• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧ ଦିନରେ ଆଦିବାସୀ ମେଳା ଆଦିବାସୀଙ୍କ ଦ୍ୱାରା ଉତ୍ପାଦିତ କଫି କିଣିବାକୁ ଆଗ୍ରହ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
February 5, 2021
in ଓଡ଼ିଶା, ଖୋର୍ଦ୍ଧା, ମୟୁରଭଞ୍ଜ, ମହାନଗର, ହୋମ୍
0
୧ ଦିନରେ ଆଦିବାସୀ ମେଳା ଆଦିବାସୀଙ୍କ ଦ୍ୱାରା ଉତ୍ପାଦିତ କଫି କିଣିବାକୁ ଆଗ୍ରହ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ(୫ ଫେବୃଆରୀ ଶୁକ୍ରବାର) ଭୁବନେଶ୍ୱର :- ଦକ୍ଷିଣ ଭାରତର କେତେକ ରାଜ୍ୟ ବିଶେଷ କରି କେରଳ ଓ ତାମିଲନାଡୁରେ କଫି ଚାଷ ଲୋକଙ୍କ ରୋଜଗାରର ଏକ ପ୍ରଧାନ ମାଧ୍ୟମ ରୂପେ ଗଣାଯାଏ । ଏହି ଦୁଇ ରାଜ୍ୟର ବ୍ୟାପକ ଅଂଚଳରେ କଫି ଚାଷ କରାିବାର ଦୃଶ୍ୟ ର୍ପ୍ୟଟକଙ୍କୁ ଆକୃଷ୍ଟ କରେ । ମାତ୍ର ଓଡ଼ିଶାର ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ଜନଜାତି ବର୍ଗ କଫି ଚାଷ କରି ଆତ୍ମନିର୍ଭରଶୀଳତା ଥରେ ଯେ ଅଗ୍ରସର ହୋଇପାରନ୍ତି, ତାହା କଳ୍ପନାତୀତ ଥିଲା ।

କିନ୍ତୁ କୋରାପୁଟର ଜନଜାତି ଆଜି କଫି ଚାଷ କ୍ଷେତ୍ରରେ କେବଳ ସଫଳତା ହାସଲ କରିନାହାନ୍ତି, ସେମାନଙ୍କ ଦ୍ୱାରା ଉତ୍ପାଦିତ କଫିର ଚାହିଦା ଦେଶ ବିଦେଶରେ ବୃଦ୍ଧିପାଉଛି । ସେମାନେ ନିଜ ଦ୍ୱାରା ଉତ୍ପାଦିତ କଫିକୁ ପ୍ୟାକେଟରେ ଭର୍ତି କରି ତାକୁ ବଜାରକୁ ବିକ୍ରି ପାଇଁ ପଠାଉଛନ୍ତି । ଫଳରେ ସେମାନେ ବେଶ୍ ଦୁଇ ପଇସା ଆୟ କରିବାକୁ ସକ୍ଷମ ହେଉଛନ୍ତି । ସାରା ବିଶ୍ୱରେ ସ୍ୱଚ୍ଛଳ ବର୍ଗର ବ୍ୟବସାୟୀ ଗୋଷ୍ଠୀ ଓ ବଡ଼ ଚାଷୀ କଫି ଚାଷ ସହିତ ସଂପୃକ୍ତ ଥିବା ବେଳେ କୋରାୁଟରେ ଗରିବ ଆଦବାସୀ କଫି ଚାଷ କରି ସଫଳତା ପାଇବା ଏକ ନିଆରା ଉଦାହରଣ ସୃଷ୍ଟି କରିଛି ।

ଜନଜତି ବର୍ଗର ଲୋକଙ୍କୁ କଫିଚାଷ ଦିଗରେ ଆଗେଇବା ପାଇଁ ସହାୟତାର ହାତ ବଢ଼ାଇଛି ଆଦିବାସୀ ଉନ୍ନୟନ ସମବାୟ ନିଗମ (ଟି.ଡି.ସି.ସି.) । କୋରାପୁଟ କଫିର ଚାହିଦା ଓ ଗ୍ରହଣୀୟତା କିପରି ବୃଦ୍ଧି ପାଇଛି, ତାହାର ନିଛକ ପ୍ରମାଣ ଦେଖିବାକୁ ମିଳୁଛି ରାଜଧାନୀ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଏ ବର୍ଷର ଆଦିବାସୀ ମେଳାରେ । ଏହି ମେଳା ପରିସରରେ ଖୋଲିଥିବା ‘ଆଦିବାସୀ କଫି ହାଉସ୍‌’ ନାମକ ଷ୍ଟଲରେ ଗ୍ରାହକମାନେ ଆଦିବାସୀ ମାନଙ୍କ ଦ୍ୱାରା ଉତ୍ପାଦିତ ଓ ପ୍ୟାକେଟ୍‌ରେ ଭର୍ତି ହୋଇ ବିକ୍ରି ହେଉଥିବା କଫି କିଣିବାକୁ ଭିଡ ଜମାଉଛନ୍ତି ।

ସଂସ୍ଥା ପକ୍ଷରୁ ୧୦୦ ଗ୍ରାମ୍ ଓ ୨୫୦ ଗ୍ରାମ୍ ଓଜନର ପ୍ୟାକେଟ୍ ପ୍ରସ୍ତୁତ ହୋଇଛି । କୋରାପୁଟ କଫିର ଗୁଣାତ୍ମକ ମାନ ଓ ସ୍ୱାଦ ଅନ୍ୟ କଫି ତୁଳନାରେ ଅଧିକ ହୋଇଥିବାରୁ ଏହାକୁ ନେବା ପାଇଁ ଦର୍ଶକଙ୍କ ଆଗ୍ରହ ବଢ଼ୁଛି । ଆଦିବାସୀ କଫି ହାଉସ୍ ପକ୍ଷରୁ ୨୦୧୯ ମସିହାରୁ କଫି କାରବାର ଆରମ୍ଭ ହୋଇଥିବା ବେଳେ ଦୁଇବର୍ଷ ମଧ୍ୟରେ ଏହା ଉଲ୍ଲେଖନୀୟ ସଫଳତା ପାଇ ପାରିଛି । ଏହି ଷ୍ଟଲରେ କଫି ପ୍ୟାକେଟ୍ ଗୁଡିକ କେବଳ ବିକ୍ରି ହେଉନାହିଁ, ଏହାର ପ୍ରସ୍ତୁତ ପ୍ରଣାଳୀ ଓ ଗୁଣାତ୍ମକ ମାନ ସମ୍ପର୍କରେ ଦର୍ଶକଙ୍କୁ ପ୍ରାଞ୍ଜଳ ଭାବରେ ବୁଝାଇ ଦିଆଯାଉଛି ।

ଆଦିବାସୀ ମେଳା ଆଜି ଏକାଦଶ ଦିନରେ ପହଁଚିଥିବା ବେଳେ କାରବାର ମଧ୍ୟ ବେଶ୍ ବୃଦ୍ଧି ପାଇଥିବାର ଲକ୍ଷ୍ୟ କରାଯାଉଛି । ଅପରାହ୍ନରେ ବହୁ ଲୋକ ମେଳା ପରିସରକୁ ଆସି ନିଜର ଚାହିଦା ଅନୁଯାୟୀ ଘରକରଣା ସାମଗ୍ରୀ କ୍ରୟ କରିଥିଲେ । ଖାଦ୍ୟ ବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ନ ଥିଲେ ମଧ୍ୟ ଦର୍ଶକମାନଙ୍କ ଆଗ୍ରହକୁ ଏହା ଅଟକାଇ ପାରି ନଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version