• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାତୀୟ ସ୍ତରରେ ‘ଟ୍ୟାଲେଂଟ ଷ୍ଟାର-୨୦୨୦’ ପ୍ରତିଯୋଗିତା… ‘ମେରା ଭାରତ ମହାନ’ଭିଡିଓ ପ୍ରଦଶିତ କରି ସୌମ୍ୟରଞ୍ଜନଙ୍କୁ ମିଳିଲା ଦ୍ୱିତୀୟ ପୁରସ୍କାର ବିଭିନ୍ନ ମହଲରୁ ଶୁଭେଚ୍ଛା

Proprietor Abhimanyu Maharana by Proprietor Abhimanyu Maharana
February 3, 2021
in Uncategorized, ଓଡ଼ିଶା, ଯାଜପୁର, ହୋମ୍
0
ଜାତୀୟ ସ୍ତରରେ ‘ଟ୍ୟାଲେଂଟ ଷ୍ଟାର-୨୦୨୦’ ପ୍ରତିଯୋଗିତା… ‘ମେରା ଭାରତ ମହାନ’ଭିଡିଓ ପ୍ରଦଶିତ କରି ସୌମ୍ୟରଞ୍ଜନଙ୍କୁ ମିଳିଲା ଦ୍ୱିତୀୟ ପୁରସ୍କାର ବିଭିନ୍ନ ମହଲରୁ ଶୁଭେଚ୍ଛା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୩ ଫେବୃଆରୀ ବୁଧବାର ) କୋରାଇ :-  କୋରାଇ ବ୍ଲକର ବରିଷ୍ଠ କିରାଣି ସୁନିଲ କୁମାର ରାଉତଙ୍କ ପୁଅ ସୌମ୍ୟରଞ୍ଜନ ସାମଲ(ରାଉତ) ଅନ୍‌ଲାଇନ୍‌ ମାଧ୍ୟମରେ ନେସଲେ ମଂଚ ଚକୋଲେଟ କମ୍ପାନୀ ପକ୍ଷରୁ ଜାତୀୟ ସ୍ତରୀୟ ‘ଟ୍ୟାଲେଂଟ ଷ୍ଟାର-୨୦୨୦’ ଅନୁଷ୍ଠିତ ପ୍ରତିଯୋଗିତାରେ ଭାଗ ନେଇଥିଲା । ଏଥିନିମନ୍ତେ ସୌମ୍ୟରଞ୍ଜନ ‘ସାଡୋ ପପେଟ ଆକ୍ଟ’ ମାଧ୍ୟମରେ ‘ମେରା ଭାରତ ମହାନ’ ଶୀର୍ଷକ ୩ମିନିଟ ୧୩ସେକେଣ୍ଡର ଏକ ଭିଡିଓ ପ୍ରସ୍ତୁତକରି ପ୍ରଦର୍ଶିତ କରିଥିଲେ ।

ଯାହାକୁକି ଜାତୀୟ ସ୍ତରର ବରିଷ୍ଠ ଓ ଅଭିଜ୍ଞ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ମନୋନୀତ ହୋଇ ୨ୟ ସ୍ଥାନ ମିଳିବା ସହ କମ୍ପାନୀ ପକ୍ଷରୁ ୧ଲକ୍ଷଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି । ଏଥିସହିତ ମଧ୍ୟ ଓଡିଶା ସରକାରଙ୍କ ଅଧୀନସ୍ଥ ନନ୍ଦନକାନ ପ୍ରାଣୀ ଉଦ୍ୟାନ ପକ୍ଷରୁ ବିଶ୍ୱ ହାତୀ ଦିବସ ଓ ବିଶ୍ୱ ଶାଗୁଣା ଦିବସ ଉପଲକ୍ଷେ ଅନଲାଇନରେ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇ ପ୍ରଥମ ଓ ଦ୍ୱିତୀୟ ସ୍ଥାନଅଧିକାର କରି ଅଂଚଳପାଇଁ ଗୌରବ ଆଣିଛନ୍ତି । ନନ୍ଦନକାନନ ଜୁଲୋଜି ପାର୍କ ପକ୍ଷରୁ ସୌମ୍ୟରଞ୍ଜନଙ୍କୁ ପ୍ରଥମ ଓ ଦ୍ୱିତୀୟ ହୋଇଥିବା ଯୋଗୁ ପୁରସ୍କାର ସ୍ୱରୂପ ଟ୍ରଫି

ସହିତ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ସୌମ୍ୟରଞ୍ଜନ ପ୍ରାରମ୍ଭରୁ ଯାଜପୁରରୋଡ ବୀଣାପାଣୀ ସଂଗୀତ ନିକେତନର ଚିତ୍ରଶିଳ୍ପୀ ଗୁରୁମା ନିବେଦିତା ମହାପାତ୍ରଙ୍କ ଠାରୁ ଶିକ୍ଷାଲାଭ କରିଥିଲେ ବେଳେ ଏବେ ଭୁବନେଶ୍ୱର ସ୍ଥିତ ବିଭୁତି କାନୁନଗୋ ଚାରୁ ଓ କଳା ଡିଗ୍ରୀ ମହାବିଦ୍ୟାଳୟର ୨ୟ ବର୍ଷର ଛାତ୍ରଭାବେ ଅଧ୍ୟୟନ କରୁଛନ୍ତି । ପ୍ରତିଭାଦୀପ୍ତ ସୌମ୍ୟରଞ୍ଜନର ଏହି କୃତି ପାଇଁ ବିଭିନ୍ନ ଅନୁଷ୍ଠାନ, ବୁଦ୍ଧିଜୀବୀ, ସାହିତ୍ୟିକ, କଳାପ୍ରେମୀ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ଶୁଭେଚ୍ଛା ପୂର୍ବକ ଅଭିନନ୍ଦନ ଜଣାଇବା ସହ ତା’ର ଉତରୋତର ଉନ୍ନତି କାମନା କରିଛନ୍ତି । ( ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version