• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିମ କ୍ଲିନ ସିଟି ପକ୍ଷରୁ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ଜାରି , ରକ୍ତଦାନ କଲେ ଟିମ ସଦସ୍ୟ

Proprietor Abhimanyu Maharana by Proprietor Abhimanyu Maharana
January 24, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଟିମ କ୍ଲିନ ସିଟି ପକ୍ଷରୁ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ଜାରି , ରକ୍ତଦାନ କଲେ ଟିମ ସଦସ୍ୟ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୪ ଜାନୁଆରି, ରବିବାର ) ଵ୍ରହ୍ମପୁର :- ଦକ୍ଷିଣ ଓଡ଼ିଶାର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଟିମ କ୍ଲିନ ସିଟି ଜାରି ରଖିଛି ତାର ସାପ୍ତାହିକ ସମାଜ ସେବା କାର୍ଯ୍ୟ । ଏହି ଅବସରରେ ଆଜି ଟିମ କ୍ଲିନ ସିଟି ପକ୍ଷରୁ ପୁଣି ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ କରାଯାଇଛି । ଦୀର୍ଘ ଦିନ ଧରି ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ହାତକୁ ନିଆଯାଇଥିବା ବେଳେ ଆଜି ଵ୍ରହ୍ମପୁର ମଣ୍ଡଳ କାରାଗାର ପରିସରରେ ଥିବା ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ସଫେଇ କରାଯାଇଥିଲା । ଏଥିସହ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ତାଙ୍କରି ସ୍ମୃତି ଚାରଣ କରାଯାଇ ବିଭିନ୍ନ ସ୍ଲୋଗାନ ଦିଆଯାଇଥିଲା । ଟିମର ଏହି ସଫେଇ କାର୍ଯ୍ୟରେ ଵ୍ରହ୍ମପୁର ମଣ୍ଡଳ କାରାଗାର ଜେଲର ମଧ୍ୟ ସାମିଲ ହୋଇଥିଲେ ।

ପରେ ରକ୍ତ ଅଭାବକୁ ଦୂର କରିବା ଲକ୍ଷ୍ୟରେ ଟିମ ର କିଛି ସଦସ୍ୟ ଵ୍ରହ୍ମପୁର ଏମକେସିଜି ପରିସରରେ ଥିବା ରକ୍ତ ଭଣ୍ଡାର ପରିସରରେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ପୂର୍ବରୁ ଏଭଳି ସମାଜସେବା କାର୍ଯ୍ୟ ରେ ଟିମ କେବଳ ଵ୍ରହ୍ମପୁର କାହିଁକି ସମ୍ପୂର୍ଣ୍ଣ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜାଗାରେ ବେଶ ଉଚ୍ଚ ପ୍ରଶଂସିତ ହୋଇଛି । ଫୋଷ୍ଟର ମୁକ୍ତ ଅଭିଯାନରୁ ନିଜ କାର୍ଯ୍ୟ ଆରମ୍ଭ କରି ପରେ ଅସହାୟଙ୍କୁ ଉଦ୍ଧାର ଓ ବର୍ତ୍ତମାନ ରକ୍ଷଣାବେକ୍ଷଣ ଅଭାବରୁ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ପ୍ରତିମୂର୍ତ୍ତିକୁ ସଫେଇ କରିବା କାର୍ଯ୍ୟ ଟିମ ପକ୍ଷରୁ ହାତକୁ ନିଆଯାଇଛି । ଟିମ କ୍ଲିନ ସିଟି ସଦସ୍ୟଙ୍କ ଏଭଳି ଉଦ୍ୟମ କୁ ସହରବାସୀ ବେଶ ପ୍ରଶଂସା କରିଛନ୍ତି । ଟିମ ପକ୍ଷରୁ ପୂର୍ବ ପ୍ରସ୍ତୁତି ମୁତାବକ ଆଜିର କାର୍ଯ୍ୟରେ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଆଗକୁ ମଧ୍ୟ ଏଭଳି ଉଦ୍ୟମ ଜାରି ରହିବ ବୋଲି ଟିମ ପକ୍ଷରୁ ସୂଚନା ଦିଆଯାଇଛି ।   ( ରିପୋର୍ଟ : ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

September 11, 2026
ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

September 11, 2026
ଦେୟ ମୁକ୍ତ ଶିକ୍ଷା କେଜି ରୁ ପିଜି ମାଗଣା ଘୋଷଣା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତାରଣା : କଂଗ୍ରେସ

ଦେୟ ମୁକ୍ତ ଶିକ୍ଷା କେଜି ରୁ ପିଜି ମାଗଣା ଘୋଷଣା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତାରଣା : କଂଗ୍ରେସ

September 11, 2026
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

September 11, 2026
ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version