• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ବିଧାନସଭା ପରିସରରେ ପାଳିତ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
January 30, 2021
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ବିଧାନସଭା ପରିସରରେ ପାଳିତ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର ) ଭୁବନେଶ୍ୱର :- ସତ୍ୟ, ଶାନ୍ତି ଓ ଅହିଂସାର ପ୍ରତୀକ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୭୩ ତମ ଶ୍ରାଦ୍ଧ ଦିବସ ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିବା ସ୍ଥଳେ ସମ୍ମାନିତ ଅତିଥି ରୂପେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର, ଜଳସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ, ପୋଲିସ କମିଶନର ଡ. ସୁଧାଂଶୁ ଷଡଙ୍ଗୀ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ପୂର୍ବତନ ବିଧାୟକ ଅଜୟ ଜେନା ପ୍ରମୁଖ ଉକ୍ତ ପୁଷ୍ପ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଏହି ଅବସରରେ ମଧ୍ୟ ଗାନ୍ଧୀଜୀଙ୍କ ପ୍ରିୟ ଆଶ୍ରମ ଭଜନ ‘ ବୈଷ୍ଣବ ଜନ ତୋ..’ ଗାନ କରାଯାଇଥିବା ବେଳେ ଦେଶର ଶହୀଦ ମାନଙ୍କୁ ରାଜ୍ୟ ପୋଲିସ ତରଫରୁ ତୋପ ସଲାମି ଦିଆଯାଇଥିଲା ଏବଂ ସେମାନଙ୍କ ସମ୍ମାନାର୍ଥେ ପୂର୍ବାହ୍ନ ୧୧ଟା ବେଳେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ଉପନିର୍ଦ୍ଦେଶକ କ୍ଷେତ୍ର, ସୂଚନା ଓ ଲୋକସଂପର୍କ ବିଭାଗ ସନ୍ତୋଷ କୁମାର ଦାସ ସହଯୋଗ କରିଥିବା ସ୍ଥଳେ ସହକାରୀ ନିର୍ଦ୍ଦେଶକ  (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version