• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଙ୍କ ହିଞ୍ଜିଳି ଗ୍ରସ୍ତ ଉନ୍ନୟନ କାର୍ଯ୍ୟର ସମୀକ୍ଷା, ଜନପ୍ରତିନିଧିଙ୍କ ସହ ଆଲୋଚନା ସହ ସ୍ମାର୍ଟକାଳ୍ସରେ ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ

Proprietor Abhimanyu Maharana by Proprietor Abhimanyu Maharana
January 27, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଙ୍କ ହିଞ୍ଜିଳି ଗ୍ରସ୍ତ ଉନ୍ନୟନ କାର୍ଯ୍ୟର ସମୀକ୍ଷା, ଜନପ୍ରତିନିଧିଙ୍କ ସହ ଆଲୋଚନା ସହ ସ୍ମାର୍ଟକାଳ୍ସରେ ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୭ ଜାନୁଆରି ,ବୁଧବାର ) ହିଞ୍ଜିଳିକାଟୁ :- ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରୀଷ୍ଣା ମଙ୍ଗଳବାର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗ୍ରସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁ ଓ ଶେରଗଡ଼ ବ୍ଳକର ବିଭିନ୍ନ ଜନ ପ୍ରତିନିଧି ମାନଙ୍କ ସହ ଉନ୍ନୟନ ପ୍ରସଙ୍ଗରେ ଆଲୋଚନା କରିବା ସହ ସେଂଟର ଅଫ୍ ଏକ୍ସିଲେନ୍ସରେ ସ୍ଥାନିତ ହିଞ୍ଜିଳିକାଟୁ ପୌରାଂଚଳ ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟ ସ୍ମାଟ କ୍ଳାସରେ ପଂହଚି ୧୦ମ ଶ୍ରେଣୀ ଶିକ୍ଷାର୍ଥୀଙ୍କୁ ସ୍ୱଳ୍ପ ସମୟ ସକାଶେ ଶିକ୍ଷାଦାନ କରିବା ସହ ଶିକ୍ଷାଦାନ ପ୍ରସଙ୍ଗରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ମଙ୍ଗଳବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଭିନିଲ କ୍ରୀଷ୍ଣା ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତରାତାରିଣୀଙ୍କ ଦର୍ଶନ ସାରି ହିଞ୍ଜିଳିରେ ପଂହଚିଥିଲେ ।

ସ୍ଥାନୀୟ ପୌରାଂଚଳ ହିଞ୍ଜିଳି ଗ୍ରାମର ଦେଉଳବନ୍ଧ ପୋଖରୀର ସୌନ୍ଦର୍ଯ୍ୟକରଣ ବୁଲି ଦେଖିବା ସହ ସେଂଟର ଅଫ୍ ଏକ୍ସିଲେନ୍ସରେ ସ୍ଥାନିତ ହିଞ୍ଜିଳିକାଟୁ ପୌରାଂଚଳ ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟ ସ୍ମାଟ କ୍ଳାସରେ ପଂହଚି ୧୦ମ ଶ୍ରେଣୀ ଶିକ୍ଷାର୍ଥୀଙ୍କୁ ସ୍ୱଳ୍ପ ସମୟ ସକାଶେ ଶିକ୍ଷାଦାନ କରିବା ସହ ଶିକ୍ଷାଦାନ ପ୍ରସଙ୍ଗରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ସେଠାରୁ ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟରେ ପଂହଚି ବ୍‌ଳକ ଓ ପୌରାଂଚଳର ବହୁ ଜନ ପ୍ରତିନିଧି ମାନଙ୍କ ସହ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିଥିଲେ । ହିଞ୍ଜିଳିକାଟୁ ଓକିଲ ସଂଘ ପକ୍ଷରୁ ହିଞ୍ଜିଳିକାଟୁ ସହରକୁ ଉପଖଣ୍ଡ ଘୋଷଣା ଓ ସବ୍‌ଜଜ୍ କୋର୍ଟ ପ୍ରତିଷ୍ଠା ସକାଶେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ସ୍ୱତନ୍ତ୍ର ସଚିବଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା ।ପରେ ଶେରଗଡ଼ ବ୍ଳକ ଅଭିମୁଖେ ଯାତ୍ରା କରି ଶେରଗଡ଼ ପଂଚାୟତ ସମିତି କାର୍ଯ୍ୟାଳୟ ଓ ପିତଳ ଉଚ୍ଚ ବିଦ୍ୟାଳୟରେ ପଂହଚି ଆବଶ୍ୟକୀୟ ଭିତିଭୂମୀର ସମୀକ୍ଷା କରିଥିଲେ । ଶେରଗଡ଼ ଗ୍ରସ୍ତ ଶେଷ କରି ଅପରାହ୍ନରେ ପୁଣି ଥରେ ହିଞ୍ଜିଳିରେ ପଂହଚି ଉନଡ଼ୋର ଷ୍ଟାଡ଼ିୟମରେ ପଂହଚି ଆବଶ୍ୟକୀୟ ଭିତିଭୂମିର ସମୀକ୍ଷା କରିଥିଲେ ।

ସେଠାରୁ ସ୍ଥାନୀୟ ବ୍ଳକ ସମରଝୋଳ ପଂଚାୟତରେ ପଂହଚି ଗ୍ରାମ ଆଦର୍ଶ ପୋଖରୀର ସୌନ୍ଦର୍ଯ୍ୟକରଣ ପ୍ରସଙ୍ଗରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଙ୍କ ଗ୍ରସ୍ତ ସମୟରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଉପ ଜିଲ୍ଲାପାଳ ପ୍ରିୟରଂଜନ ପୃଷ୍ଟି, ତହସିଲଦାର ପ୍ରଭାତ କୁମାର ପରିଡ଼ା, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ, ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ମୁଖ୍ୟମନ୍ତ୍ରୀଙ୍କ ବ୍ଳକ ପ୍ରତିନିଧି ସୁରେନ୍ଦ୍ରନାଥ ପ୍ରଧାନ, ପୌରାଂଚଳ ପ୍ରତିନିଧି ସଂଜୟ କୁମାର ପଣ୍ଡା, ନଗର ବିଜେଡ଼ି ସଭାପତି ଭୀମସେନ ବେହେରା, ବ୍ଳକ ଯୁବ ବିଜେଡ଼ି ସଭାପତି ମନୋଜ ସାବତ, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲାଇ, ପୂର୍ବତନ ଉପନଗରପାଳ ପବିତ୍ର ମୋହନ ପାଣିଗ୍ରାହୀ, ପୂର୍ତ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ତୁଷାରକାନ୍ତ ପଣ୍ଡା, ନିର୍ବାହୀ ଯନ୍ତ୍ରୀ ଅରୁଣ କୁମାର ଶତପଥୀ, ସହକାରୀ ଯନ୍ତ୍ରୀ ଉମାଚରଣ ପାଢି, ଲଡ଼ୁକିଶୋର ପଣ୍ଡା, ସମାଜସେବୀ ଡ଼ି. ବିଶ୍ୱନାଥ, ବହୁ ସରଂପଚ, ସମତିସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ଉପସ୍ଥିତ ଥିଲେ । ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version