯ୍ୟକ୍ରମ ବିନା କାଗଜରେ ସଂପନ୍ନ କରିବା ପାଇଁ ମଧ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ବିଧାନସଭାର ସମସ୍ତ ସଭ୍ୟଙ୍କୁ ଆବଶ୍ୟକୀୟ ପ୍ରଶିକ୍ଷଣ ପ୍ରଦାନ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ବାଚସ୍ପତିଙ୍କୁ ଅନୁରୋଧ କରାଯାଇଥିଲା । ଆଲୋଚନାର ବିବରଣୀରୁ ପ୍ରକାଶ ଯେ ବିଧାନସଭାକୁ ସଂପୂର୍ଣ୍ଣ କମ୍ପୁଟରୀକରଣ କରିବା ପାଇଁ ୨୦୧୨ ଅେ ପ୍ରଲ ୭ ତାରିଖରେ ଏକ ସର୍ବସମ୍ମତ ପ୍ରସ୍ତାବ ଗ୍ରହଣ କରାଯାଇଥିଲା ଏବଂ ତଦନୁଯାୟୀ ଏକ ଗୃହ

କମିଟି ରାଜସ୍ଥାନ, ମହାରାଷ୍ଟ୍ର ସହ ଲୋକସଭାକୁ ଷ୍ଟଡି ଟୁର୍‌ରେ ଯାଇଥିଲେ ଏବଂ ବିଧାନସଭାର ଦୈନନ୍ଦିନ କାର୍ଯ୍ୟକ୍ରମ ଜାତୀୟ ସୂଚନା ପ୍ରଯୁକ୍ତି ଅନୁଷ୍ଠାନ ମାଧ୍ୟମରେ ଡିଜିଟାଇଜେସନ୍‌ କରାଯିବାର ରିେ ପାର୍ଟ ପ୍ରଦାନ କରିଥିଲେ । ଏତଦ୍‌ବ୍ୟତୀତ ବିଧାନସଭାର ରିପୋର୍ଟର ଶାଖା, କାର୍ଯ୍ୟ ବିବରଣୀ ଶାଖା ଏବଂ ପ୍ରଶ୍ନୋତ୍ତର ଶାଖାକୁ ମଧ୍ୟ କମ୍ପୁଟରୀକରଣ ପାଇଁ ପରାମର୍ଶ ଦେଇଥିଲେ । କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟା ପାର ବିଭାଗ ଏହି କାର୍ଯ୍ୟକ୍ରମ ପାଇଁ ୧ କୋଟି ୨ ଲକ୍ଷ ୯୬ ହଜାର ୪୦୮ ଟଙ୍କା ଅନୁଦାନ ପ୍ରଦାନ କରିଥିବା ସ୍ଥଳେ ଅବଶିଷ୍ଟ ଶତକଡ଼ା ୪୦ ଭାଗ ଅର୍ଥ ରାଜ୍ୟ ସରକାରଙ୍କ ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପ୍ରଦାନ କରିଥିଲେ । ଓଡ଼ିଶା ବିଧାନସଭା ସଚିବାଳୟକୁ ସଂପୂର୍ଣ୍ଣ କମ୍ପୁଟରୀକରଣ ପାଇଁ ଏହି ଅର୍ଥ ଓକାକ୍‌କୁ ପ୍ରଦାନ କରାଯାଇଛି ଏବଂ ଏହି କାର୍ଯ୍ୟକ୍ରମକୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଉଛି । ତେବେ ଏହି କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରିବା ସହ ବିଧାନସଭାର ସମସ୍ତ ଶାଖାକୁ ଅବିଳଞ୍ଚକ କମ୍ପୁଟରୀକରଣ ପାଇଁ ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟା ପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ବିଧାୟକ ଦେବୀ ପ୍ରସାଦ ମିଶ୍ର, ତାରା ପ୍ରସାଦ ବାହିନୀ ପତି, ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ବିଧାନସଭା ସଚିବ ଦାଶରଥୀ ଶତପଥୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

July 23, 2026
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

July 23, 2026
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version