• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ କାରଣରୁ ଭୁବନେଶ୍ୱର ମୁନିସିପାଲିଟି କର୍ପୋରେସନର ମନୋମୁଖୀ କାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
January 20, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ କାରଣରୁ ଭୁବନେଶ୍ୱର ମୁନିସିପାଲିଟି କର୍ପୋରେସନର ମନୋମୁଖୀ କାର୍ଯ୍ୟ
Share on FacebookShare on TwitterWhatsapp

ଆଠଦିନ ଧରି ଦଳିତ ପରିବାର ଅସହାୟ ଅବସ୍ଥାରେ ରାସ୍ତାକଡ଼ରେ ପଡ଼ିରହିଛନ୍ତି – ଭୁବନେଶ୍ୱର 

ଓଡ଼ିଶା ତାଜା ନ୍ୟୁଜ (୨୦ ଜାନୁଆରୀ ବୁଧବାର ) ଭୁବନେଶ୍ୱର :- ସମ୍ପ୍ରତି ବିଭିନ୍ନ ମନ୍ଦିର ସୌନ୍ଦର୍ଯ୍ୟକରଣ ଯୋଜାନରେ ରାଜ୍ୟ ସରକାରଙ୍କର ବିଶେଷ ଆଗ୍ରହ ଦେଖାଯାଉଥିବା ବେଳେ ଲିଙ୍ଗରାଜ ମନ୍ଦିର ବିକାଶ କାର୍ଯ୍ୟରେ ଗୋଟିଏ ଦଳିତ ପରିବାର ଜାନୁୟାରୀ ୧୨ ତାରିଖରୁ ରାସ୍ତାକଡ଼ରେ ଅତି ଅସହାୟ ଅବସ୍ଥାରେ ପଡ଼ିରହିଛନ୍ତି । ବିଏମ୍‌ସି କର୍ତ୍ତୃପକ୍ଷ ସେହି ପରିବାର ବାସ କରୁଥିବା ସ୍ଥିତିବାନ ସମ୍ପତ୍ତି ଉପରେ ଥିବା ବାସଗୃହକୁ ରାସ୍ତା ସମ୍ପ୍ରସାରଣ ଉଦ୍ଦେଶ୍ୟରେ ଉଚ୍ଛେଦ କରିଛନ୍ତି; କିନ୍ତୁ ସେହି ପରିବାରକୁ ଥଇଥାନ କରିବା ପାଇଁ କୌଣସି ବ୍ୟବସ୍ଥା କରିନାହାଁନ୍ତି । ଫଳରେ ୩ ଓ ୪ ବର୍ଷ ବୟସର ଦୁଇଟି ଶିଶୁଙ୍କ ସମେତ ୪ଜଣିଆ ପରିବାରଟି ରାସ୍ତା କଡ଼ରେ ଖରା, ଶୀତ କାକରରେ ଓ ଅନ୍ଧକାର ମଧ୍ୟରେ ଦୟନୀୟ ଅବସ୍ଥାରେ ପଡ଼ି ରହିଛନ୍ତି । ବିବରଣୀରୁ ଜଣାପଡ଼େ ଯେ ଭୁବନେଶ୍ୱର ୟୁନିଟ୍‌-୨୮, ମୌଜା ଗୌତମ ନଗର, ଖାତା ନଂ-୧୮୧ ଓ ପ୍ଲଟ ନଂ-୨୨୬୩ ଓ ୨୨୬୦ ଉପରେ ସ୍ୱର୍ଗତ ଜଗନ୍ନାଥ ସେଠୀଙ୍କର ଉତ୍ତରାଧିକାରୀମାନେ ବାସ କରି ଆସୁଥିଲେ ।

