• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃଷି ଆଇନ୍‍ ବିରୋଧରୁ ନଜର ହଟାଇବାକୁ ବିଜେପିର ଘେରାଉ ଡାକରା : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
January 20, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
କୃଷି ଆଇନ୍‍ ବିରୋଧରୁ ନଜର ହଟାଇବାକୁ ବିଜେପିର ଘେରାଉ ଡାକରା : ବିଜେଡି
Share on FacebookShare on TwitterWhatsapp

1. ବର୍ତ୍ତମାନ ସୁଦ୍ଧା ସରକାର ଉଠାଇଲେଣି ୨୫% ଅଧିକ ଧାନ

2. ଓଡିଶା ଚାଷୀ କୃଷି ଆଇନ୍‍କୁ ଦିଲ୍ଲୀରେ କରୁଛନ୍ତି ବିରୋଧ 

3. ଆରଡିସି ଅଫିସ ଘେରାଉ ବିଜେପିର ରାଜନୈତିକ ଷଡଯନ୍ତ୍ର

ଓଡ଼ିଶା ତାଜା ନ୍ୟୁଜ (୨୦ ଜାନୁଆରୀ ବୁଧବାର ) ଭୁବନେଶ୍ୱର :- କେନ୍ଦ୍ରର କୃଷି ଆଇନ୍‍କୁ ହେଉଥିବା ଦେଶବ୍ୟାପି ବିରୋଧରୁ ନଜର ହଟାଇବା ପାଇଁ ରାଜ୍ୟ ବିଜେପି ଏବେ ଧାନ ସଂଗ୍ରହର ଆଳ ଦେଖାଇ ଆରଡିସି ଅଫିସ୍‍ ଘେରିବାକୁ ଉଦ୍ୟମ ଚଳାଇଛନ୍ତି । ବିଜେପିର ଏହା ଏକ ରାଜନୈତିକ ଷଡଯନ୍ତ୍ର ବୋଲି କହିଛନ୍ତି ବିଜେଡି ମୁଖପାତ୍ର ପ୍ରତାପ ଦେବ । ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ଦେବ କହିଛନ୍ତି ଯେ, କେନ୍ଦ୍ରର କୃଷି ଆଇନ୍‍କୁ ଏବେ ସାରା ଦେଶରେ ବିରୋଧ ବଢିବାରେ ଲାଗିଛି । ଓଡିଶାର କୃଷକମାନେ ଦିଲ୍ଲୀ ଯାଇ ସେଠାରେ ବିରୋଧ କରୁଛନ୍ତି । ରାଜ୍ୟସଭାରେ ଧ୍ୱନି ମତରେ ବିଲ୍‍ ପାସ୍ କରାଇ କେନ୍ଦ୍ର ସରକାର ଅଡୁଆରେ ପଡିଥିବାବେଳେ ସେଥିରୁ ନଜର ହଟାଇବା ପାଇଁ ଏବେ ଷଡଯନ୍ତ୍ର ଆରମ୍ଭ ହୋଇଛି ।

ଏହାର ଫଳ ସ୍ୱରୂପ ରାଜ୍ୟ ବିଜେପି ଏବେ ଧାନ ସଂଗ୍ରହକୁ ଆଳ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହିତ ଆରଡିସି ଅଫିସ ଘେରାଉ ଘୋଷଣା କରିଛି । ଶ୍ରୀ ଦେବ କହିଛନ୍ତି ଯେ, ରାଜ୍ୟ ସରକାର ୨୦୦୩-୦୪ ବେଳକୁ ୧୦ରୁ ୧୧ଲକ୍ଷ ମେଟ୍ରିକ୍ ଟନ୍‍ ଧାନ ସଂଗ୍ରହ କରୁଥିବାବେଳେ ଏବେ ୬୫ରୁ ୭୦ଲକ୍ଷ ମେଟ୍ରିକ୍ ଟନ୍‍ ଧାନ ସଂଗ୍ରହ କରୁଛନ୍ତି । ରାଜ୍ୟରେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ୨୫ରୁ ୨୬ଲକ୍ଷ ମେଟ୍ରିକ୍ ଟନ୍‍ ଚାଉଳ ଆବଶ୍ୟକ ପଡୁଛି । ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ଯେତିକି ଧାନ ସଂଗ୍ରହ ହୋଇଛି ତାହା ଗତବର୍ଷର ଏହି ସମୟ ତୁଳନାରେ ୨୫ ପ୍ରତିଶତ ଅଧିକ ରହିଛି ଓ ସମଗ୍ର ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ଅଛି । ତେଣୁ ସରକାର ଧାନ ଉଠାଉ ନାହାନ୍ତି ବୋଲି ବିଜେପି ଯେଉଁ ଅଭିଯୋଗ କରୁଛି ସେଥିରେ କୌଣସି ସତ୍ୟତା ନାହିଁ ।

ବରଂ ରାଜ୍ୟ ସରକାର ଧାନ ସଂଗ୍ରହ କ୍ଷେତ୍ରରେ ଟୋକନ ବ୍ୟବସ୍ଥା ଦ୍ୱାରା ଯେଉଁ ସ୍ୱଚ୍ଛତା ନୀତି ଆପଣେଇଛନ୍ତି ତାହା ଦ୍ୱାରା ମଧ୍ୟସ୍ଥି ବ୍ୟବସ୍ଥାର ପରିସମାପ୍ତି ଘଟିଛି । ବିଜେଡି ମୁଖପାତ୍ର ଶ୍ରୀ ଦେବ କହିଛନ୍ତି ଯେ, ଏକ ରାଜନୈତିକ ଚିନ୍ତାଧାରାରେ ସରକାରଙ୍କୁ କାଠଗଡାରେ ଛିଡା କରାଇବା ପାଇଁ ବିଜେପି ସବୁବେଳେ ଉଦ୍ୟମ କରୁଛି । ଯଦି କୃଷି ଆଇନ୍‍କୁ ଚାଷୀ ବୁଝିପାରୁ ନାହାନ୍ତି ତେବେ ଭାରତ ସରକାର ତାଙ୍କୁ ବୁଝାନ୍ତୁ । ହେଲେ ତାହା ନକରି ରାଜ୍ୟ ସରକାର ଏୟା କଲେ ସେୟା କଲେ ବୋଲି ବିଜେପି ନେତାମାନେ କହି ବୁଲୁଛନ୍ତି । ଓଡିଶାରେ ଚାଷୀଙ୍କ ଠାରୁ ସରକାର ସୁରୁଖୁରୁରେ ଧାନ ସଂଗ୍ରହ କରୁଥିବାବେଳେ ଏହାକୁ ବିରୋଧ ନକରି ବରଂ କେନ୍ଦ୍ରର କୃଷି ଆଇନ୍‍ ସଂକ୍ରାନ୍ତରେ ଲୋକଙ୍କୁ ବୁଝାଇବା ପାଇଁ ଶ୍ରୀ ଦେବ ପରାମର୍ଶ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version