• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋ ସ୍କୁଲ୍ ଅଭିଯାନ , ଶୈକ୍ଷିକ ବାତାବରଣ ଏବଂ ଛାତ୍ର ଛାତ୍ରୀ ଙ୍କ ସର୍ବାଙ୍ଗୀନ ବିକାଶ ଉପରେ ଦଶପଲ୍ଲା ବିଧାୟକ ଙ୍କ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
January 25, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମୋ ସ୍କୁଲ୍ ଅଭିଯାନ , ଶୈକ୍ଷିକ ବାତାବରଣ ଏବଂ ଛାତ୍ର ଛାତ୍ରୀ ଙ୍କ ସର୍ବାଙ୍ଗୀନ ବିକାଶ ଉପରେ ଦଶପଲ୍ଲା ବିଧାୟକ ଙ୍କ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଜାନୁଆରୀ ସୋମବାର ) ଦଶପଲ୍ଲା :- ନୟାଗଡ ଜିଲ୍ଲା ଦଶପଲ୍ଲା ଫରେଷ୍ଟ ବଙ୍ଗଳା ଠାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଥିବା ଉଚ୍ଚ ବିଦ୍ୟାଳୟ ଗୁଡ଼ିକର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୋ ସ୍କୁଲ୍ ଅଭିଯାନ କୁ ଅଧିକ କ୍ରିୟାଶୀଳ କରିବା , ମୌଳିକ ଆବଶ୍ୟକତା ଏବଂ ଶୈକ୍ଷିକ ବାତାବରଣ ଉପରେ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ।

ଶୈକ୍ଷିକ ବିକାଶ ସହ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମୂଳକ ମନୋଭାବ ସୃଷ୍ଟି ହେବା ସହ ସର୍ବାଙ୍ଗୀନ ବିକାଶ ଉପରେ ଦଶପଲ୍ଲା ବିଧାୟକ ଗୁରୁତ୍ୱାରୋପ କରିଥିଲେ।ତତ୍ ସହିତ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ ଦଶପଲ୍ଲା ବିଧାୟକ ।

ଏହି ସମ୍ମିଳନୀ ରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଥିବା ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଯୋଗଦେଇଥିଲେ। ଶିକ୍ଷା ର ବିକାଶ ଏବଂ ଛାତ୍ର ଛାତ୍ରୀ ଙ୍କ ସର୍ବାଙ୍ଗୀନ ବିକାଶ ଉପରେ ଦଶପଲ୍ଲା ବିଧାୟକ ଙ୍କ ଗୁରୁତ୍ୱାରୋପ କୁ ଜନସାଧାରଣ ରେ ପ୍ରଶଂସା କରାଯାଇଛି। (ଦଶପଲ୍ଲା /ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

March 13, 2026
ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

March 13, 2026
ଖାନ ଫାଉଣ୍ଡେସନ ପକ୍ଷରୁ ମୁସଲମାନ ବସ୍ତିରେ ଶୁଖିଲା ଖାଦ୍ୟ ପୁଡିଆ ବଣ୍ଟନ

ଖାନ ଫାଉଣ୍ଡେସନ ପକ୍ଷରୁ ମୁସଲମାନ ବସ୍ତିରେ ଶୁଖିଲା ଖାଦ୍ୟ ପୁଡିଆ ବଣ୍ଟନ

March 13, 2026
ରାଜ୍ୟସଭା ନିର୍ବାଚନ ପାଇଁ ନିଦ ହଜିଯାଇଛି ଦିଲ୍ଲୀପ ରାୟ ଙ୍କ ର – ଚାଲିଛି ଏବେ ଘୋଡ଼ା ବେପାର

ରାଜ୍ୟସଭା ନିର୍ବାଚନ ପାଇଁ ନିଦ ହଜିଯାଇଛି ଦିଲ୍ଲୀପ ରାୟ ଙ୍କ ର – ଚାଲିଛି ଏବେ ଘୋଡ଼ା ବେପାର

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

March 13, 2026
ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version