କେଦାରଗୌରୀ ରାସ୍ତା ସମ୍ପ୍ରସାରଣ ନିମନ୍ତେ ଏହି ଉତ୍ତରାଧିକାରୀ ରଜକ ପରିବାର ମଧ୍ୟରୁ ପ୍ରଭାତ ସେଠୀଙ୍କର ବାସଗୃହ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ଦ୍ୱାରା ଗତ ଜାନୁୟାରୀ ୧୨ ତାରିଖରେ ଉଚ୍ଛେଦ କରାଯାଇଛି । ପୂର୍ବରୁ ଶ୍ରୀ ସେଠୀଙ୍କୁ ବିକଳ୍ପ ଥଇଥାନ ବ୍ୟବସ୍ଥା ଓ ଆର୍ଥିକ ସହାୟତା ପ୍ରଦାନ କରାଯିବା ନିମନ୍ତେ ପ୍ରତିଶ୍ରୁତି ଦିଆଯାଇଥିଲା । କିନ୍ତୁ ତାଙ୍କ ବାସଗୃହ ଉଚ୍ଛେଦ ହେବାପରେ ବିଏମ୍‌ସି ତରଫରୁ ତତ୍କାଳୀନ ଥଇଥାନ କରାଯାଇ ନାହିଁ । ପ୍ରଭାତ ସେଠୀ, ତାଙ୍କ ସହଧର୍ମିଣୀ ଓ ୫ ବର୍ଷରୁ କମ୍ ଦୁଇଟି ଶିଶୁ ସ୍ଥାନୀୟ ପୂର୍ବତନ କର୍ପୋରେଟଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା ଜରିପାଲ ତଳେ ଶୀତ କାକର ସହିତ ମଶା, ମାଛି, ବିଷାକ୍ତ ପୋକଜୋକ ଓ ସାପ ସହିତ ଅତି ଭୟଭୀତ ଅବସ୍ଥାରେ ପଡ଼ି ରହିଛନ୍ତି । ସେହି ପରିବାର ପାଇଁ ଖାଦ୍ୟ, ବସ୍ତ୍ର, ପାନୀୟ ଜଳ ଓ କମ୍ବଳ ଆଦି କୌଣସି ବ୍ୟବସ୍ଥା କରାଯାଇ ନାହିଁ । ଇତି ମଧ୍ୟରେ ଶିଶୁ ଦୁଇଟି ଅତ୍ୟଧିକ ଥଣ୍ଡା କାକରରେ ଅସୁସ୍ଥ ହୋଇ ପଡିଥିବା ବେଳେ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ଦ୍ୱାରା ଚିକିତ୍ସା ପାଇଁ କୌଣସି ବ୍ୟବସ୍ଥା କରାଯାଇନାହିଁ ।

ଏ ସମ୍ପର୍କରେ ଖବର ପାଇ ଆମ୍ବେଦକର ଲୋହିଆ ବିଚାର ମଞ୍ଚ ପକ୍ଷରୁ ଏକ ଦଳ ଘଟଣାସ୍ଥାଳରେ ପହଞ୍ôଚ ତଥ୍ୟ ଅନୁସନ୍ଧାନ କରିଛନ୍ତି । ବିଏମ୍‌ସି କର୍ତ୍ତର୍ୃପକ୍ଷଙ୍କୁ ଏ ସମ୍ପର୍କରେ ଯୋଗାଯୋଗ କରିବାରୁ ଜଣା ପଡ଼ିଥିଲା ଯେ ଏହି ଉଚ୍ଛେଦ ଓ ସମ୍ପ୍ରସାରଣ ଦାୟିତ୍ୱରେ ଥିବା ଅଧିକାରୀ ଶ୍ରୀଯୁକ୍ତ କମଳଜିତ ଦାସ କାର୍ଯ୍ୟାଳୟରେ ଅନୁପସ୍ଥିତ ଥିବାରୁ ଅନ୍ୟ କୌଣସି ଅଧିକାରୀ ଏ ସମ୍ପର୍କରେ କିଛି କରିପାରିବେ ନାହିଁ ବୋଲି ଉତ୍ତର ମିଳିଥିଲା । ଚାଇଲ୍‌ଡ଼ ଲାଇନର ଟୋଲ୍ ଫ୍ରି ନଂ-୧୦୯୮ ନମ୍ବରକୁ ବାରମ୍ବାର ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳିନଥିଲା । ଏ ସମ୍ପର୍କରେ ଏହି ପରିବାରକୁ ବିଏମ୍‌ସି କର୍ତ୍ତୃପକ୍ଷ ତୁରନ୍ତ ସହାୟତା ପ୍ରଦାନ କରି ସେମାନଙ୍କ ପୂର୍ଣ୍ଣାଙ୍ଗ ଥଇଥାନ ହେବା ପର୍ଯ୍ୟନ୍ତ ଉକ୍ତ ପରିବାରର ରହିବା, ଖାଇବା ଓ ଚିକିତ୍ସା ଆଦିର ବ୍ୟବସ୍ଥା କରିବା ପାଇଁ ବିଚାର ମଞ୍ଚ ପକ୍ଷରୁ ଦାବି କରାଯାଇଛି । ଏ ସମ୍ପର୍କରେ ରାଜ୍ୟର ୫-ଟି ସଚିବ ହସ୍ତକ୍ଷେପ କରି ଯଥାଯଥ ପଦକ୍ଷେପ ତୁରନ୍ତ ନେବାକୁ ନିର୍ଦ୍ଦେଶ ଦେବା ନିମନ୍ତେ ନିବେଦନ କରଯାଇଛି । (ଭୁବନେଶ୍ୱର /ସଂଗ୍ରାମ କେଶରୀ ମଲିକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version