• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛାତ୍ର ବିଜେଡି କର୍ମକର୍ତ୍ତା ଙ୍କୁ ଭର୍ଚୁଆଲ ମିଟିଂ ଦ୍ୱାରା ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ – ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
January 29, 2021
in ଓଡ଼ିଶା, ଖୋର୍ଦ୍ଧା, ଫୋଟୋ ଗ୍ୟାଲେରୀ, ମହାନଗର, ହୋମ୍
0
ଛାତ୍ର ବିଜେଡି କର୍ମକର୍ତ୍ତା ଙ୍କୁ ଭର୍ଚୁଆଲ ମିଟିଂ ଦ୍ୱାରା ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ – ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୮ ଜାନୁୟାରୀ ଗୁରବାର ) ଭୁବନେଶ୍ୱର :-  ଗତ୨୩ ରିଖ ସୋମବାର ଦିନ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ବାତାବରଣ ସୃଷ୍ଟି କରିବା ପାଇଁ ବିଜୁ ଜନତା ଦଳର ଲୋକାଭିମୁଖି କାର୍ଯ୍ୟ , ନବୀନ ପଟ୍ଟନାୟକ ଙ୍କ ଆଦର୍ଶ ଓ ବିଜୁ ବାବୁ ଙ୍କ ମହାନତା କୁ ପାଥେୟ କରି ଏକ ସଧାରଣଜ୍ଞାନ ପ୍ରତିଯୋଗିତା ଆୟୋଜନ କରଯାଇଥିଲା ।

ଏହି ପରିପ୍ରେକ୍ଷୀ ରେ ଗତ ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ହୋଇଥିବା ବିଜୁ ଛାତ୍ର ଜନତା ଦଳର ୧୦ ଜଣ କର୍ମକର୍ତ୍ତା ଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମ ରେ ଯୋଡ଼ି ହୋଇ ପୁରସ୍କୃତ କରିବା ସହ କୃତଜ୍ଞତା ଜ୍ଞାପନ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ପୁରସ୍କୃତ ହୋଇଥିବା ବି.ସି.ଜେ.ଡି ର କର୍ମକର୍ତ୍ତା ହେଲେ ଅବ୍ଦୁଲ୍ଲା ହବିବ , ଅମରେନ୍ଦ୍ର ଧଳ , ହେମନ୍ତ କୁମାର ସାହୁ , ଇସ୍ସିତା ସାହୁ , ସ୍ଥିତ ପ୍ରଜ୍ଞା ପଣ୍ଡା , ରଶ୍ମି ରଞ୍ଜନ ପରିଡା , ରଞ୍ଜନ ଦାସ , ସ୍ମୃତି ଦାସ୍ , ସୌମ୍ୟ ପ୍ରକାଶ ବିଶ୍ୱାଳ ଓ ଆଶୁତୋଷ ସାହୁ ।

ଏହି କାର୍ଯ୍ୟକ୍ରମ କୁ ପାଥେୟ କରି ବିଜୁ ଛାତ୍ର ଜନତା ଦଳର ସମସ୍ତ କର୍ମକର୍ତ୍ତା ଙ୍କ ମଧ୍ୟରେ ଆହୁରି ଅଧିକ ଆଗ୍ରହ ଓ ଉତ୍ସାହ ଦେଖିବାକୁ ମିଳିବ ବିଜୁ ଛାତ୍ର ଜନତା ଦଳର ସଭାପତି ଶ୍ରୀ ତ୍ରିପାଠୀ ମତ ଦେଇଥିଲେ ।

ଏହି କାର୍ଯ୍ୟକ୍ରମ କୁ ବିଜୁ ଜନତା ଦଳର ରାଜ୍ୟ ସଧାରଣ ସମ୍ପାଦକ (ଯୁବ ଛାତ୍ର ବ୍ୟାପାର ) ପ୍ରଣବ ବଳବନ୍ତ ରାୟ ପରିଚାଳନା କରିଥିଲେ । ଏହା ସହ ଏହି କାର୍ଯ୍ୟକ୍ରମ ରେ ଭର୍ଚୁଆଲ ପ୍ଲାଟଫର୍ମ ରେ ବିଜୁ ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ଏବଂ ସମସ୍ତ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କର୍ମ କର୍ତ୍ତା ସମେତ ବହୁ ପ୍ରାନ୍ତରରୁ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version