• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନ ଶିକ୍ଷୟତ୍ରୀଙ୍କ ମାଡ଼ରେ ଛାତ୍ରୀ ବେହାଲ, ଥାନାରେ ମାମଲା

Proprietor Abhimanyu Maharana by Proprietor Abhimanyu Maharana
February 1, 2020
in ଓଡ଼ିଶା, ହୋମ୍
0
ପ୍ରଧାନ ଶିକ୍ଷୟତ୍ରୀଙ୍କ ମାଡ଼ରେ ଛାତ୍ରୀ ବେହାଲ, ଥାନାରେ ମାମଲା
Share on FacebookShare on TwitterWhatsapp

ମାହାଙ୍ଗା (ଓଡିଶା ତାଜା ନିଉଜ ) 1/02/20 :- କଟକ ଜିଲ୍ଲା ନିଶ୍ଚନ୍ତକୋଇଲି ଥାନା ଅଂଚଳରେ ଜଣେ ପ୍ରଧାନ ଶିକ୍ଷୟତ୍ରୀଙ୍କ ବାଡ଼ି ପ୍ରହାରରେ ଜଣେ ଛାତ୍ରୀ ଗୁରୁତର ହେବା ଓ ପରେ ଚିକିତ୍ସା ନିମନ୍ତେ ମେଡିକାଲ ରେ ଭର୍ତ୍ତି ହେବା ନେଇ ନିଶ୍ଚନ୍ତକୋଇଲି ଥାନାରେ ଅଭିଯୋଗ ହେବା ଘଟଣା ମୁଖ୍ୟ ଚର୍ଚ୍ଚାର ବିଷୟ ପାଲଟିବା ସହ ସରକାରଙ୍କ ଦାଣ୍ଡମୁକ୍ତ ଅଂଚଳ ଏବେ ସୁରକ୍ଷିତ ନେଇ ପ୍ରଶ୍ନ ଉଠିଛି,

ସରକାର ବିଦ୍ୟାଳୟ କୁ ଦଣ୍ଡମୁକ୍ତ ଅଂଚଳ ଘୋଷଣା କରିଥିଲେ ମଧ୍ୟ ଏହାକୁ ଅଧିକାଂଶ ଶିକ୍ଷକ, ଶିକ୍ଷୟିତ୍ରୀ ଦଣ୍ଡଯୁକ୍ତ ଅଂଚଳ କରିଦେଲେଣି । ଯେମିତି ସରକାରୀ ନିୟମକୁ ସବୁ ଉଠିଗଲାଣି । ଫଳରେ ବିଦ୍ୟାଳୟ ରେ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉଗ୍ର ରୂପ ଦେଖି କୋମଳମତୀ ଛାତ୍ରଛାତ୍ରୀ ମାନେ ଆଉ ସ୍କୁଲ୍ କୁ ଆସି ପାଠ ପଢ଼ିବାକୁ ସୁରକ୍ଷିତ ମଣୁନାହାନ୍ତି, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ନତକାଇ ଗାଁରେ ଥିବା କୃତିବାସ ନୋଡାଲ ବିଦ୍ୟାଳୟରେ । ଏ‌ହି ବିଦ୍ୟାଳୟ ରେ ଦୂତୀୟ ଶ୍ରେଣୀ ରେ ପଢୁଥିବା ଲକ୍ଷ୍ମୀପ୍ରିୟା ବେଜ୍ ୮ ବର୍ଷୀୟ ନାବାଳିକା ଛାତ୍ରୀ ଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ମନୋରମା ମିଶ୍ର ଗୋଟିଏ ବାଡ଼ିରେ ନିରଧୁମ ମାଡ଼ ମାରି ଲହୁଲୁହାଣ କରିଥିବା ଥିବା ନେଇ ନାବାଳିକାଙ୍କ ମା’ ଅନୂସୟା ବେଜ୍ ନିଶ୍ଚନ୍ତ କୋଇଲି ଥାନାରେ ଅଭିଯୋଗ କରିଛନ୍ତି ।

ଖବର ଅନୁଯାଇ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜଣକ ଜାନୁଆରୀ ୨୬ ତାରିଖ ବର୍ଷ ର କେଉଁ ଦିନ ପଡେ ବୋଲି ସଂପୃକ୍ତ ଦୂତୀୟ ଶ୍ରେଣୀ ର ଛାତ୍ରୀ ଙ୍କୁ ପଚାରିଥିଲେ । ଛାତ୍ରୀ ଜଣକ ଠିକ ଉତ୍ତର ନ ଦେଇ ପାରିବାରୁ ପ୍ରଧାନ ଶିକ୍ଷୟିତ୍ରୀ ଜଣକ ରାଗି ପାଚିଯାଇ ଏକ ବାଡି ଦ୍ଵାରା ନିର୍ଧୂମ ମାଡ଼ ମାରିଥିଲେ । ମାଡ଼ରେ ଛାତ୍ରୀ ଜଣଙ୍କର ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାର ସ୍ପଷ୍ଟ ସୂଚନା ମିଳୁଛି ।

ପ୍ରଥମେ ଛାତ୍ରୀ ଙ୍କ ପରିବାର ଲୋକେ ଗୁରୁତର ଛାତ୍ରୀ ଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଚିକିତ୍ସା ପରେ ନିଶ୍ଚିନ୍ତକୋଇଲି ଥାନା ରେ ଅଭିଯୋଗ କରିଛନ୍ତି, ଅଭିଯୋଗ ପାଇବା ପରେ ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ 20/2020 ରେ ଏକ ମାମଲା ୠଜୁକରୁ ତଦନ୍ତ ଅରମ୍ଭକରିଛି, ଘଟଣାର ସତ୍ୟାସତ୍ୟ ଥିଲେ ଉକ୍ତ ଶିକ୍ଷୟତ୍ରୀ ଙ୍କ ବିରୁଦ୍ଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଶ୍ଚନ୍ତକୋଇଲି ଆଇଆଇସି ସୄଭ୍ରାଂଶୁ ଶେଖର ପରିଡା କହିଛନ୍ତି, ଅପରପକ୍ଷରେ ଜଣେ ପ୍ରଧାନ ଶିକ୍ଷୟତ୍ରୀ ବିଦ୍ୟାଳୟର ସର୍ବୋଚ୍ଚ ଦାୟିତ୍ୱରେ ଥିବା ବେଳେ ନିଜ ମାନବିକତା ଭୁଲି ଏଭଳି ନିରୀହ ଶିଶୁଙ୍କୁ ଗୋରୁ ଗାଈ ଭଳି ପିଟିବାକୁ ନେଇ ସ୍ଥାନୀୟ ଅଭିଭାବକ ମାନେ ପ୍ରଶ୍ନ ଉଠାଇବା ସହ ତାଙ୍କୁ ତାଙ୍କ ପଦବୀରୁ ଅପସାରଣ କରିବାକୁ ଶିକ୍ଷା ବିଭାଗ ନିକଟରେ ଦାବୀ କରିଚନ୍ତି । ମାହାଙ୍ଗାରୁ ଲଷ୍ମୀଧର ଖୁଣ୍ଟିଆଙ୍କ ରିପୋର୍ଟ,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026

Corrosion-resistant steel solution designed for construction, infrastructure, manufacturing and engineering applications

Corrosion-resistant steel solution designed for construction, infrastructure, manufacturing and engineering applications

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version