• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମହିଳାଙ୍କ ବେକରୁ ସୁନାଚେନ୍ ଲୁଟ ଘଟଣା ସୁନାଚେନ ଜବତ, ଜଣେ ଗିରଫ- ସହଯୋଗୀ ଫେରାର

Proprietor Abhimanyu Maharana by Proprietor Abhimanyu Maharana
January 30, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ
0
ମହିଳାଙ୍କ ବେକରୁ ସୁନାଚେନ୍ ଲୁଟ ଘଟଣା ସୁନାଚେନ ଜବତ, ଜଣେ ଗିରଫ- ସହଯୋଗୀ ଫେରାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର )ହିଞ୍ଜିଳିକାଟୁ :- ଗତ ଡ଼ିସେମ୍ବର ୨୬ ତାରିଖ ସକାଳେ ହିଞ୍ଜିଳିକାଟୁ ପୌରାଂଚଳ ବଇଁଚବଣିଆ ଟିଭିଏସ ସୋ ରୁମ ନିକଟରୁ ଜଣେ ବୃଦ୍ଧାଙ୍କୁ ମାଡ଼ ମାରି ୨ ଜଣ ଦୁବୃର୍ତ ମହିଳାଙ୍କ ବେକରୁ ପ୍ରାୟ ୩ଭରି ଓଜନର ସୁନା ଚେନ ଝାମ୍ପିନେଇ ଘଟଣା ସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଥିଲେ । ସଂପୃକ୍ତ ଘଟଣାରେ ହିଞ୍ଜିଳି ପୁଲିସ ଶୁକ୍ରବାର ସନ୍ଧ୍ୟାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ଜଣେ ବର୍ତମାନ ସୁଦ୍ଧା ଫେରାର ଥିବା ଜଣାପଡ଼ିଛି । ଗିରଫ ଜଣକ ବ୍ରହ୍ମପୁର ସଦର ଥାନା ଆଙ୍କଶପୁର ଗ୍ରାମର ଶିବ ମହାନ୍ତି (୩୫) । ପ୍ରକାଶ ଯେ, ୨୦୨୦ ଡ଼ିସେମ୍ବର ୨୬ ତାରିଖ ସକାଳ ପ୍ରାୟ ୧୧ ଘଂଟା ସମୟରେ ଶେରଗଡ଼ ଥାନା ଶେରାଙ୍କୁଡ଼ା ଗ୍ରାମର ବୃଦ୍ଧା ବାସନ୍ତି ସାହୁ (୭୨) ଭାଇ ଭଗବାନ ପାଣିଗ୍ରାହୀଙ୍କ ଘର ହିଞ୍ଜିଳିକାଟୁ ପୌରାଂଚଳ ବଇଁଚବଣିଆକୁ ଆସିଥିଲେ । ସ୍ଥାନୀୟ ପୌରାଂଚଳ ଶ୍ରୀକ୍ଷେତ୍ର ମାର୍ଗ ନିକଟରେ ନିର୍ମାଣଧିନ ଘର ବୁଲି ଦେଖିବା ପରେ ବୃଦ୍ଧା ଜଣକ ଗ୍ରାମକୁ ଫେରିବା ପାଇଁ ଚାଲି ଚାଲି ବଇଁଚବଣିଆ ଛକକୁ ଆସୁଥିବା ବେଳେ ଏକ ବଜାଜ ପଲସର ବାଇକ ଯୋଗେ ୨ ଦୁବୃର୍ତ ଆସି ବୃଦ୍ଧାଙ୍କୁ ମାଡ଼ ମାରିବା ସହ ପିନ୍ଧିଥିବା ପ୍ରାୟ ୩ଭରି ଓଜନର ସୁନାଚେନକୁ ଝାମ୍ପି ନେଇ ଘଟଣା ସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଥିଲେ ।

ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପଂହଚି ନିକଟସ୍ଥ ଅଂଚଳର ସିସିଟିଭ ଫୁଟେଜ୍‌କୁ ଯାଂଚ କରିଥିଲା । ଏ ନେଇ ବୃଦ୍ଧା ଜଣକ ହିଞ୍ଜିଳି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଭିତିରେ ହିଞ୍ଜିଳି ଥାନା କେଶ ନଂ- ୪୬୧/୨୦ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା । ୨୩ ତାରିଖ ସକାଳେ ବାଲୁଗାଁ ଥାନା ଚିଲିକା ଢାବା ହୋଟେଲ ନିକଟରେ ଦୁଇ ଦୁବୃର୍ତ ମୋଟର ସାଇକେଲ ଯୋଗେ ଆସି ଜୈନିକା ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିନେବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ଜଣେ ଦୁବୃର୍ତଙ୍କୁ କାବୁ କରି ସ୍ଥାନୀୟ ଥାନାରେ ଜିମା ଦେଇଥିବା ବେଳେ ଅନ୍ୟ ଜଣେ ଘଟଣା ସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଥିଲା ତଦନ୍ତ ସମୟରେ ଦୁବୃର୍ତ ଜଣକ ସମସ୍ତ ଛିନତାଇ ଘଟଣା ବିଷୟରେ ପ୍ରକାଶ କରିବା ସହ ୨୬ ଡ଼ିସେମ୍ବର ୨୦୨୦ରେ ହିଞ୍ଜିଳିକାଟୁ ଅଂଚଳରେ ଛିନତାଇ ଘଟଣାରେ ସଂପୃକ୍ତି ଥିବା ବାଲୁଗାଁ ପୁଲିସ ସମ୍ମୁଖରେ କହିଥିଲେ । ବାଲୁଗାଁ ପୁଲିସ ହିଞ୍ଜିଳି ପୁଲିସ ସହ ଯୋଗଯୋଗ କରିବା ପରେ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ବାଲୁଗାଁ ପୁଲିସ ଥାନାରେ ପଂହଚି ଅଟକ ଅଭିଯୁକ୍ତଙ୍କୁ ହିଞ୍ଜିଳି ଥାନାକୁ ଆଣିଥିଲା । ଗିରଫ ଅଭିଯୁକ୍ତ ହିଞ୍ଜିଳିକାଟୁ ଅଂଚଳରେ ଘଟିଥିବା ଛିନତାଇ ଘଟଣାରେ ସଂପୃକ୍ତି ଥିବା ନେଇ ପୁଲିସ ସମ୍ମୁଖରେ ସ୍ୱୀକାର କରିଥିଲେ । ଶନିବାର ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୁତ୍ରରୁ ପ୍ରକାଶ ।  ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version