• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତହସିଲଦାରଙ୍କ ଗାଡି ଧକ୍କାରେ ଫାର୍ମାସିଷ୍ଟ ଛାତ୍ର ଗୁରୁତର – ତହସିଲଦାରଙ୍କ ର ବିଶ୍ବସ୍ଥ ଗାଡ଼ି ଡ଼୍ରାଇଭର ଚମ୍ପଟ

Proprietor Abhimanyu Maharana by Proprietor Abhimanyu Maharana
February 8, 2021
in ଓଡ଼ିଶା, ଭଦ୍ରକ, ମୟୁରଭଞ୍ଜ, ହୋମ୍
0
ତହସିଲଦାରଙ୍କ ଗାଡି ଧକ୍କାରେ ଫାର୍ମାସିଷ୍ଟ ଛାତ୍ର ଗୁରୁତର –  ତହସିଲଦାରଙ୍କ ର ବିଶ୍ବସ୍ଥ ଗାଡ଼ି ଡ଼୍ରାଇଭର ଚମ୍ପଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୭ ଫେବୃଆରୀ ରବିବାର ) ବାରିପଦା :- ବାରିପଦା ତହସିଲଦାର ରାମଚନ୍ଦ୍ର ସୋରେନ୍‌ଙ୍କ ଗାଡି ଧକ୍କାରେ ଜଣେ ଫାର୍ମାସିଷ୍ଟ୍‌ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗୁରୁତର ଆହତ ଛାତ୍ରଙ୍କୁ ପିଆରଏମ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛ । ବାରିପଦା ସଦର ଥାନା ଅନ୍ତର୍ଗତ ଶାଗୁଣାବସାସ୍ଥିତ ମଇଳା ଖାଦାନ ନିକଟ ରାସ୍ତାରେ ବାରିପଦା ତହସିଲଦାରଙ୍କ ଗାଡି ଫାର୍ମାସିଷ୍ଟ ଛାତ୍ର ତଥା ବାରିପଦା ପୌରପରିଷଦର ବଡ଼ବଜାର ଅଞ୍ଚଳର ଉତ୍ତମ କୁମାର ନାୟକଙ୍କ ସ୍କୁଟିକୁ ଧକ୍କା ଦେଇଥିଲା । ଏଥିରେ ସ୍କୁଟି ଚାଳକ ଉତ୍ତମ ତଳେ ପଡ଼ି ଗୁରୁତ୍ତର ଭାବେ ଆହତ ହୋଇ ହୋଇଥିଲେ । ଦୁର୍ଘଟଣା ଘଟାଇବା ପରେ ଗାଡ଼ି ଚାଳକ ରାସ୍ତା ଉପରେ ତହସିଲଦାରଙ୍କ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା ।

ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ବାରିପଦା ସଦର ଥାନାକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଉତ୍ତମଙ୍କୁ ଚିକିତ୍ସା ନିମନ୍ତେ ବାରିପଦା ପିଆରଏମ ମେଡ଼ିକାଲକୁ ପଠାଇ ଦେଇଥିଲେ ଏବଂ ତହସିଲଦାରଙ୍କ ସ୍କର୍ପିଓ ଗାଡି ସହ ସ୍କୁଟିକୁ ଥାନାକୁ ନେଇଥିଲେ । ତେବେ ବାରିପଦା ତହସିଲଦାରଙ୍କ ଚାଳକ ବେପରୁଆ ଗାଡ଼ି ଚଳାଇ ଯାଉଥିବା ବେଳେ ରାସ୍ତାରେ ସ୍କୁଟି ଚାଳକକୁ ଧକ୍କା ଦେଇଥିବାର ସ୍ଥାନୀୟ ଲୋକ କହିଛନ୍ତି । ଦୁର୍ଘଟଣାର ତୀବ୍ରତା ଏତେ ଅଧିକ ଥିଲା ଯେ ସ୍କୁଟି ଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। ଏନେଇ ବାରିପଦା ତହସିଲଦାର ରାମଚନ୍ଦ୍ର ସୋରେନ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ଗାଡ଼ି ଦୁର୍ଘଟଣା ଘଟାଇ ଥିବାର ଖବର ପାଇଛନ୍ତି ।

ତେବେ ଦିନ ୧୧ରୁ ଅଫିସ କାର୍ଯ୍ୟ କରୁଥିବା ସମୟରେ ଡ୍ରାଇଭର ଗାଡ଼ି ଧରି କୁଆଡ଼େ ଯାଇଥିଲା ସେ ସମ୍ପର୍କରେ କିଛି ଜାଣି ନାହାନ୍ତି ବୋଲି କହିଥିଲେ । ତହସିଲ କାର୍ଯ୍ୟାଳୟରୁ ଡ୍ରାଇଭର ଗାଡ଼ି ଧରି କୁଆଡ଼େ ଯାଇଥିଲା ସେ ସମ୍ପର୍କରେ ତହସିଲଦାରଙ୍କୁ ସୂଚନା ନ ଥିବା ବିଷୟକୁ ନେଇ ଏବେ ପ୍ରଶ୍ନ ଉଠିଛି । ଏଣୁ ଏହାକୁ ତଦନ୍ତ ପରିସରଭୂକ୍ତ କରାଯିବା ନିମନ୍ତେ ଜନସାଧାରଣରେ ଦାବି ହୋଇଛି । ସେହିପରି ବାରିପଦା ସଦର ଥାନା ଆଇଆଇସି ପ୍ରେମଦା ନାୟକଙ୍କ ସହିତ ଯୋଗାଯୋଗ କରିବାରୁ ରାସ୍ତାରେ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିବା ଡ୍ରାଇଭକୁ ଖୋଜା ଚାଲିଛି ବୋଲି ଆଇଆଇସି କହିଛନ୍ତି  । (ଦୀପ୍ତିମାନ ପତି, ମୟୂରଭଞ୍ଜ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version