• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନମୁଣ୍ଡା ଥାନା ୫୭ନଂ ଏନ୍ଏଚ୍ ମସିଣାପଡ଼ାରେ ବସ୍ ଦୁର୍ଘଟଣା; ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ : ୩ ଯାତ୍ରୀ ଆହତ – ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 30, 2021
in ଓଡ଼ିଶା, ମହାନଗର, ହୋମ୍
0
ମନମୁଣ୍ଡା ଥାନା ୫୭ନଂ ଏନ୍ଏଚ୍ ମସିଣାପଡ଼ାରେ ବସ୍ ଦୁର୍ଘଟଣା; ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ : ୩ ଯାତ୍ରୀ ଆହତ – ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର ) ରାୟଗଡା/ବଲାଙ୍ଗୀର :-ସୁନାବେଡା ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ବସ୍ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇ ପଡ଼ିଛି । ମନମୁଣ୍ଡା ଥାନା ୫୭ନଂ ଏନ୍ଏଚ୍ ମସିଣାପଡ଼ାରେ ବସ୍ ଦୁର୍ଘଟଣା ହୋଇଥିବା ଜଣା ପଡ଼ିଛି । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ , ୩ ଯାତ୍ରୀ ଆହତ ହେବା ସଙ୍ଗେ ସଙ୍ଗେ ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ । ଦୁର୍ଘଟଣା ରେ ଆହତ ମାନଙ୍କୁ ଜିଲ୍ଲାର ସନ୍ଥ ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିବା ପୁର୍ବରୁ ବସ୍ କଟକରୁ ଜେପୋର ଅଭିମୁଖେ ଯାଉଥିଲା ।

ପୁର୍ବ ରୁ ମଧ୍ୟ ଅନ୍ୟ ଏକ ଘଟଣାରେ ବଲାଙ୍ଗିର ଜିଲ୍ଲାର ରତାଖଣ୍ଡୀ ନିକଟ ଟିଟଲାଗଡ ରାସ୍ତାରେ ଏକ ବସ୍ କଇଁଛ ବୁଲାଇ ପାଞ୍ଚ ଜଣ ଯାତ୍ରୀ ଆହତ ହୋଇଥିବାର ସୂଚନା ମିଳିଥିଲା । ଶନିବାର ଦିନ ରାୟଗଡା ଜିଲ୍ଲାର ବିସମ କଟକ ପୋଲିସ ସୀମା ଅନ୍ତର୍ଗତ ବେଥିଆପଡା ଅଞ୍ଚଳ ନିକଟରେ ଓଲଟି ପଡ଼ିବା ପରେ ଅତି କମରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଚିକିତ୍ସା ପାଇଁ ରାୟାଗଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026
ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

July 26, 2026
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026
ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version